Daily Archives

ନଭୀ ମୁମ୍ବାଇରେ ଅଟଳ ବିହାରୀ ବାଜପେୟୀ ସେଓ୍ଵାରୀ-ନୱା ସେୱା ଅଟଳ ସେତୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

• ପ୍ରାୟ ୧୭,୮୪୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଅଟଳ ସେତୁ ହେଉଛି ଭାରତର ସବୁଠାରୁ ଲମ୍ବା ସେତୁ ଏବଂ ଦେଶର ସବୁଠାରୁ ଲମ୍ବା ସମୁଦ୍ର ସେତୁ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନଭି ମୁମ୍ବାଇଠାରେ ଅଟଳ ବିହାରୀ ବାଜପେୟୀ ସେଓ୍ଵରୀ-ନୱା ସେୱା ଅଟଳ ସେତୁକୁ
Read More...

ଜଗନ୍ନାଥ ଡିଗ୍ରୀ କଲେଜ ସାହାଜବାହାଲରେ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜଗନ୍ନାଥ ଡିଗ୍ରୀ କଲେଜରେ ଓଡିଶା ସରକାରଙ୍କ ଦ୍ୱାରା ପ୍ରୟୋଜିତ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଯାଇଛି । ଏହାକୁ ପରିଚାଳନା କମିଟିର ସଦସ୍ୟ ଚିତ୍ରସେନ ବଗର୍ତ୍ତୀ ପ୍ରଦୀପ ପ୍ରଜ୍ଜଳନ କରି ଉଦ୍‌ଘାଟିତ କରିଥିଲେ । ଆଜିର
Read More...

ଚାକିରି ନାଁରେ ଠକି ଦେଲା ଆଦର୍ଶ ଏନ୍‌ଜିଓ, ଏସ୍‌ପିଙ୍କୁ ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ କାମ କରୁଥିବା ଆଦର୍ଶ ଏନ୍‌ଜିଓ ଜିଲ୍ଲାରୁ ପଞ୍ଚାୟତ ସ୍ତର ଯାଏଁ ଶିକ୍ଷକ ଶିକ୍ଷୟତ୍ରୀ ନିଯୁକ୍ତି ଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକି ଦେଇଥିବା ଅଭିଯୋଗ ନେଇ ଆଜି ଯୁବକ ଯୁବତୀମାନେ ବଲାଙ୍ଗିର ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଭିନ୍ନ
Read More...

ଜାମଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଜାମଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ ଶିବ ଶଙ୍କର ଉଦ୍‌ଗାତାଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ବିଦ୍ୟାଳୟର ଅବସରପ୍ରାପ୍ତ ଇତିହାସ ଅଧ୍ୟାପକ ଡ. ଶୁଶାନ୍ତ କୁମାର ପ୍ରଧାନ ମୁଖ୍ୟ
Read More...

ଜୟପାଟଣା ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ଉଦ୍‌ଯାପିତ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକସ୍ତରୀୟ ୨୬ତମ କଳାହାଣ୍ଡି ଉତ୍ସବ ଘୁମୁରା ବ୍ୟାପକ ଉତ୍ସାହର ସହ ଉଦ୍‌ଯାପିତ ହୋଇଯାଇଛି । ମଙ୍ଗଳବାର ବାନେର ସ୍ଥିତ ମାଆ ବୁଢ଼ୀ ପଦରେନ ମନ୍ଦିରରୁ ଆଠ କିଲୋମିଟର ମାରାଥନ ଦୌଡ଼ ସହ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା । ବୁଧବାର ଦିନ ବ୍ଲକର ୨୨ଟି
Read More...

ସୁବର୍ଣ୍ଣପୁର ଜିଲ୍ଲାରେ “ନୂଆ-ଓ” କାର୍ଯ୍ୟକ୍ରମ ଅନ୍ତର୍ଗତ ଜିଲ୍ଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଓ ଜିଲ୍ଲା ପ୍ରଶାସନ, ସୁବର୍ଣ୍ଣପୁରଙ୍କ ମିଳିତ ଆନୁକୂଲ୍ୟରେ ସୁବର୍ଣ୍ଣପୁର ଜିଲ୍ଲାରେ “ନୂଆ-ଓ” କାର୍ଯ୍ୟକ୍ରମ ଅନ୍ତର୍ଗତ ଜିଲ୍ଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ତା ୦୬.୦୧.୨୦୨୪ ରିଖଠାରୁ ତା
Read More...

ଚନ୍ଦନଭାଟି ଶିଶୁ ମନ୍ଦିରରେ ବିବେକାନନ୍ଦ ଜୟନ୍ତୀ ପାଳିତ

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଚନ୍ଦନଭାଟୀ ସରସ୍ୱତୀ ଶିଶୁ ମନ୍ଦିରଠାରେ ବିଶ୍ୱ ବିଜୟୀ ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନାଚାର୍ଯ୍ୟ ପ୍ରଭୁଦତ୍ତ ବିଶିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟ ପରିଚାଳନା ସମିତିର ଯୁଗ୍ମ
Read More...

ଜାତୀୟ ଯୁବ ଦିବସ ଗଞ୍ଜାମ ମହାବିଦ୍ୟାଳୟରେ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରରେ ଥିବା ଗଞ୍ଜାମ ମହାବିଦ୍ୟାଳୟର ଅଡ଼ିଟରିୟମ୍‌ ହଲ୍‌ରେ ଜାତୀୟ ଯୁବ ଦିବସ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ସିମାଞ୍ଚଳ ଭେଳଙ୍କ ସଭାପତିତ୍ୱରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା
Read More...

୧୮ତମ ଚନ୍ଦ୍ରକାନ୍ତି ମେମୋରିଆଲ୍‌ ବାର୍ଷିକ କ୍ରୀଡା

ପୁଇଁତଲା, (କେପିଏନ୍‌ଏସ୍‌) : ଆଜି ପୁଇଁତଲା ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡାଠାରେ ଅଠରତମ ଚନ୍ଦ୍ରକାନ୍ତି ମେମୋରିଆଲ୍‌ ବାର୍ଷିକ କ୍ରୀଡାର ଉଦ୍‌ଯାପନୀ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡାଙ୍କ ସଭାପତିତ୍ୱରେ ଖେଳ ଶିକ୍ଷକ ପ୍ରବୀଣ ନାରାୟଣ ପଣ୍ଡା
Read More...

ବଲାଙ୍ଗିର ସରକାରୀ ମହିଳା ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସରକାରୀ ମହିଳା ମହାବିଦ୍ୟାଳୟଠାରେ କେନ୍ଦ୍ର ଯୁବ ବ୍ୟାପାର ମନ୍ତ୍ରଣାଲୟର ନିର୍ଦ୍ଦେଶ କ୍ରମେ ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ଯୁଗ ପୁରୁଷ ସ୍ୱାମୀ ବିବେକାନନ୍ଦଙ୍କ ୧୬୧ତମ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ
Read More...
error: Content is protected !!