Daily Archives

ଚିଲ୍‌ଡ୍ରେନ୍‌ ପାର୍କ ମର୍ଣ୍ଣିଂୱାକ୍‌ ଟିମ୍‌ର ନୂତନ ବର୍ଷର ବନ୍ଧୁ ମିଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ୱାସ୍ଥ୍ୟ ହିଁ ସମ୍ପଦ । ନିଜ ନିଜ ସ୍ୱାସ୍ଥ୍ୟକୁ ସୁସ୍ଥ ଓ ସୁନ୍ଦର ରଖିବାକୁ ପ୍ରତ୍ୟହ ଶତାଧିକ ଲୋକ ବଲାଙ୍ଗିର ସହରର ବିଭିନ୍ନ ପାର୍କରେ ପ୍ରାତଃ ଭ୍ରମଣ କରୁଛନ୍ତି । ସେମାନଙ୍କ ମଧ୍ୟରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ବିଜୁ ପଟ୍ଟନାୟକ ଶିଶୁ
Read More...

ଅ ମହୋତ୍ସବ

ସାହିତ୍ୟ ଜୀବନକୁ ସରସ କରେ ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲାର ଅ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ତରଫରୁ ଭବାନୀପାଟଣା ବ୍ଲକ କାର୍ଯ୍ୟାଳୟ ସଭାଗୃହଠାରେ ଅ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରତିଷ୍ଠାତା ସଭାପତି ନରେଶ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି
Read More...

ଏମ୍‌ବିକେମାନଙ୍କ ତାଲିମ ଶିବିର ଉଦ୍‌ଯାପିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗ ପକ୍ଷରୁ ଓଡ଼ିଶାର ପ୍ରତ୍ୟେକ ପଞ୍ଚାୟତରେ କାମ କରୁଥିବା ଦକ୍ଷ ନଥିପତ୍ର ପରିଚାଳିକା(ଏମ୍‌ବିକେ)ମାନଙ୍କୁ ପ୍ରଯୁକ୍ତି ବିଦ୍ୟାରେ ସଶକ୍ତ କରିବା ପାଇଁ ଓକାକ୍‌ର ସହାୟତାରେ ଚାଲିଥିବା ଏକ ମାସିଆ ତାଲିମ ପ୍ରଦାନ
Read More...

ମାହଶ୍ୱରୀ ସଂଗଠନର ସାଧାରଣ ପରିଷଦ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସ୍ଥାନୀୟ ଚଟିଆପାଲି ସ୍ଥିତ ରାଧାରମଣ ଆଶ୍ରମ ପରିସରରେ ମାହେଶ୍ୱରୀ ସଂଗଠନର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ପରିଚାଳନା ନିର୍ଦ୍ଦେଶକ ଅଙ୍କୁଶ ପାଣ୍ଡିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ବ୍ଲକ
Read More...

ସନ୍ଦେହଜନକ ଅବସ୍ଥାରେ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ ଠାବ

ଜଳେଶ୍ୱର : ସନ୍ଦେହଜନକ ଅବସ୍ଥାରେ RWSSର କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ ଠାବ । ମୃତକ ଜଣକ ବାଲିଆପାଳ ବ୍ଳକ RWSSର କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ନାୟକ ବୋଲି ଜଣାପଡିଛି । ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ, ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଳକ
Read More...

ଦନ୍ତାହାତୀ ହାବୁଡ଼ରେ ପଡ଼ି ଯୁବକଙ୍କ ମୃତ୍ୟୁ

ଢେଙ୍କାନାଳ : ବାଇଗଣ ବାଡ଼ିକୁ ଯାଉଥିବା ବେଳେ ହାତୀ ହାବୁଡ଼ରେ ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଖବର ମିଳିଛି । ମୃତକ ଜଣକ ଚାଉଳିଆ ପଞ୍ଚାୟତର ବ୍ରହ୍ମାନନ୍ଦ ନାୟକ(୪୦) ବୋଲି ଜଣାପଡିଛି । ସୂଚନା ଅନୁସାରେ ଆଜି ସକାଳ ୮ଟା ବେଳେ ନିଜ ବାଇଗଣ ବାଡ଼ିକୁ ତଳି ରୋଇବାକୁ ଯାଉଥିବା ବେଳେ
Read More...

କ୍ଲିନ୍ ଆଣ୍ଡ ଗ୍ରୀନ୍‌ର ସ୍ୱଚ୍ଛତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : କ୍ଲିନ୍‌ ଓ ଗ୍ରୀନ୍‌ ତାର ସାମାଜିକ ଉନ୍ନତି ତଥା ସ୍ୱଚ୍ଛତାମୂଳକ କାର୍ଯ୍ୟକ୍ରମ ଜରିଆରେ ରାଉରକେଲା ସହରରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୄଷ୍ଟି କରିଛି । ଏହି କ୍ରମରେ ସପ୍ତାହାନ୍ତ କାର୍ଯ୍ୟକ୍ରମ କାର୍ଯ୍ୟସୂଚୀ ଅନୁସାରେ ଆଜି ଏକ ନିଆରା କାର୍ଯ୍ୟ ହାତକୁ
Read More...

କଲ୍ୟାଣୀ ବସ୍ତି ସମସ୍ୟାର ସମାଧାନକୁ ପ୍ରାଥମିକତା ଦେବି : ପ୍ରଶାନ୍ତ ସେଠୀ

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପଲ୍ଲୀ ନିର୍ବାଚନ ମଣ୍ଡଳୀର ଆଶାୟୀ ବିଧାୟକ ପ୍ରାର୍ଥୀ ତଥା ସମାଜସେବୀ ପ୍ରଶାନ୍ତ ସେଠୀଙ୍କ ନେତୃତ୍ୱରେ ଆସ ଆମେ ବସ୍ତିକୁ ଯିବା ଅଭିଯାନ ଆଜି କଲ୍ୟାଣୀ ବସ୍ତି ପରିକ୍ରମା କରିଥିଲେ । ଏହି ଅବସରରେ ଉପସ୍ଥିତ ବସ୍ତି ବାସିନ୍ଦାଙ୍କ ସହ ବିଭିନ୍ନ
Read More...

ବଙ୍ଗୋମୁଣ୍ଡାରେ ମକର ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡାଠାରେ ହେବାକୁ ଥିବା ଚଉଷଠଶ ଯୋଗିନୀ ସାହିତ୍ୟ କଳା ପରିଷଦ ଓ ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘର ମିଳିତ ଆନୁକୂଲ୍ୟରେ ୭ତମ ମକର ମହୋତ୍ସବ ୨୦୨୪ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଉଷଠି ଯୋଗିନୀ
Read More...

ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ୧୯୮୯ ମାଟ୍ରିକ ବ୍ୟାଚ୍‌ର ପାରିବାରିକ ବନ୍ଧୁ ମିଳନ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଦୀର୍ଘ ଅଣତିରିଶ ବର୍ଷ ଧରି ୧୯୮୯ ମସିହାର ମାଟ୍ରିକ ବ୍ୟାଚ୍‌ର ବନ୍ଧୁ ମିଳନ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଟିଟିଲାଗଡ଼ ନିକଟସ୍ଥ ଖଜୁରପଡ଼ା ସ୍ଥିତ ନବୀନ ଜୈନଙ୍କ ଫାର୍ମ ହାଉସଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ୩୫ ଜଣ ଛାତ୍ରଙ୍କ ସପରିବାର
Read More...