Daily Archives

ଶିବ୍‌ତଲା କଂଗ୍ରେସ ସମ୍ମିଳନୀରେ ଯୋଗଦେଲେ ନରସିଂହ ଓ ସମରେନ୍ଦ୍ର

୨୪ ବର୍ଷର ବନାମ ୧୦ ବର୍ଷର ବିକାଶର ବାର୍ତ୍ତା ପହଞ୍ଚାନ୍ତୁ କଂଗ୍ରେସ କର୍ମୀ : ସମରେନ୍ଦ୍ରଲୋକଙ୍କୁ ଶିକ୍ଷା, ସ୍ୱାସ୍ଥ୍ୟ, ଜଳସେଚନ ପ୍ରଦାନ ପାଇଁ ଆମେ ପ୍ରତିଶୃତିବଦ୍ଧ : ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଶିବ୍‌ତଲା କଂଗ୍ରେସ ସମ୍ମିଳନୀରେ ଯୋଗଦେଲେ ବଲାଙ୍ଗିର ବିଧାୟକ ନରସିଂହ
Read More...

ବଲାଙ୍ଗିର ଜିଲ୍ଲାସ୍ତରୀୟ ସଂସାଧନ ସଭ୍ୟଙ୍କ ଏକଦିବସୀୟ ପ୍ରଶିକ୍ଷଣ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାସ୍ତରୀୟ ସଂସାଧନ ସଭ୍ୟଙ୍କ ଏକଦିବସୀୟ ପ୍ରଶିକ୍ଷଣ ଶିବିର ଜିଲ୍ଲା ସଂସ୍କୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଶିକ୍ଷଣ ସଭାରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଅତିଥି ଭାବରେ ଯୋଗଦେଇ ସୂଚନା, ଶିକ୍ଷା, ଯୋଗାଯୋଗ କାର୍ଯ୍ୟକ୍ରମ ଆଧାରରେ
Read More...

ଫୁଲକିମୁଣ୍ଡାଠାରେ ଚିତ୍ତଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟର ନିଶୁକ୍ଲ ସ୍ୱାସ୍ଥ୍ୟ ଶିବିର ଉଦ୍‌ଘାଟିତ

ଯୋଗଦେଲେ ଖ୍ୟାତନାମା ଡାକ୍ତର, ୧୫୦୦ ରୋଗୀଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ଅନୁଷ୍ଠିତ ଖପ୍ରାଖୋଲ, (ଅଶୋକ ବାଗ) : କଟକସ୍ଥିତ ଚିତ୍ତଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଏକ ବିଶାଳ ସ୍ୱାସ୍ଥ୍ୟ ଶିବିର ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ଫୁଲକିମୁଣ୍ଡା ସ୍ଥିତ ପଂଚାୟତ ଉଚ୍ଚ ବିଦ୍ୟାଳୟଠାରେ ଶନିବାର
Read More...

ମୁରିବାହାଲ ବ୍ଲକ ବାଙ୍କେଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମାଡ ମାରିଲା ମଦ୍ୟପ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ମୁରିବାହାଲ ବ୍ଲକ ବାଙ୍କେଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ପ୍ରତିଦିନ ଭଳି ଶନିବାର ଦିନ ଛାତ୍ରଛାତ୍ରୀମାନେ ସ୍କୁଲକୁ ପାଠ ପଢିବା ପାଇଁ ଯାଇଥିଲେ । ସେହି ଗ୍ରାମର ସୁରେନ କୁମ୍ଭାର ମଦ୍ୟପାନ କରିଥିବା ଅବସ୍ଥାରେ ବାଡ଼ିରେ ସ୍କୁଲ
Read More...

କଳାହାଣ୍ଡି ଉତ୍ସବ ଘୁମୁରା ପାଇଁ ରେଣ୍ଡୋ ମାଝୀ ସହୀଦ ପୀଠ ଓ ଡୋକରୀ ମନ୍ଦିରରୁ ବାହାରିଲା ମଶାଲ ଶୋଭାଯାତ୍ରା

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୪ ପାଇଁ ଭବାନୀପାଟଣା ଅଭିମୁଖେ ମ.ରାମପୁର ମା' ଉର୍ଲାଦାନୀ ସହିଦ ରେଣ୍ଡୋ ମାଝୀ ପ୍ରତିମୂର୍ତ୍ତି ଓ ମ.ରାମପୁର ରାଜବାଟୀ ସ୍ଥିତ ମା' ଡୋକରୀଙ୍କ ପୀଠରୁ ମଶାଲ ଶୋଭାଯାତ୍ରା ଆରମ୍ଭ ହୋଇଯାଇଛି । ଏହା ଆସନ୍ତା ୧୪ ତାରିଖ ଦିନ
Read More...

କଳାହାଣ୍ଡି ଉତ୍ସବ ‘ଘୁମୁରା’ ପୂର୍ବରୁ ଶୁଭିଲା ପଥୋତ୍ସବର ବିଗୁଲ

ରାଜରାସ୍ତା ପାଲଟିଲା ମହୋତ୍ସବର ମହାମଞ୍ଚ : କଳା, କଳାକାର, ଜନତା ଏକାକାର କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡିର କଳା, ସଂସ୍କୃତି, ଐତିହ୍ୟ ଓ ପରମ୍ପରାର ବାର୍ତ୍ତାବହ ୨୬ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୪ ଅବ୍ୟବହିତ ପୂର୍ବରୁ ଆଜି ଭବାନୀପାଟଣା ସହରରେ
Read More...

ରୋତ୍‌ କଲେଜରେ ନୂଆ-ଓ ତରଫରୁ ଓଡିଆ ସାହିତ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ ବାଣୀନିକେତନ ରୋତ୍‌ ଜିଲ୍ଲା-ବଲାଙ୍ଗିରରେ ନୂଆ-ଓ ତରଫରୁ ଓଡିଆ ସାହିତ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ସନ୍ତୋଷ କୁମାର ରଥ ଏହାକୁ ଆନୁଷ୍ଠାନିକ ଭାବରେ ଉଦ୍‌ଘାଟନ କରିଥିଲେ
Read More...

କଣ୍ଟାବାଞ୍ଜିରେ ପ୍ରଥମ ବର୍ଷ ଜାତୀୟସ୍ତରୀୟ ବିଜୁ ପଟ୍ଟନାୟକ ଓପନ୍‌ ଚେସ୍‌ ଚାମ୍ପିୟାନ୍‌ସିପ୍‌ ଆରମ୍ଭ

କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : କଣ୍ଟାବାଞ୍ଜି ଚେସ୍‌ ଏସୋସେସନ୍‌ ପକ୍ଷରୁ କଣ୍ଟାବାଞ୍ଜି ହରିଭବନଠାରେ ଜିଲ୍ଲା ଚେସ୍‌ ଏସୋସେସନ୍‌ ସହଯୋଗରେ ଆଜି ପ୍ରଥମ ବର୍ଷ ଜାତୀୟସ୍ତରୀୟ ବିଜୁ ପଟ୍ଟନାୟକ ଓପନ୍‌ ଚେସ୍‌ ଚାମ୍ପିୟାନ୍‌ସିପ୍‌ ଶନିବାର ଶୁଭାରମ୍ଭ ହୋଇଯାଇଛି । ଆଜିର ଉଦ୍‌ଘାଟନୀ ଉତ୍ସବରେ
Read More...

ଅଲାତରା ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

କଳାହାଣ୍ଡି (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅଲାତରା ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶକୁନ୍ତଳା ମିଶ୍ରଙ୍କ ସଭାପତିତ୍ୱ ବାର୍ଷିକ ଉତ୍ସବ ୨୦୨୪ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର
Read More...

ଶେଷ ହେଲା ଗୁଡଭେଲା ବ୍ଲକର ତୃତୀୟ ପର୍ଯ୍ୟାୟ ବିଦ୍ୟାଳୟ ଭିତ୍ତିକ ମାନ ନିର୍ଦ୍ଧାରଣ ତାଲିମ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକର ଡାହିମାଲ ଓ ରୁଷୁଡା ହାଇସ୍କୁଲଠାରେ ଗତ ଜାନୁୟାରୀ ୧୧ ତାରିଖରୁ ଆରମ୍ଭ ହୋଇଥିବା ତୃତୀୟ ପର୍ଯ୍ୟାୟ ବିଦ୍ୟାଳୟ ଭିତ୍ତିକ ମାନ ନିର୍ଦ୍ଧାରଣ ତାଲିମ ଶିବିର ୧୩ ଜାନୁଆରୀ ଶନିବାର ଅପରାହ୍ନରେ ଶେଷ ହୋଇଯାଇଛି । ବିଇଓ ରୁଷିଆ ମେହେରଙ୍କ ପ୍ରତ୍ୟକ୍ଷ
Read More...
error: Content is protected !!