Yearly Archives

2023

ସାରଙ୍ଗପୁରରେ ଚବିଶ ପ୍ରହରୀ ନାମଯଜ୍ଞ ଶୁଭାରମ୍ଭ : କଳସ ଯାତ୍ରାରେ ଶତାଧିକ ମହିଳାଙ୍କ ଯୋଗଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ବ୍ଲକ ଅଧିନସ୍ଥ ସାରଙ୍ଗପୁର ଗ୍ରାମରେ ୨୪ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ କଳସ ଯାତ୍ରାରେ ଶତାଧିକ ମହିଳାମାନେ ଯୋଗଦାନ କରିଥିଲେ । ଏହି ୨୪ ପ୍ରହରୀ ନାମଯଜ୍ଞ ୪ ଦିନ ବ୍ୟାପି ହେବାକୁ ଯାଉଥିବା
Read More...

ନିର୍ମାଣ କାମ କରୁଥିବା ବେଳେ ବଡ଼ ଅଘଟଣ : ନାବାଳକଙ୍କ ମଳଦ୍ୱାରରେ ପଶିଗଲା ଶାବଳ

ବ୍ରହ୍ମପୁର ଏମ୍‌କେସିଜି ମେଡ଼ିକାଲରେ ହେଲା ସଫଳ ଅସ୍ତ୍ରୋପଚାର ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ନିର୍ମାଣ କାମ କରୁଥିବା ବେଳେ ବଡ଼ ଅଘଟଣ ଘଟିଯାଇଥିବା ଜଣାପଡ଼ିଛି । ଛାତରୁ ଖସିପଡ଼ିବା ବେଳେ ନାବାଳକଙ୍କ ମଳଦ୍ୱାରରେ ଶାବଳ ପଶି ଯାଇଛି । କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା
Read More...

ଟିଟିଲାଗଡ ପ୍ରଶାସନ ଶାସକ ଦଳର ଏଜେଣ୍ଟ ଭଳିଆ କାମ କରୁଥିବା ଅଭିଯୋଗରେ ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଜିଲ୍ଲା ସଭାପତି ଶିବାଜୀ ମହାନ୍ତିଙ୍କ ନେତୃତ୍ବରେ ସୋମବାର ଦିନ ଟିଟିଲାଗଡ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭାରତୀୟ ଜନତା ପାର୍ଟି ଟିଟିଲାଗଡ ତରଫରୁ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରୁ ଏକ ବିଶାଳ ରେଲି ବାହାରି ସହର ପରିକ୍ରମା କରିବା ପରେ
Read More...

ଲଥାକେନ୍ଧ ଗ୍ରାମରେ ଅଘଟଣ : ବେକରେ ଦୌଡ଼ି ଦେଇ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ

ବେଲପଡା, (ଭୋଜରାଜ ଦଣ୍ଡସେନା) : ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ନିକଟସ୍ଥ ସଲଣ୍ଡି ଗ୍ରାମ ପଞ୍ଚାୟତ ଲଥାକେନ୍ଧ ଗ୍ରାମରେ ଆଜି ଏକ ଅଘଟଣ ଘଟିଥିବା ଖବର ମିଳିଛି । ମିଳିଥିବା ସୂଚନା ଅନୁସାରେ ଆଜି ଉକ୍ତ ଗ୍ରାମର ରଞ୍ଜନ ପୁଞ୍ଜି (୨୨) ନିଜ ଘରେ ଭିତର ପଟୁ କବାଟ ଦେଇ ବେକରେ ପ୍ଲାଷ୍ଟିକ ଦୌଡ଼ି
Read More...

ଅତ୍ୟାବଶ୍ୟକ ଔଷଧର ବର୍ଦ୍ଧିତ ଦର ପ୍ରତ୍ୟାହାର ସମେତ ୧୦ ଦଫା ଦାବୀ ନେଇ ମାନବ ଅଧିକାର ସୁରକ୍ଷା ମଞ୍ଚର ବିକ୍ଷୋଭ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଦେଶରେ ଉତ୍କଟ ଦରିଦ୍ରତା ଓ ଅଭାବ ଜନିତ ସମସ୍ୟାର ସମାଧାନ ପାଇଁ କୌଣସି ପଦକ୍ଷେପ ନିଆନଯାଇ ବରଂ ନିତ୍ୟ ବ୍ୟବହାର୍ଯ୍ୟ ଜରୁରୀ ସାମଗ୍ରୀ ଗୁଡିକର ଦରଦାମ ଦିନକୁ ଦିନ ବୃଦ୍ଧି କରାଯାଉଛି । ଏହି ପର୍ଯ୍ୟାୟରେ ଅତ୍ୟାବଶ୍ୟକ ଔଷଧର ଦର ବୃଦ୍ଧି ବିରୁଦ୍ଧରେ ଆଜି ମାନବ
Read More...

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏପ୍ରିଲ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

ଦିନ ଦ୍ୱିପ୍ରହରରେ ଲୁଟ୍‌ : କଳା ପଲସର ଆତଙ୍କ, ବ୍ୟବସାୟୀଙ୍କଠାରୁ ୧୭ ଲକ୍ଷରୁ ଅଧିକ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରରେ ସୋମବାର ଦିନ ଦ୍ୱିପ୍ରହରରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି । ଲୁଟେରା ପୋଲିସକୁ ଖୋଲା ଚାଲେଞ୍ଜ ଦେଇ ଫୁଲବାଣୀ ଆକ୍ସିସ୍‌ ବ୍ୟାଙ୍କ ନିକଟରୁ ୧୭ ଲକ୍ଷ ୫୦ ହଜାର ଟଙ୍କା ଝାମ୍ପି ନେଇଛନ୍ତି । ଏନେଇ ବ୍ୟବସାୟୀ ଜଣକ
Read More...

ଜନ ଶିକ୍ଷଣ ସଂସ୍ଥାନ ଗଞ୍ଜାମ ପକ୍ଷରୁ ଉତ୍କଳ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଉତ୍କଳ ଦିବସ ଓ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଜନ ଶିକ୍ଷଣ ସଂସ୍ଥାନ ଗଞ୍ଜାମ ପକ୍ଷରୁ ସଂସ୍ଥାନର କାର୍ଯ୍ୟାଳୟ ପରିସରରେ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ଜନ ଶିକ୍ଷଣ ସଂସ୍ଥାନ ଗଞ୍ଜାମର ନିର୍ଦ୍ଦେଶକ ମନୋଜ ବିଶ୍ଵାଳ
Read More...

ରାଜ ରାସ୍ତାରେ ଗର୍ଜିଲା ବଲାଙ୍ଗିର ଜିଲ୍ଲା ପୂର୍ବତନ ସୈନିକ ସଂଘ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୱାନ୍‌ ରେଙ୍କ ୱାନ୍‌ ପେନ୍‌ସନ୍‌ ଦାବୀରେ ବଲାଙ୍ଗିର ଜିଲ୍ଲା ପୂର୍ବତନ ସୈନିକ ସଂଘ, ସହୀଦ ପରିବାର ଏବଂ ସୈନିକଙ୍କ ବିଧବା ପତ୍ନୀମାନେ ଆଜି ରାଜ ରାସ୍ତାରେ ତାଙ୍କର ମୌଳିକ ଦାବୀ ନେଇ ଗର୍ଜିଛନ୍ତି । ସ୍ଥାନୀୟ କୋଶଳ କଳା ମଣ୍ଡଳଠାରୁ ବିରାଟ ରାଲିରେ ବାହାରି
Read More...

ଗଞ୍ଜାମ ଡିଆରଡିଏ ସମ୍ମିଳନୀ ଗୃହରେ ଓକେସିଏଲ ପକ୍ଷରୁ ଦକ୍ଷତା ସହଯୋଗ କର୍ମଶାଳା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ଡିଆରଡିଏ କାର୍ଯ୍ୟାଳୟର ଜଉଗଡ ସମ୍ମିଳନୀ କକ୍ଷଠାରେ ରବିବାର ଦିନ ଓକେସିଏଲର ଗଞ୍ଜାମ ଓ ଗଜପତି ଜିଲ୍ଲାସ୍ତରୀୟ ଦକ୍ଷତା ସହଯୋଗ କର୍ମଶାଳା ଆୟୋଜିତ ହୋଇଯାଇଛି । ଓକେସିଏଲର ଗଞ୍ଜାମ ଜିଲ୍ଲାର ମୁଖ୍ୟ ଏସ ରେଖା ମହାନ୍ତିଙ୍କ
Read More...