ବିଦ୍ୟୁତ୍ ଆବଣ୍ଟନ ସଂସ୍କାର କମିଟି ଦ୍ୱାରା ୬୨୮୩ କୋଟି ଟଙ୍କା ଯୋଜନା ଅଟକଳ ଅନୁମୋଦନ
ଉପକୂଳବର୍ତ୍ତୀ ଅଞ୍ଚଳରେ ବାତ୍ୟା ପ୍ରତିରୋଧ କ୍ଷମତା ସଂପନ୍ନ ବିଦ୍ୟୁତ୍ ନେଟ୍ୱାର୍କ ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ
ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ବିଦ୍ୟୁତ୍ ଆବଣ୍ଟନ ସଂସ୍କାର କମିଟି ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି ।!-->!-->!-->…
Read More...
Read More...