ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଚନ୍ଦନଭାଟିରେ ୨୦ତମ ବାର୍ଷିକ କ୍ରୀଡା ଅନୁଷ୍ଠିତ
ବଲାଙ୍ଗିର, (କେପିଏନ୍ଏସ୍) : ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଚନ୍ଦନଭାଟିରେ ୨୦ତମ ବାର୍ଷିକ କ୍ରୀଡା ସ୍ଥାନୀୟ ଚନ୍ଦନଭାଟି ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ରାମଚନ୍ଦ୍ର ପ୍ରଧାନ ଓ ସଂପାଦକ ଡା. ଲକ୍ଷ୍ମଣ କୁମାର ମେହେର ମୁଖ୍ୟ!-->…
Read More...
Read More...