ବଲାଙ୍ଗିର ବନ ବିଭାଗକୁ ମିଳିଲା ବଡ଼ ସଫଳତା : ୧୩୫ ଖଣ୍ଡ ଶାଳ କାଠ ଭର୍ତ୍ତି ମ୍ୟାକ୍ସ ପିକଅପ୍ ଜବତ, ୨ ଗିରଫ୍
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ବନ ବିଭାଗକୁ ମିଳିଛି ବଡ଼ ସଫଳତା । ୧୩୫ ଖଣ୍ଡ ଶାଳ କାଠ ଭର୍ତ୍ତି ଏକ ମ୍ୟାକ୍ସ ପିକଅପ୍ ଜବତ କରିବା ସହ ଏହି ମାମଲାରେ ୨ ଜଣଙ୍କୁ ଗିରଫ୍ କରାଯାଇଛି । ସୂଚନା ଅନୁସାରେ ଆଜି ପ୍ରାୟ ସକାଳ ୦୪ଟା ୪୫ରେ ଦେଓଗାଁ ପୋଲିସ୍ କର୍ମଚାରୀଙ୍କ ସହ ରାତିରେ!-->…
Read More...
Read More...