ସିରୋଲ ହାଇସ୍କୁଲରେ ଶକ୍ତି ସଂରକ୍ଷଣ ଦିବସ ପାଳିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ୍ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଆନୁକୂଲ୍ୟରେ ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି । ପ୍ରଥମେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦ୍ଵାରା ଶକ୍ତି ସଚେତନତା ଶୋଭାଯାତ୍ରା ଗ୍ରାମ ପରିକ୍ରମା କରିଥିଲା ।!-->…
Read More...
Read More...