Yearly Archives

2023

ସଚେତନ ହେମା ନାଟ୍ୟ ଅନୁଷ୍ଠାନ ତରଫରୁ ବିଶ୍ୱ ନାଟ୍ୟ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଢୋଲବନ୍ଧ ଗ୍ରାମରେ ଥିବା ସଚେତନ ହେମା ଅନୁଷ୍ଠାନ ତରଫରୁ ବିଶ୍ୱ ନାଟ୍ୟ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ନାଟ୍ୟକାର ରାଜକୁମାର ସାହୁ ବିଶ୍ୱ ନାଟକ ଦିବସର ମହତ୍ୱ କହିବା ସହ ଇଜିପ୍ଟ ଦେଶର ଅଭିନେତ୍ରୀ ସମିହା ଆୟୁବଙ୍କ ଦ୍ୱାରା
Read More...

ଜିଲ୍ଲାସ୍ତରୀୟ ସରପଞ୍ଚ ସଂଘ ଗଠିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ପଞ୍ଚାୟତ ସମିତି ପରିସରରେ ଜିଲ୍ଲାର ସମସ୍ତ ବ୍ଲକର ସରପଞ୍ଚ ସଂଘର ସଭାପତି, ସମ୍ପାଦକ ଏବଂ ଅନ୍ୟାନ୍ୟ ସଦସ୍ୟମାନଙ୍କୁ ନେଇ ପ୍ରଫୁଲ୍ଲ ନାୟକଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ବିଶେଷ କରି ସରପଞ୍ଚମାନେ ନିର୍ବାଚିତ ହୋଇଥିଲେ ମଧ୍ୟ
Read More...

ସିଆର୍‌ପିଏଫ୍ ତରଫରୁ ଜନ ସଂପର୍କ ଶିବିର

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ମ.ରାମପୁର ବ୍ଲକ ଉର୍ଲାଦାନୀସ୍ଥିତ ସିଆର୍‌ପିଏଫ୍ କ୍ୟାମ୍ପରେ ଜନ ସଂପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ କମାଣ୍ଡେଣ୍ଟ ପଙ୍କଜ ଚୌଧୁରୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ସହକମାଣ୍ଡେଣ୍ଟ ଜି.ନବୀ ଓ ଉର୍ଲାଦାନୀ ସରପଂଚ ସୁପ୍ରିୟା
Read More...

ମାଲପଡା ହନୁମାନ ମନ୍ଦିର ଜୟନ୍ତୀ ପାଳନ କମିଟିର ପ୍ରସ୍ତୁତି ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ମାଲପଡା ହନୁମାନ ମନ୍ଦିର ପ୍ରାଙ୍ଗଣରେ ହନୁମାନ ଜୟନ୍ତୀ ପାଳନ କମିଟି ପକ୍ଷରୁ ଜୟନ୍ତୀ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅନୁଷ୍ଠାନର ବରିଷ୍ଠ ସଦସ୍ୟ ଓ ଉପଦେଷ୍ଟାମାନେ ଉପସ୍ଥିତ ରହି ନିଜ ନିଜ ମତ ଉପସ୍ଥାପନ
Read More...

ରକ୍ତଦାନ କଲେ ଯୁବ କୁଲୁତା ସମାଜର ସଦସ୍ୟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଯୁବ କୁଲୁତା ସମାଜର ସଦସ୍ୟ ଜଣେ ରୋଗୀଙ୍କୁ ରକ୍ତଦାନ କରି ତାଙ୍କ ଜୀବନ ବଞ୍ଚାଇଛନ୍ତି । ସୂଚନା ଅନୁସାରେ ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ୍ ଘାଟପୁଇଁନ୍ତଲା ଗ୍ରାମର ଶଶୀଭୂଷଣ ଦାସ ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ତାଙ୍କ
Read More...

ଶବର ସଂଘ ଉପଖଣ୍ଡସ୍ତରୀୟ ସାଙ୍ଗଠନିକ ସଭା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଇନ୍ଦିରାନଗର ଶବରୀ ଧର୍ମଶାଳାଠାରେ ବିଶ୍ୱବସୁ ଶବର ସଂଘର ଉପଖଣ୍ଡସ୍ତରୀୟ ସାଙ୍ଗଠନିକ ସଭା ରବିଚନ୍ଦ୍ର ଝାଙ୍କର ଜିଲ୍ଲା ସଭାପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରାରମ୍ଭରେ ଶ୍ରୀ ଶ୍ରୀ ଶବରୀ ନାରାୟଣଙ୍କ ପୂଜାର୍ଚ୍ଚନା କରାଯାଇ ସମୂହ
Read More...

ଓଆର୍‌ଏଚ୍‌ଡିସି ଦୁର୍ନୀତି ମାମଲାରେ ଦଣ୍ଡିତ ହେଲେ ପୂର୍ବତନ ଆଇଏଏସ୍‌ ବିନୋଦ କୁମାର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଆର୍‌ଏଚ୍‌ଡିସି ଦୁର୍ନୀତି ମାମଲାରେ ପୂର୍ବତନ ଆଇଏଏସ୍‌ ବିନୋଦ କୁମାରଙ୍କୁ ଦଣ୍ଡିତ କରାଯାଇଛି । ବିନୋଦ କୁମାରଙ୍କ ସହ ୫ ଜଣଙ୍କୁ ଭିଜିଲାନ୍ସ କୋର୍ଟ ଦଣ୍ଡାଦେଶ ଦେଇଛନ୍ତି । ପ୍ରତ୍ୟେକଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୫୦ ହଜାର ଟଙ୍କା ଜରିମାନା ଦେବାକୁ ହେବ
Read More...

ରାଜ୍ୟସ୍ତରୀୟ କନିଷ୍ଠ ରେଡକ୍ରସ୍ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭାରତୀୟ ରେଡକ୍ରସ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖାର ଅବୈତନିକ ସଚିବଙ୍କ ତତ୍ତ୍ୱବାଧାନରେ ଏକ ପଞ୍ଚଦିବସୀୟ ରାଜ୍ୟସ୍ତରୀୟ କନିଷ୍ଠ ରେଡକ୍ରସ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ଭୁବନେଶ୍ୱରସ୍ଥିତ ନୀଳାଚଳ ପଲିଟେକନିକ୍ ମହାବିଦ୍ୟାଳୟ ପରିସରରେ
Read More...

କପିଲାଭଟା ପଞ୍ଚାୟତ ହେଡ କ୍ୱାଟରରେ ଅମୃତ ସରୋବର କାର୍ଯ୍ୟ କରିବା ପାଇଁ ବିଡ଼ିଓଙ୍କୁ ଦାବୀପତ୍ର

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ପଞ୍ଚାୟତର ହେଡ କ୍ୱାଟରଠାରେ ଅମୃତ ସରୋବର ଯୋଜନାରେ ଅନ୍ତର୍ଭୁକ୍ତ କରି ଗୋହିରାମୁଣ୍ଡା ପୋଖରୀରେ କାର୍ଯ୍ୟ କରିବା ପାଇଁ ଆଜି ବଙ୍ଗୋମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ରିପୁନାଥ ସୁନାଙ୍କୁ ଏକ ଦାବୀପତ୍ର
Read More...

ନବ ଦାସ ହତ୍ୟାକାଣ୍ଡ ତଦନ୍ତ ମାମଲା : ମନିଟରିଂ ପାଇଁ ଅବସରପ୍ରାପ୍ତ ବିଚାରପତି ଜେପି ଦାସଙ୍କୁ ହାଇକୋର୍ଟ ମନୋନୀତ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟର ବହୁ ଚର୍ଚ୍ଚିତ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡର ତଦନ୍ତକୁ ମନିଟରିଂ କରିବା ପାଇଁ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜେପି ଦାସଙ୍କୁ ହାଇକୋର୍ଟର ମାନ୍ୟବର ମୁଖ୍ୟ ବିଚାରପତି ମନୋନୀତ କରିଛନ୍ତି ବୋଲି ସୂଚନା ଅଧିକାର ଆଇନ ଯୋଗେ
Read More...