ତେଲୁଗୁ ସାଂସ୍କୃତିକ ସଂଗଠନ ପକ୍ଷରୁ ‘ଉଗାଦି’ ପର୍ବ ପାଳିତ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଶିବ କୁମାର ପଟ୍ଟନାୟକ ରିଡିଙ୍ଗରୁମ୍ ପରିସରରେ ତେଲୁଗୁ ସାଂସ୍କୃତିକ ସଂଗଠନ ପକ୍ଷରୁ 'ଉଗାଦି' ପର୍ବ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଏକ ଭାଇଚାରା ପର୍ବ ଭାବେ ସାମୁହିକ ଭାବେ ଓଡ଼ିଆ ଓ ତେଲୁଗୁ!-->…
Read More...
Read More...