ଗହୀରମଥାରେ ଅଲିଭ୍ ରିଡ୍ଲେଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ
ରାଜନଗର : ବିରଳ ଅଲିଭ୍ ରିଡ୍ଲେଙ୍କ ଏନ୍ତୁଡ଼ିଶାଳ କେନ୍ଦ୍ରାପଡ଼ା ଜିଲ୍ଲା ଗହୀରମଥାଠାରେ କଇଁଛଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ୯ ତାରିଖରେ ୮୮ ହଜାର, ୧୦ରେ ୨ ଲକ୍ଷ ୧୪ ହଜାର ୫୮ଟି ଅଲିଭ୍ ରିଡ୍ଲେ ମା' କଇଁଛ କୂଳଠାରୁ ୧ କିମି ଭିତରେ ଦୀର୍ଘ ୧ ମାସ ହେଲା ଭିଡ଼!-->…
Read More...
Read More...