ଜାତୀୟ ଶକ୍ତି ଉତ୍ତୋଳନ ପାଇଁ ଓଡ଼ିଶା ଦଳ
ଭୁବନେଶ୍ୱର, (କେପିଏନ୍ଏସ୍) : କେରଳ ରାଜ୍ୟ ଅନ୍ତର୍ଗତ କୋଝିକୋଡ୍ଠାରେ ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ଜାତୀୟ ଶକ୍ତିଉତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଏଥି ପାଇଁ ଓଡ଼ିଶା ଶକ୍ତିଉତ୍ତୋଳନ ସଂଘ ତରଫରୁ ମନୋନୀତ ୧୫ ଜଣିଆ ଖେଳାଳି ଦଳ ଏବଂ ଦୁଇଜଣ କର୍ମକର୍ତ୍ତା କେରଳ ଗସ୍ତ!-->…
Read More...
Read More...