Yearly Archives

2023

ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଗଲା ଦୋକାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପିପି ଏକାଡେମୀ ଛକ ନିକଟସ୍ଥ ଏକ ଦୋକାନରେ ନିଆଁ ଲାଗି ଦୋକାନଟି ସମ୍ପୂର୍ଣ୍ଣ ଜଳିଯାଇଥିବା ଜଣାପଡିଛି । ସୂଚନା ଅନୁସାରେ ଗତ ବିଳମ୍ବିତ ରାତିରେ ଉକ୍ତ ଦୋକାନଟି ଜଳି ଉଠିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ଦୋକାନ ଜଳୁଥିବା ନେଇ ସାଙ୍ଗେ
Read More...

ଗଞ୍ଜାମ କଲେକଟ୍ରେଟ୍ ପରିସରରେ ମିଲେଟ ମିଶନ ପକ୍ଷରୁ ସ୍ମାର୍ଟ କେଣ୍ଟିନ କାଫେ ଉଦ୍‌ଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସକାଳେ ମିଶନ ଶକ୍ତି ବନାମ ମିଲେଟ ମିଶନ ପକ୍ଷରୁ ଆଉଟଲେଟ ଉଦ୍‌ଘାଟିତ ହୋଇଯାଇଛି । ମିଲେଟ ମିଶନ ଓ ମିଲେଟ କାଫେ ଏହି ଦୁଇଟି ବିଭାଗର ଏକ ନିର୍ଭରଶୀଳ ଖାଦ୍ୟରୁଚି ଘର ଯାହା ଗତକାଲି
Read More...

ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମୁଖ୍ୟ ପକ୍ଷରୁ ଶ୍ରମିକ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବିଶ୍ୱ ଶ୍ରମିକ ଦିବସ ଅବସରରେ ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମୁଖ୍ୟ ଆନୁକୂଲ୍ୟରେ ଗଞ୍ଜାମ ଜିଲ୍ଲାର ଗୋପାଳପୁର ବନ୍ଦର ଶିଳ୍ପାୟନ ଅଞ୍ଚଳ ସ୍ଥିତ ଆର୍ଯ୍ୟପଲ୍ଲୀ କମ୍ୟୁନିଟି ହଲ୍‌ରେ ଶ୍ରମିକ ଦିବସ ପାଳିତ ହୋଇଯାଇଛି । ଏଥିରେ ପ୍ରାୟ ୧୫ ଶହ ଜଣ
Read More...

କନ୍ଧପାଲିପଡାରେ ଏକ ବାହାଘର ଉତ୍ସବରୁ କ୍ୟାମେରା ଚୋରି ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : କନ୍ଧପାଲିପଡାରେ ଏକ ବିବାହ ଉତ୍ସବରୁ କ୍ୟାମେରା ଚୋରି ହୋଇଥିବା ନେଇ ଟାଉନ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି କରି ଟାଉନ ପୋଲିସ ୨ ଜଣଙ୍କୁ ଗିରଫ୍‌ କରିଥିବା ଜଣାପଡିଛି । ସୂଚନା ଅନୁସାରେ ଗତ ଅପ୍ରେଲ ୨୫ ତାରିଖରେ କନ୍ଧପାଲିପଡାଠାରେ ଏକ ବିବାହ
Read More...

ସ୍କୁଲ ରୂପାନ୍ତରଣ ଅଭିଯାନର ୩ୟ ପର୍ଯ୍ୟାୟର ତୃତୀୟ ଦିନରେ ୫ଟି ଜିଲ୍ଲାର ୪୪୯ଟି ରୂପାନ୍ତରିତ ହାଇସ୍କୁଲ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍କୁଲ ରୂପାନ୍ତରଣ ଅଭିଯାନର ୩ୟ ପର୍ଯ୍ୟାୟର ତୃତୀୟ ଦିନରେ ଗତକାଲି ୫ଟି ଜିଲ୍ଲାର ୪୪୯ଟି ରୂପାନ୍ତରିତ ହାଇସ୍କୁଲକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏଥିରେ ବାଲେଶ୍ୱର ଜିଲ୍ଲାର ୨୩୩ଟି ହାଇସ୍କୁଲ, ନୟାଗଡ ଜିଲ୍ଲାର ୬୪ଟି, ନୂଆପଡା ଜିଲ୍ଲାର
Read More...

ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବାଇକ : ୧ ଗୁରୁତର

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ବୈଜଲସାଗର ଗ୍ରାମରେ ମଙ୍ଗଳବାର ମଧ୍ୟ ରାତ୍ରିରେ ଗୋଟିଏ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ ପାଟଣାଗଡ଼ ଥାନା ଅନ୍ତର୍ଗତ ପଣାମୁଣ୍ଡା ଗ୍ରାମର ସୁଦାମ ଶାହ ନାମକ ଜଣେ ବ୍ୟକ୍ତି ମଙ୍ଗଳବାର
Read More...

ଖୋର୍ଦ୍ଧାରେ ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ ଓ କେନ୍ଦୁଝର-ବଡବିଲରେ ନୂତନ ଟ୍ରାଫିକ ପୋଲିସ ଷ୍ଟେସନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେସନ ଭାବେ ଉନ୍ନୀତ କରାଯାଇଛି । ଏଥିପାଇଁ ୨୩ଟି ଅତିରିକ୍ତ ପଦବୀ ସୃଷ୍ଟି କରାଯାଇଛି । ଏହି ପ୍ରସ୍ତାବକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ପଦବୀରେ ଗୋଟିଏ
Read More...

ଗଚ୍ଛିତ ଥିବା ଗଞ୍ଜେଇ ଜବତ : ଘର ମାଲିକ ଫେରାର୍‌

ଲମତାପୁଟ : ବାର୍ଲିପଡ଼ା ଗ୍ରାମରେ ଗଚ୍ଛିତ ଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ମାଛକୁଣ୍ଡ ପୋଲିସ । ସୂଚନା ଅନୁସାରେ କୋରାପୁଟ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ନନ୍ଦପୁର ଏସ୍‌ଡିପିଓଙ୍କ ନେତୃତ୍ୱରେ ମାଛକୁଣ୍ଡ, ଯଲାପୁଟ ଏବଂ ଲମତାପୁଟ ପୋଲିସ ମିଳିତ ଭାବରେ ସ୍ୱତନ୍ତ୍ର ଟିମ୍ ଗଠନ କରି
Read More...

ଶାନ୍ତିପୂର୍ଣ୍ଣ ଭାବେ ଶେଷ ହେଲା ହିଆଲ ଗ୍ରାମ ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ପାଇଁ ଉପନିର୍ବାଚନ

ତୁରେକେଲା, (କୈଳାଶ କୁମାର ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ହିଆଲ ଗ୍ରାମ ପଞ୍ଚାୟତ ସରପଞ୍ଚ ପାର୍ଥୀ ପାଇଁ ଉପନିର୍ବାଚନ ଗତକାଲି ଶାନ୍ତିପୂର୍ଣ୍ଣ ଭାବରେ ଶେଷ ହୋଇଯାଇଛି । ଗତକାଲିର ଏହି ମତଦାନରେ ସମୁଦାୟ ଭୋଟର ସଂଖ୍ୟା ୫୬୪୮ ଜଣ ଥିବା ବେଳେ ୩୮୧୦ ଜଣ ଭୋଟର ମତଦାନ
Read More...

ଯଶୋଦା ମହିଳା ମହାବିଦ୍ୟାଳୟରେ ବ୍ରହ୍ମପୁର ସାଂସଦ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ଷ୍ଟେଟ ବ୍ୟାଙ୍କ ରୋଡ଼୍‌ ପାର୍ଶ୍ଵରେ ଥିବା ଯଶୋଦା ଡିଗ୍ରୀ କଲେଜରେ ଡିଜିଟାଲ ଲାଇବ୍ରେରୀ ଗୃହର ଶୁଭ ଉଦ୍‌ଘାଟନ ହୋଇଯାଇଛି । ବ୍ରହ୍ମପୁର ଲୋକସଭା ସାଂସଦ ଚନ୍ଦ୍ରଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଶୁଭାରମ୍ଭ କରିଥିଲେ ।
Read More...