ଇସ୍ପାତ ସାହିତ୍ୟ ସଂସଦରେ ସନ୍ଥକବି ଭୀମ ଭୋଇଙ୍କ ଜୟନ୍ତୀ ପାଳିତ
ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦର ସଭାଗୃହରେ ସନ୍ଥକବି ଭୀମ ଭୋଇଙ୍କ ସ୍ମୃତିରେ ଆଲୋଚନା ସଭା ସହ ଭୀମ ଭୋଇଙ୍କ ଭଜନ ପରିବେଷଣ ଏବଂ ଏକ ମନୋଜ୍ଞ କବିତା ଆସର ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ମୁଖ୍ୟ ଅତିଥି ଭାବେ ସେକ୍ଟର - ୬!-->…
Read More...
Read More...