ତେରେସିଂହାରେ ଆର୍ଥିକ ସାକ୍ଷରତା ଶିବିର
କଳାହାଣ୍ଡି (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମର ମିଶନ ଶକ୍ତି ଗୃହଠାରେ ଆର୍ଥିକ ସାକ୍ଷରତା ସଚେତନତା ଶିବିର ଶନିବାର ଅନୁଷ୍ଠିତ ହୋଇଯାଇଛି । ଉତ୍କଳ ଗ୍ରାମୀଣ ବ୍ୟାଙ୍କ ତେରେସିଂହା ଶାଖା ପକ୍ଷରୁ ଆୟୋଜିତ ଏହି ଶିବିରରେ ଶାଖା ପରିଚାଳକ!-->…
Read More...
Read More...