ଗରିବ ଆଦିବାସୀଙ୍କ ଜମିର ପ୍ରଧାନମନ୍ତ୍ରୀ ଫସଲ ବୀମା ଟଙ୍କା ହଡପ : ପୋଲିସ ଚୁପ୍ ଥିବା ଅଭିଯୋଗ
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅନ୍ତର୍ଗତ ବିଲାସପୁର ଗ୍ରାମ ପଞ୍ଚାୟତର ଭଣ୍ଡାରଜୁରୀ ଗ୍ରାମର ପାଖାପାଖି ୧ ଶହ ଏକର ଜମିରୁ ଅଧିକ ଆଦିବାସୀମାନଙ୍କ ଜମି ଉପରେ ଝାରବନ୍ଧ ବ୍ଲକ କନ୍ଧାଡଙ୍ଗର ଗ୍ରାମର ପବିତ୍ରା ପ୍ରଧାନ ଲକ୍ଷ ଲକ୍ଷ ଟଙ୍କା!-->…
Read More...
Read More...