Yearly Archives

2023

ବଲାଙ୍ଗିର ସୁଦପଡ଼ା ମଦଭାଟିରେ ଆଜି ପଞ୍ଚମ ଦିନରେ ଚାଲିଛି ଆଇଟି ରେଡ଼୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସୁଦପଡ଼ା ମଦଭାଟିରେ ଆଜି ପଞ୍ଚମ ଦିନରେ ଚାଲିଛି ଆଇଟି ରେଡ଼୍‌। ଏଠାରୁ ଜବତ ହୋଇଥିବା ୧୭୬ଟି ଟଙ୍କା ବ୍ୟାଗ୍‌ ମଧ୍ୟରୁ ୧୦୬ଟି ବ୍ୟାଗ୍‌ର ଟଙ୍କା ଗଣାଯାଇଥିବା ବେଳେ ସେଥିରୁ ୧୪୬ କୋଟି ଟଙ୍କା ବାହାରିଛି । ବଲାଙ୍ଗିର ଏସ୍‌ବିଆଇ ମୁଖ୍ୟ ଶାଖାରେ
Read More...

ଜାମଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କ୍ରୀଡା ଉତ୍ସବର ଦ୍ୱିତୀୟ ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଜାମଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୁଆ ଓ ଯୁବ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମ କ୍ରୀଡା ଉତ୍ସବର ଦ୍ୱିତୀୟ ଦିବସରେ ବିଦ୍ୟାଳୟର ଅଧ୍ୟକ୍ଷ ଶିବ ଶଙ୍କର ଉଦ୍‌ଗାତାଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଆରମ୍ଭ ପୂର୍ବକ କ୍ରୀଡା
Read More...

ବ୍ଲକସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଉଦ୍‌ଘାଟିତ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଚାରପାଲି ହାଇସ୍କୁଲରେ ବ୍ଲକସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଶନିବାର ଉଦ୍‌ଘାଟିତ ହୋଇଯାଇଛି । ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ
Read More...

ବଲାଙ୍ଗିର ଜିଲ୍ଲା ପ୍ରାଣୀ ଚିକିତ୍ସାଳୟରେ ନାହିିଁ ଏଆର୍‌ଭି ଭେକ୍‌ସିନ୍‌ : ସାଧାରଣରେ ଅସନ୍ତୋଷ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରାଣୀ ଚିକିତ୍ସାଳୟରେ ମିଳୁନି ଏଆର୍‌ଭି(ଆଣ୍ଟି ରେବିସ୍‌ ଭେକ୍‌ସିନ୍‌) ଫଳରେ ଲୋକେ ନାହିଁ ନଥିବା ଅସୁବିଧା ସହ ବହୁ ଖର୍ଚ୍ଚାନ୍ତ ହେଉଥିବା ଅଭିଯୋଗ ହେଉଛି । ଏପରି କି ଗତ ଫେବୃୟାରୀ ମାସରୁ ଚିକିତ୍ସାଳୟକୁ ଏଆର୍‌ଭି ଭେକ୍‌ସିନ୍‌
Read More...

ମାନବ ଅଧିକାର ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ମାନବ ଅଧିକାର ଦିବସ ପ୍ରତିବର୍ଷ ୧୦ ଡିସେମ୍ବରରେ ପାଳନ କରାଯାଏ । ଏହି ଦିନ ୧୯୪୮ ମସିହାରେ ମିଳିତ ଜାତିସଂଘର ସାଧାରଣ ସଭା ସାର୍ବଜନୀନ ମାନବ ଅଧିକାରର ଘୋଷଣାନାମା (ୟୁଡ଼ିଏଚ୍‌ଆର୍‌) ଜାରି କରିଥିଲା । ୟୁଡ଼ିଏଚ୍‌ଆର୍‌ ହେଉଛି ଏକ ମାଇଲଖୁଣ୍ଟ ଦଲିଲ
Read More...

ଗଛରେ ପିଟି ହେଲା ବାଇକ୍ : ସିକ୍ୟୁରିଟି ଗାର୍ଡଙ୍କ ସହ ଦୁଇ ମୃତ

ବାଙ୍କି : ଗଛରେ ପିଟି ହେଲା ବାଇକ୍‌ ସିକ୍ୟୁରିଟି ଗାର୍ଡଙ୍କ ସହ ଦୁଇ ମୃତ । ବାଇକ୍‌କୁ ଲିଫ୍ଟ ମାଗି ଘରକୁ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ସିକ୍ୟୁରିଟି ଗାର୍ଡଙ୍କ ଜୀବନ । ଏଭଳି ଏକ ଦୁଃଖଦ ଘଟଣା ଘଟିଛି ବାଙ୍କି ତାଳବସ୍ତ ଫାଣ୍ଡି ଅନ୍ତର୍ଗତ ଦୋଲଣାପୁର ନିକଟରେ । ସୂଚନା ଅନୁଯାୟୀ
Read More...

ପ୍ରଥମ ସୁକତେଲ ମହୋତ୍ସବ ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ବାନ୍ଧନଘୋର୍ ଗାଁରେ ପ୍ରଥମ ସୁକତେଲ ମହୋତ୍ସବ ଉଦ୍‌ଘାଟିତ ହୋଯାଇଛି । ନେସ୍‌ନାଲ ସର୍ଭିସ୍ ଫାଉଣ୍ଡେସନ ଓ ସୁକତେଲ ମହୋତ୍ସବ କମିଟି ଦ୍ୱାରା ଆୟୋଜିତ ହୋଇଯାଇଛି । ଆଜି ସକାଳୁ ମଶାଲ ଶୋଭାଯାତ୍ରା ଓ କଳାକାର ସମାବେଶ ଅନୁଷ୍ଠିତ ହୋଇଥିବା
Read More...

ମୁରିବାହାଲ ଡିଗ୍ରୀ କଲେଜରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ କ୍ରିକେଟ ପ୍ରତିଯୋଗିତା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ନୂଆ -ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ପଞ୍ଚମ ଦିନରେ ଆଜି ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ମୁରିବାହାଲରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ କ୍ରିକେଟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ
Read More...

ହଳଦୀ ଗ୍ରାମରେ ଚାଲିଥିବା କୃଷ୍ଣଚନ୍ଦ୍ର ହାତୀ ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ : ହଳଦୀ ଚମ୍ପିୟାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ବ୍ଲକ ହଳଦୀ ଗ୍ରାମ ପଞ୍ଚାୟତ ସଦରମହକୁମା ହାଇସ୍କୁଲ ଖେଳ ପଡିଆଠାରେ ୨ୟ ବର୍ଷ ସ୍ୱର୍ଗତ କୃଷ୍ଣଚନ୍ଦ୍ର ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ ଖେଳରେ
Read More...

ମୁରିବାହାଲ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କ୍ରିକେଟ ପ୍ରତିଯୋଗିତା

ଯୋଗଦେଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ସଦସ୍ୟ ହଂସରାଜ ଜୈନ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଂଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଓଡିଶା ସରକାରଙ୍କ କ୍ରୀଡା ଓ ଯୁବବ୍ୟାପାର
Read More...