ସରପଞ୍ଚ ସଂଘ ଗଠନ କରିବା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ସରପଞ୍ଚ ସଂଘ ଗଠନ କରିବା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବରଗଡ଼ ଜିଲ୍ଲାର ପ୍ରାୟ ସମସ୍ତ ବ୍ଲକର ସଭାପତି ସମ୍ପାଦକମାନେ ଯୋଗ ଦେଇଥିଲେ । ଗୋବିନ୍ଦପୁର ସରପଞ୍ଚ ପ୍ରଫୁଲ୍ଲ ନାୟକଙ୍କ ସଭାପତିତ୍ୱରେ ଏହି ବୈଠକ ଅନୁଷ୍ଠିତ!-->…
Read More...
Read More...