Yearly Archives

2023

ଡାକ୍ତର ଶଙ୍କର ରାମଚନ୍ଦାନୀଙ୍କ ମହାନତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଡାକ୍ତର ଶଙ୍କର ରାମଚନ୍ଦାନୀଙ୍କ ମହାନତା । ତାଙ୍କୁ ମିଳିଥିବା ସମସ୍ତ କୋଭିଡ ପ୍ରୋତ୍ସାହନ ରାଶି ବୁର୍ଲା ମେଡିକାଲ୍ କଲେଜର ରୋଗୀଙ୍କ ପାଇଁ ଖର୍ଚ୍ଚ କରିବା ନିମନ୍ତେ ଭୀମସାର ବୁର୍ଲା ଅଧିକ୍ଷକଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି । ସେ କହିଛନ୍ତି ଯେ,
Read More...

ବନାଗ୍ନି ରୋକିବାକୁ ସ୍ୱତନ୍ତ୍ର ଟାସ୍କ ଫୋର୍ସ ଗଠନ

ଓଡ୍ରାଫ ମୁତୟନ ଓ ସ୍ଥାନୀୟ ବାସିନ୍ଦାଙ୍କ ସହଯୋଗ ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱାରୋପ ଭୁବନେଶ୍ୱର : ରାଜ୍ୟରେ ବନାଗ୍ନିକୁ ପ୍ରଶମନ କରିବା ନିମନ୍ତେ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି । ବନାଗ୍ନି ପ୍ରଶମନ ନିମନ୍ତେ ପଞ୍ଚାୟତ ସ୍ତରରୁ ସ୍ୱତନ୍ତ୍ର ପ୍ରସ୍ତୁତି କରାଯିବ ।
Read More...

ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ଅଧିକ୍ଷିକାଙ୍କୁ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ୧୦ ଦଫା ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଦୈନନ୍ଦିନ ରୋଗୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ସମ୍ବନ୍ଧରେ ଅବଗତ କରାଇ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ମେଡିକାଲ ଅଧିକ୍ଷିକାଙ୍କୁ ୧୦ ଦଫା ସମ୍ବଳିତ ଏକ ଦାବୀପତ୍ର ପ୍ରଦାନ କରିଛି । ଭୀମଭୋଇ ମେଡିକାଲ
Read More...

ଟ୍ରେନ ଧକ୍କାରେ ଯୁବକ ମୃତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ମୁରିବାହାଲଠାରେ ଏକ ଅଭାବନୀୟ ଘଟଣା ଘଟିଛି । କ୍ଷେତକୁ କୌଣସି କାମରେ ଯାଇଥିବା ବେଳେ ଟ୍ରେନ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ରାଜେଶ ପ୍ରଧାନ । ତେବେ ତାଙ୍କୁ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ଅଣାଯାଉଥିବା
Read More...

ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ଟିଟିଲାଗଡ଼ ସହରକୁ ପ୍ରବେଶ କରୁଥିବା ତିନୋଟି ମୁଖ୍ୟ ଛକରେ କରାଯାଉଛି ଧର୍ମଘଟ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଅଲ୍ ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ମାର୍ଚ୍ଚ ୧୫ରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ୧୦ ଦଫା ଦାବୀ ନେଇ ଷ୍ଟିୟରିଂ ଛାଡ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡ୍ରାଇଭର ମହାସଂଘ । ଏହି ପରିପ୍ରେକ୍ଷୀରେ ଗତକାଲି ଟିଟିଲାଗଡ ଡିଏଭି ମହାବିଦ୍ୟାଳୟ ନିକଟ ଛକରେ ଜରୁରୀକାଳୀନ
Read More...

ବଲାଙ୍ଗିରରେ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ବିଭିନ୍ନ ସ୍ଥାନରେ ଡ୍ରାଇଭରମାନେ ବୁଧବାର ୧୦ ଦଫା ଦାବୀ ନେଇ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରିଛନ୍ତି । ଗତକାଲି ସକାଳୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଡ୍ରାଇଭରମାନେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନରେ ବସିଛନ୍ତି ।
Read More...

ଜାଲ ସାର୍ଟିଫିକେଟ ପ୍ରସ୍ତୁତିରେ ସହଯୋଗୀ ଗିରଫ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଡଭା ପ୍ରାଥମିକ କୃଷି ସମବାୟ ସମିତିରେ ନକଲି ଶିକ୍ଷାଗତ ଯୋଗ୍ୟତା ପ୍ରମାଣପତ୍ର ଦେଖାଇ ସମ୍ପାଦକ ପଦବୀ ହାତେଇଥିବା ରାକେଶ ସାହୁ ଓ ଜାଲ୍ ସାର୍ଟିଫିକେଟ୍ ଯୋଗାଇଥିବା ଲକ୍ଷ୍ମଣ ପଟେଲକୁ ପୋଲିସ୍ ଗିରଫ୍ କରି
Read More...

ଆଧ୍ୟାତ୍ମିକ କବିତା ଆସର

ଡେଲାଙ୍ଗ/ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ହରିରାଜପୁରର ପ୍ରସିଦ୍ଧ ସୋମନାଥଙ୍କର ମେଲଣ ପଡିଆର ସୂଚନା କେନ୍ଦ୍ର ମଂଚରେ ଅନୁଷ୍ଠିତ ହୋଇଯାଇଛି ମନୋରମ ଆଧ୍ୟାତ୍ମିକ କବିତା ଆସର । ନିମାଇଁ ସାହିତ୍ୟ ସଂସଦର ସମ୍ପାଦକ ମାନସ ରଞ୍ଜନ ପଟ୍ଟନାୟକ ଆବାହନରେ ବିଭିନ୍ନ ଜାଗାରୁ ଅନେକ କବି ଲେଖକ
Read More...

ପ୍ରଯୋଜନା ଭିତ୍ତକ ନାଟ୍ୟ କର୍ମଶାଳା ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଢୋଲବନ୍ଧ ଗ୍ରାମରେ ଥିବା ସଚେତନ ହେମା ନାଟ୍ୟ ଅନୁଷ୍ଠାନ ତରଫରୁ ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡିଶା ସରକାରଙ୍କ ସହଯୋଗରେ ପ୍ରଯୋଜନା ଭିତ୍ତିକ ନାଟ୍ୟ କର୍ମଶାଳା ଉଦ୍‌ଘାଟିତ ହୋଇଯାଇଛି । ଆଖପାଖ ଅଂଚଳର କୋଡିଏ ଜଣ
Read More...

ବେଆଇନ ବାଲି ଚାଲାଣ ବେଳେ ୪ ଗୋଟି ଟ୍ରାକ୍ଟରକୁ ଜବତ କଲା ପ୍ରଶାସନ

ଟିଟିଲାଗଡ଼, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ତହସିଲ ଅଧୀନରେ ଥିବା ନାରେନ ଉନ୍ଦେର ନଦୀ ବାଲିଘାଟରୁ ବୁଧବାର ବେଆଇନ ଭାବରେ ବାଲି ଚାଲାଣ ହେଉଥିବା ଅଭିଯୋଗ ହୋଇଥିଲା । ଏ ନେଇ ପ୍ରଶାସନର ତଦନ୍ତ ଆରମ୍ଭ ହୋଇଥିଲା । ଯାହାକୁ ନେଇ ପ୍ରଶାସନ ୪ ଗୋଟି ଟ୍ରାକ୍ଟରକୁ ଜବତ କରି
Read More...