Yearly Archives

2023

ଭାରତର ସର୍ବବୃହତ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଭାରତର ସର୍ବବୃହତ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମଠାରେ ସୋମବାର ସନ୍ଧ୍ୟାରେ ଉଦ୍‌‌ଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭ ଉଦ୍‌‌ଘାଟନ କରିଛନ୍ତି । ଏହି କେନ୍ଦ୍ରରେ ମାଇଣ୍ଡ ଲ୍ୟାବ୍‌‌, ରିହାବିଲିଟେସନ୍‌‌ ଲ୍ୟାବ୍‌‌, ରିକଭରି…
Read More...

ମୟୂରଭଞ୍ଜ ଜିଲ୍ଲାରେ ଶୀତର ପ୍ରକୋପ : ଶିମିଳିପାଳରେ ସର୍ବନିମ୍ନ ୪ ଡିଗ୍ରୀ

ବାରିପଦା : ମୟୂରଭଞ୍ଜ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଉଥିବାରୁ ବୃଦ୍ଧାବୃଦ୍ଧ, ଶିଶୁ, ଗୃହପାଳିତ ପ୍ରାଣୀ ଓ ବନ୍ୟପ୍ରାଣୀମାନେ କଷ୍ଟ ଭୋଗୁଛନ୍ତି । ଏପରିକି ଜିଲ୍ଲାରେ ୧୦ ଡିଗ୍ରୀ ତଳେ ତାପମାତ୍ର ରହୁଥିବା ବେଳେ ଜୈବ ମଣ୍ଡଳ ଶିମିଳିପାଳରେ ପାରଦ ସର୍ବନିମ୍ନ ୪ ଡିଗ୍ରୀ ସେଲ୍‌ସିୟସ ରହିଛି ।…
Read More...

ଜାନୁୟାରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର : ଜାନୁୟାରୀ ୨ ତାରିଖରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ । ଆସନ୍ତା ୨୬ ତାରିଖରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସ୍‌ଇ) ପକ୍ଷରୁ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର ଏବଂ ଉତ୍ତର ଖାତା ପରୀକ୍ଷା କେନ୍ଦ୍ରଗୁଡିକୁ ପଠାଯିବ । ଯଦି କୌଣସି ସ୍ଥାନରେ…
Read More...

ବଲାଙ୍ଗିର ସୁଦ୍‌ପଡ଼ା ମଦଭାଟିରୁ ବାହାରିଥିବା ଶହ ଶହ କୋଟି ଟଙ୍କା ଘଟଣାରେ ସିବିଆଇ ତଦନ୍ତ ଦାବୀ କଲେ ବରିଷ୍ଠ ଆଇନଜୀବୀ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସୁଦ୍‌ପଡ଼ା ମଦଭାଟିରୁ ବାହାରିଥିବା ଶହ ଶହ କୋଟି ଟଙ୍କା ଘଟଣାରେ ସିବିଆଇ ତଦନ୍ତ ଦାବୀ କରିଛନ୍ତି ବରିଷ୍ଠ ଆଇନଜୀବୀ ତଥା କୋଶଲ୍‌ବାଦୀ ନେତା ପ୍ରମୋଦ କୁମାର ମିଶ୍ର । ନିଜ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀର ଆହ୍ୱାନ କରି ଶ୍ରୀ ମିଶ୍ର କହିଛନ୍ତି…
Read More...

ଶରଦ ପାୱାରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଏନସିପି ନେତା ଶରଦ ପାୱାରଙ୍କୁ ତାଙ୍କ ୮୩ତମ ଜନ୍ମଦିନରେ ଅଭିନନ୍ଦନ ଜଣାଇଛନ୍ତି । ଏକ୍ସରେ ଏକ ପୋଷ୍ଟ ମାଧ୍ୟମରେ ଦିଆଯାଇଥିବା ଶୁଭେଚ୍ଛା ଜଣାଇ ମୋଦି ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ପାଇଁ କାମନା କରିଛନ୍ତି । ସେ ସୋସିଆଲ ମିଡିଆରେ…
Read More...

ଆସନ୍ତାକାଲି ଶପଥ ନେବେ ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଡକ୍ଟର ମୋହନ ଯାଦବ ଆସନ୍ତାକାଲି ଶପଥ ଗ୍ରହଣ କରିବେ । ଗତକାଲି ବିଧାୟକ ଦଳ ନେତା ନିର୍ବାଚିତ ହେବା ପରେ ଶ୍ରୀ ଯାଦବ ରାଜଭବନ ଯାଇ ରାଜ୍ୟପାଳ ମଙ୍ଗୁଭାଇ ପଟେଲଙ୍କୁ ସାକ୍ଷାତ କରି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିଥିଲେ ।…
Read More...

ମୋହନ ଯାଦବ ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ

ରାଜେଶ ଶୁକ୍ଳା ଓ ଜଗଦୀଶ ଦେଓଡ଼ା ହେବେ ଉପମୁଖ୍ୟମନ୍ତ୍ରୀ ଭୋପାଳ : ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ନାଁକୁ ନେଇ ଚାଲିଥିବା କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ମୋହନ ଯାଦବ ହେବେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ । ବିଜେପି ବିଧାୟକ ଦଳ ବୈଠକରେ ସର୍ବସମ୍ମତି କ୍ରମେ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ…
Read More...

ଚିଲିକା କୂଳରୁ ନୂତନ ପ୍ରଜାତିର ଆମ୍ଫିପୋଡ୍ ଜୀବ ଚିହ୍ନଟ

ଗୋପାଳପୁର : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ଚିଲିକା ଉପକୂଳରେ ନୂତନ ପ୍ରଜାତିର ସାମୁଦ୍ରିକ ଜୀବ ଆମ୍ଫିପୋଡ୍ଆ ଚିହ୍ନଟ ହୋଇଛି । ବିଭାଗର ସହକାରୀ ପ୍ରଫେସର ଶେଷଦେବ ପାତ୍ରଙ୍କ ତତ୍ଵାବଧାନରେ ବିଭାଗର ଗବେଷିକା ଗୀତାଞ୍ଜଳି ଭୋଇ ଏବଂ ଲିପିକା ତରଫଦାର ଚିଲିକା…
Read More...

ନେଟଓ୍ୱର୍କ ପାଇଁ ବିଏସ୍‌ଏନ୍‌ଏଲ୍‌ କର୍ମଚାରୀଙ୍କୁ ତାଲା ପକାଇଲେ ଗ୍ରାମବାସୀ

ଲାଞ୍ଜିଗଡ : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ମୂଷାନାଳ ଠାରେ ବିଏସ୍‌ଏନ୍‌ଏଲ୍‌ ନେଟୱର୍କ ଅସୁବିଧା । ଏ ନେଇ ସୋମବାର ବିଏସ୍‌ଏନ୍‌ଏଲ୍‌ କର୍ମଚାରୀଙ୍କୁ ତାଲା ପକାଇ ରଖିଥିଲେ ଗ୍ରାମବାସୀ । ସୂଚନାନୁସାରେ ଡିଜିଟାଲ୍ ଇଣ୍ଡିଆର ଆଧୁନିକ ଯୁଗରେ ଭାରତ ସରକାର ଦେଶର ସମସ୍ତ…
Read More...