ଆସାମରେ ଭୟଙ୍କର ଦୁର୍ଘଟଣା : ୧୨ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ : ଆସାମର ଗୋଲାଘାଟ ଜିଲ୍ଲାରେ ଆଜି ସକାଳେ ଏକ ଯାତ୍ରୀବାହୀ ବସ ଏବଂ ଟ୍ରକ୍ ମଧ୍ୟରେ ଭୟଙ୍କର ଦୁର୍ଘଟଣା ଘଟିଛି । ଏଥିରେ ପାଞ୍ଚ ମହିଳା ଏବଂ ଜଣେ ନାବାଳିକା ସହ ମୋଟ ୧୨ ଜଣଙ୍କ ମୃତ୍ୟୁ ହୋଇଛି । ରାଷ୍ଟ୍ରୀୟ ରାଜମାର୍ଗ ୩୭ରେ ଡେରଗାଁଓରେ ସକାଳ ୫ଟାରେ ଏହି ଦୁର୍ଘଟଣା ଘଟିଛି ।!-->…
Read More...
Read More...