ମୋଟର ପମ୍ପ ଚୋରି ଅଭିଯୋଗରେ ୩ ଗିରଫ
କୋକସରା : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ବିଭିନ୍ନ ସ୍ଥାନରେ ଉଠା ଜଳସେଚନ ପ୍ରକଳ୍ପରେ ଚାଷ କାର୍ଯ୍ୟ ପାଇଁ ଲାଗିଥିବା ୪ ପାଣି ମୋଟର ପମ୍ପ ଚୋରି ଅଭିଯୋଗରେ ମଙ୍ଗଳବାର ୩ ଅଭିଯୁକ୍ତଙ୍କୁ କୋକସରା ପୁଲିସ କୋର୍ଟ ଚାଲାଣ କରିଛି ।
ସୂଚନା ଅନୁସାରେ କୋକସରା ଥାନା ଅନ୍ତର୍ଗତ ଖୁଣ୍ଟିଆ!-->!-->!-->…
Read More...
Read More...