Yearly Archives

2024

ନୂଅଦିଲ୍ଲୀ ଠାରେ ବଲାଙ୍ଗିରକୁ ମିଳିଲା ଇଷ୍ଟ ଜୋନ୍‌ର ବେଷ୍ଟ ଜିଲ୍ଲା ଆୱାର୍ଡ

ବଲାଙ୍ଗିର, (କେପିଏନ୍‌ସ୍‌) : ଆଜି ବଲାଙ୍ଗିର ପାଇଁ ଖୁସିର ଦିନ । କାରଣ ଆଜି ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନ ଠାରେ ଜାତୀୟ ଜଳ ପୁରସ୍କାରରେ ବଲାଙ୍ଗିରକୁ ଇଷ୍ଟ ଜୋନ୍‌ର ବେଷ୍ଟ ଜିଲ୍ଲା ଭାବେ ସମ୍ମାନିତ କରାଯାଇଛି । ଦେଶର ମହାମହିମ ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁଙ୍କ ଠାରୁ ଆଜି ବଲାଙ୍ଗିର
Read More...

କୃଷି ପ୍ରଯୁକ୍ତିର ଆଗୁଆ ବିକାଶ ଏବଂ ତାହାର ବର୍ତ୍ତମାନ ସମୟର ଆବଶ୍ୟକତା ଓ ଇଲେକ୍ଟ୍ରିକ ଆସିଷ୍ଟାଣ୍ଟ ୱରେବଲ ପ୍ରଯୁକ୍ତି…

ରାଉରକେଲା, (ସସ୍ମିତା ପ୍ରଧାନ) : ଇନ୍‌ଷ୍ଟିଚ୍ୟୁସନ୍ ଅଫ୍ ଇଞ୍ଜିନିୟର୍ସ (ଇଣ୍ଡିଆ), ରାଉରକେଲା ସ୍ଥାନୀୟ କେନ୍ଦ୍ର ଦ୍ୱାରା ଏକ ଦିବସୀୟ ସମସ୍ତ ଭାରତ ମାନ୍ୟ ସେମିନାର "କୃଷି ପ୍ରଯୁକ୍ତିର ଆଗୁଆ ବିକାଶ ଏବଂ ତାହାର ବର୍ତ୍ତମାନ ସମୟର ଆବଶ୍ୟକତା" ଓ ଇଲେକ୍ଟ୍ରିକ୍‌ ଆସିଷ୍ଟାଣ୍ଟ ୱରେବଲ
Read More...

ଗଞ୍ଜାମ ପୋଲିସ ଜିଲ୍ଲା ମହକୁମା ଠାରେ ୬୫ତମ ପୋଲିସ ସହିଦ ସ୍ମୃତି ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ପୋଲିସ ଜିଲ୍ଲା ମହକୁମା ଠାରେ ୬୫ତମ ପୋଲିସ ସହିଦ ସ୍ମୃତି ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ର ଯୋଗଦେଇ ସହିଦ ସ୍ମୃତି ସ୍ମାରକୀ ମଣ୍ଡପରେ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ
Read More...

ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଔଷଧି ପରିଯୋଜନା ଅକ୍ଟୋବର ୨୦୨୪ରେ ୧୦୦ କୋଟିର ବିକ୍ରି କରିଛି

ଗତ ୧୦ ବର୍ଷ ମଧ୍ୟରେ ଜନ ଔଷଧି କେନ୍ଦ୍ର ସଂଖ୍ୟା ୧୭୦ ଗୁଣରୁ ଅଧିକ ବୃଦ୍ଧି ପାଇଛି, ଏବେ ଦେଶର ପ୍ରାୟ ସମସ୍ତ ଜିଲ୍ଲାରେ ୧୪,୦୦୦ରୁ ଅଧିକ କେନ୍ଦ୍ର ଅଛି ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଔଷଧି ପରିଯୋଜନା (ପିଏମ୍‌ବିଜେପି) ଅକ୍ଟୋବର ୨୦୨୪ରେ ୧୦୦୦ କୋଟି ଟଙ୍କାର
Read More...

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ

ଜିଲ୍ଲାପାଳଙ୍କ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱଗଞ୍ଜାମ ଜିଲ୍ଲାର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ୍ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ଯୋଗୁଁ ସମ୍ଭାବ୍ୟ ବାତ୍ୟାର ସମ୍ଭାବନା
Read More...

ଆନୁମାନିକ ୭% ଜିଡିପି ଅଭିବୃଦ୍ଧି ଏବଂ ୧,୫୧,୦୦୦ ଷ୍ଟାର୍ଟଅପ୍ ସହିତ ଭାରତ ନିଜ ଅର୍ଥବ୍ୟବସ୍ଥାକୁ ନୂତନ ଆକାର ଦେଉଛି

ନୂଆଦିଲ୍ଲୀ, (ପିଆଇବି) : ଦୁଇ ସର୍ବବୃହତ୍ ଉଦୀୟମାନ ଅର୍ଥବ୍ୟବସ୍ଥା ଭାରତ ଏବଂ ଚୀନ୍ କ୍ରମାଗତ ଭାବେ ବିଶ୍ୱ ଆର୍ଥିକ ଆଲୋଚନାରେ କେନ୍ଦ୍ରରେ ରହିଛନ୍ତି । ନିକଟରେ ନୂଆଦିଲ୍ଲୀରେ ଆୟୋଜିତ ବାର୍ଷିକ ଇଣ୍ଡିଆ ଲିଡରଶିପ୍ ଶିଖର ସମ୍ମିଳନୀରେ, ଏହି ବୃହତ୍ ଅର୍ଥବ୍ୟବସ୍ଥାଗୁଡ଼ିକ ମଧ୍ୟରେ
Read More...

ରୋଟାରୀ କ୍ଲବ ଅଫ୍ ରାଉରକେଲା ଭାଇବ୍ରାଣ୍ଟ ତରଫରୁ ଭାଇବ୍ରାଣ୍ଟର ଡିଜିଟାଲ ଓଜନ ମାପ ଯନ୍ତ୍ର ପ୍ରଦାନ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ରାଉରକେଲା ଭାଇବ୍ରାଣ୍ଟ ତରଫରୁ ଜଲଦା ସି ବ୍ଲକ ହାଟ ଠାରେ କିଛି ଆର୍ଥିକ ଅନଗ୍ରସର ବ୍ୟବସାୟୀଙ୍କୁ ଡିଜିଟାଲ ଓଜନ ମାପ ଯନ୍ତ୍ର ପ୍ରଦାନ କରାଯାଇଛି । ରୋଟାରୀଆନ୍‌ ପ୍ରଦ୍ୟୁମ୍ନ ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ଅସଙ୍ଗଠିତ ଶ୍ରମିକମାନଙ୍କ କଲ୍ୟାଣ ପାଇଁ ଡ. ମନସୁଖ ମାଣ୍ଡଭିୟ ‘ଇ-ଶ୍ରମ, ୱାନ ଷ୍ଟପ୍ ସଲ୍ୟୁସନ’ର ଶୁଭାରମ୍ଭ

ଇ-ଶ୍ରମ ୱାନ୍ ଷ୍ଟପ୍ ସଲ୍ୟୁସନ ଇ-ଶ୍ରମରେ ପଂଜିକୃତ ହୋଇଥିବା ଅସଂଗଠିତ ଶ୍ରମିକମାନଙ୍କୁ ବିଭିନ୍ନ ସାମାଜିକ ସୁରକ୍ଷା ଯୋଜନା ବିନା ବାଧାରେ ପହଞ୍ଚାଇବ : କେନ୍ଦ୍ର ମନ୍ତ୍ରୀ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଶ୍ରମ ଓ ରୋଜଗାର ତଥା ଯୁବ ବ୍ୟପାର ଏବଂ କ୍ରୀଡ଼ା ମନ୍ତ୍ରୀ ଡ. ମନସୁଖ
Read More...

ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ସମୀକ୍ଷା ଲାଗି ଜାତୀୟ ବିପର୍ଯ୍ୟୟ ପ୍ରଶମନ କମିଟିର ଜରୁରୀ…

ନୂଆଦିଲ୍ଲୀ, (ପିଆଇବି) : କ୍ୟାବିନେଟ୍ ସଚିବ ଡକ୍ଟର ଟି.ଭି. ସୋମନାଥନଙ୍କ ଅଧ୍ୟକ୍ଷତାରେ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ସମୀକ୍ଷା ପାଇଁ ଜାତୀୟ ବିପତ୍ତି ପ୍ରଶମନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ
Read More...

ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ସମାଧାନ ନିମନ୍ତେ ସୋମବାର ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଓ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ କୁମାର ପାତ୍ର
Read More...