ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଦନ୍ତା ହାତୀ ମୃତ
କେନ୍ଦୁଝର : କେନ୍ଦୁଝର ବନଖଣ୍ଡ, ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାମେବାରି ଫରେଷ୍ଟ ସେକ୍ସନର ଜଡ଼ିପଦା ନିକଟରେ ଶନିବାର ରାତି ବିଦ୍ୟୁତ୍ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଶନିବାର ରାତି କାଳମାଟି-ବସନ୍ତପୁର ରାସ୍ତାର ଜଡିପଦା(ପ୍ରୋ ମିନେରାଲ ଛକ) ପାଖ!-->…
Read More...
Read More...