ରାମଲୀଳା ଉପଲକ୍ଷେ କଳସ ଯାତ୍ରା ଅନୁଷ୍ଠିତ
ଆଗଲପୁର, (କେପିଏନ୍ଏସ୍) : ଆଗଲପୁର ବ୍ଲକ୍ ନଅଗାଁ ଖ ଗ୍ରାମରେ ଗତକାଲି ସନ୍ଧ୍ୟା ସମୟରେ ପାରମ୍ପରିକ ରାମଲୀଳା ପାଇଁ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କଳସଯାତ୍ରାରେ ଗ୍ରାମର ଶତାଧିକ ମହିଳା ଓ ପୁରୁଷ ଅଂଶଗ୍ରହଣ କରିଥିଲେ । ଖୋଳ କୁବ୍ଜା ବଜାଇ ଶୁଭ କଳସକୁ ମୁଣ୍ଡରେ ବୋହି ସେମାନେ!-->…
Read More...
Read More...