Yearly Archives

2023

ଆଶୋକକାଷ୍ଟମୀ ପର୍ବ ପାଇଁ ଖୋର୍ଦ୍ଧା ଜିଲ୍ଲାରେ ଆଜି ସ୍ଥାନୀୟ ସରକାରୀ ଛୁଟି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଶୋକାଷ୍ଟମୀ ପର୍ବ ପରିପ୍ରେକ୍ଷୀରେ ମାର୍ଚ୍ଚ ୨୯ ତାରିଖ (ବୁଧବାର)କୁ ଖୋର୍ଦ୍ଧା ଜିଲ୍ଲା ପାଇଁ ସ୍ଥାନୀୟ ସରକାରୀ ଛୁଟି ଦିବସ ଘୋଷଣା କରାଯାଇଛି । ଏହି ମର୍ମରେ ଆଜି କେନ୍ଦ୍ରାଂଚଳରେ ରାଜସ୍ୱ ଆୟୁକ୍ତ, କଟକଙ୍କ କାର୍ଯ୍ୟାଳୟ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି
Read More...

ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସ୍‌ର କର୍ମଶାଳା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଶିକ୍ଷା ପୋଥି ଗତ ନହୋଇ କିୟାଶୀଳ ହେବା ଉଚିତ । ଆମେ ପଢ଼ିବା, ବଢ଼ିବା ଓ ଗଢିବା ସହ ଉତ୍ତମ ସେବା ମନୋବୃତ୍ତିଧାରୀ ଚରିତ୍ରବାନ ମଣିଷ ହେବା ବୋଲି ଭାରତୀୟ ରେଡକ୍ରସ୍‌ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖା ତରଫରୁ ଭୁବନେଶ୍ୱର ସ୍ଥିତ ନୀଳାଚଳ ପଲିଟେକନିକ୍
Read More...

ବଦଳି ହେଲେ ମେୟରଙ୍କ ସଚିବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱର ମହାନଗର ନିଗମର (ବିଏମ୍‌ସି) ଏକାମ୍ର ସଭା ଗୃହରେ ଗତକାଲି ପୂର୍ବାହ୍ନରେ ଭବ୍ୟ ବିଦାୟ ସମ୍ବର୍ଦ୍ଧନା ପାଇଛନ୍ତି ଡେପୁଟି କମିଶନର ତଥା ମେୟରଙ୍କ ସଚିବ କମଳାକାନ୍ତ ବେହେରା । ବିଏମ୍‌ସିରେ ଦୀର୍ଘ ତିନି ବର୍ଷ ଧରି କାର୍ଯ୍ୟ କରିବା ପରେ ସରକାରୀ
Read More...

ଗଡିଆଠାରେ ଜିଲ୍ଲାପାଳଙ୍କ ଦ୍ଵାରା ଜୟ ଜଗନ୍ନାଥ ଛତୁ ଉତ୍ପାଦନ ଓ ତାଲିମ କେନ୍ଦ୍ର ଉଦ୍‌ଘାଟିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେଙ୍କ ଦ୍ଵାରା ସୋନପୁର ବ୍ଲକର ଗଡିଆଠାରେ ଏକ୍ସନ୍ ଏଡ୍ ଏସୋସିଏନ ଭୁବନେଶ୍ଵର ସହାୟତାରେ ଏବଂ ସ୍ଵେଚ୍ଛାସେବୀ ଅନୁଷ୍ଠାନ ରେଆରର ସହଯୋଗିତାରେ ୧୦ ଜଣ ଏକାକୀ ମହିଳାଙ୍କୁ ନେଇ ପରିଚାଳିତ ହେଉଥିବା ଜୟ ଜଗନ୍ନାଥ ଛତୁ
Read More...

ସାହିତ୍ୟର ସୃଜନଶୀଳ ଚେତନା ଜଗତକୁ ଆଲୋକିତ କରୁଥିବ ସବୁବେଳେ

ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସଂଧ୍ୟାସାଂପ୍ରତିକ ପରିସ୍ଥିତିରେ ପାଠକୀୟ ଅଭିରୂଚି ସଂପର୍କରେ ଆଲୋଚନା ବଲାଙ୍ଗିର, (କେପିଏନ୍‌ଏସ୍‌) : ସରସ୍ଵତୀ, ଶାରଦାଙ୍କ ଆଶୀର୍ବାଦ ସବୁ କାଳରେ ମଣିଷ ସମାଜ ପାଇଁ ରହିଛି । ସେଇ ସୃଜନଶୀଳ ଚେତନା ମଣିଷର ଚେତନାକୁ ଆନ୍ଦୋଳିତ କରେ ।
Read More...

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଦାୟୀ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଳ କୁମାର ଲୋହାନୀଙ୍କୁ ଆଜି ରାଜ୍ୟ ନିର୍ବାଚନ ଅଧିକାରୀ କାର୍ଯ୍ୟାଳୟ ତରଫରୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଶ୍ରୀ ଲୋହନୀ ଆଜି ଅପରାହ୍ଣରେ ‘ ମୁଖ୍ୟ ନିର୍ବାଚନ ଅଧିକାରୀ’ ପଦବୀରୁ ପଦଭାରମୁକ୍ତ
Read More...

ଖପ୍ରାଖୋଲ ଥାନା ଛଞ୍ଚାଣବାହାଲି ଗାଁରେ ସୁନା ଭଳି ପଦାର୍ଥ ବାହାରୁଥିବା ଘଟଣାସ୍ଥଳକୁ ଭୂ-ତତ୍ତ୍ୱ ବିଶେଷଜ୍ଞଙ୍କ…

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ନାନ୍ଦୁପଲା ପଞ୍ଚାୟତ ଛଞ୍ଚାଣବାହାଲି ଗାଁରେ ଗତ ଚାରି ଦିନ ତଳେ ଏକ ଗଭୀର ନଳକୂପରୁ ସୁନା ଭଳି ପଦାର୍ଥ ବାହାରିବା ନେଇ ଅଞ୍ଚଳରେ ଚର୍ଚ୍ଚା ହୋଇଥିବା ଦେଖିବାକୁ ମିଳିଥିଲା । ସୂଚନା ଅନୁଯାୟୀ ନାନ୍ଦୁପଲା ଗ୍ରାମର ମୋହମ୍ମଦ ଜାବେଦ
Read More...

ତାଳଚେର ବିମଳାଗଡ ରେଳ ପ୍ରକଳ୍ପର ଅହେତୁକ ବିଳମ୍ବ ନେଇ ସଚେତନ ନାଗରିକ ମଞ୍ଚର କ୍ଷୋଭ

ରାଉରକେଲା, (ସସ୍ମିତା ପ୍ରଧାନ) : ଦୀର୍ଘ ୬ ଦଶନ୍ଧି ଧରି ଚାଲିଥିବା ତାଳଚେର ବିମଳାଗଡ ରେଳପଥ ନିର୍ମାଣରେ ବହୁ ବିଳମ୍ବ ନେଇ ସଚେତନ ନାଗରିକ ମଞ୍ଚର ସାଧାରଣ ସଂପାଦକ ପି ପି ରାୟ କ୍ଷୋଭ ପ୍ରକାଶ କରିଛନ୍ତି । ଦେବଗଡ ଜିଲ୍ଲାର ତୃଟିପୂର୍ଣ୍ଣ ଜମିଜମା ରେକର୍ଡ ଏଦିଗରେ ବାଧକ ସାଜିଥିବା ଜଣାପଡ଼ିଛି
Read More...

କଳାରୁଦ୍ର ଯୁବକ ସଂଘ ପକ୍ଷରୁ ଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମ

ମ.ରାମପୁର, (ହେମନ୍ତ ସାହୁ) : ଭାରତ ସରକାର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରାଳୟ ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ଜିଲ୍ଲା ଯୁବ ଅଧିକାରୀ ପ୍ରସନ୍ନ କୁମାର ମେହେର ଓ ଲେଖାପାଳ ଦୁତୀୟ ବନଛୋରଙ୍କ ତତ୍ୱାବଧାନରେ କର୍ଲାମୁଣ୍ଡା ବ୍ଲକ ଯୋରାଡବରା ପଞ୍ଚାୟତ କୁସୁର୍ଲା (ହଜାରୀପଡା) ଗ୍ରାମର
Read More...

ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ : ବିଶ୍ୱଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଆଜି ମଙ୍ଗଳବାର ଦିନ ବିଶ୍ୱଶାନ୍ତି ପାଇଁ ଚୈତ୍ର ପର୍ବ ପାଳିତ ହୋଇଯାଇଛି । ସକାଳୁ ମନ୍ଦିରରେ ଭକ୍ତମାନଙ୍କ ମାତା ଦର୍ଶନ ପାଇଁ ପ୍ରବଳ ଗହଳି ଲାଗିଥିଲା । ପରେ ମନ୍ଦିର ପରିସରରେ ବଳି ପୀଠରେ ମାନସିକଧାରୀମାନେ ପଶୁବଳି ଅର୍ପଣ
Read More...