Daily Archives

ସାସ୍ତୁଗୁଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଭାଷା, ସାହିତ୍ୟ ଓ ସୃଜନଶୀଳତାର ଉତ୍ସବ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଅନ୍ତର୍ଗତ ଶାସ୍ତୁଗୁଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଭାଷା, ସାହିତ୍ୟ ଓ ସୃଜନଶୀଳତାର ଉତ୍ସବ ଅବସରରେ ବିଜ୍ଞାନ ଭିତ୍ତିକ ଜିଜ୍ଞାସା ଓ କମ୍ପ୍ୟୁଟର କୁଶଳୀ ସମ୍ପର୍କରେ ଏକ କର୍ମଶାଳା ଆୟୋଜିତ ହୋଇଯାଇଛି । ସଂପୃକ୍ତ କାର୍ଯ୍ୟକ୍ରମ…
Read More...

ଜିଲ୍ଲାସ୍ତରୀୟ ଶିଶୁ ସୁରକ୍ଷା ପରାମର୍ଶ କର୍ମଶାଳା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ଭବନଠାରେ ଷ୍ଠିଚଟିଙ୍ଗ କିନଡର ନେଦରଲ୍ୟାଣ୍ଡ ସହାୟତାରେ ରେଆର୍‌ ସୋନପୁର ପକ୍ଷରୁ ଜିଲ୍ଲାସ୍ତରୀୟ ଶିଶୁ ସୁରକ୍ଷା ପରାମର୍ଶ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ରେଆର ସାଧାରଣ ସଂପାଦକ ଅନଙ୍ଗ ନେଗୀ ପରିଚାଳନା…
Read More...

ଯମୁନା କାନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସାହିତ୍ୟ ସୃଜନୀ ସମୀକ୍ଷା ପୁସ୍ତକ ମେଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ଯମୁନା କାନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ପ୍ରଧାନ ଶିକ୍ଷକଙ୍କ ସଭାପତିତ୍ୱରେ 'ସାହିତ୍ୟ ସୃଜନୀ ସମୀକ୍ଷା ପୁସ୍ତକ ମେଳା' ଅନୁଷ୍ଠିତ ହୋଇଯାଇଛି । ଏହି ସାହିତ୍ୟ ସୃଜନୀର ମୂଳ ଉଦ୍ଦେଶ୍ୟ ହେଉଛି ଛାତ୍ରଛାତ୍ରୀମାନଙ୍କ ଅନ୍ତର୍ନିହିତ…
Read More...

ନୂଆ-ଓ କାର୍ଯ୍ୟକ୍ରମ ମାଧ୍ୟମରେ ବିଶ୍ଵ ଓଡିଆ ଭାଷା ସମ୍ମିଳନୀର ଉଦ୍‌ଘାଟନୀ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ନୂଆ-ଓ କାର୍ଯ୍ୟକ୍ରମ ମାଧ୍ୟମରେ ବିଶ୍ଵ ଓଡିଆ ଭାଷା ସମ୍ମିଳନୀର ଉଦ୍‌ଘାଟନୀ ଉତ୍ସବ ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରାଣୀ ନାଥଙ୍କ ଅଧ୍ୟକ୍ଷତାରେ ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପରିଚାଳନା କମିଟିର ସଭାପତି ଅଖିଳ ପୁରୋହିତ ଏବଂ…
Read More...

ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା ପୂର୍ବ ପ୍ରସ୍ତୁତି ଅଭିଭାବକ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷାର ପୂର୍ବ ପ୍ରସ୍ତୁତି ପାଇଁ ଅଭିଭାବକ ଅଭିଭାବିକା ବୈଠକ କରାଯାଇଥିଲା । ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଗୋପଲଜୀ ପ୍ରସାଦ ପାଣିଗ୍ରାହୀଙ୍କ ସଭାପତିତ୍ୱରେ…
Read More...

ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା,…

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ସମ୍ମେଳନ ପ୍ରକୋଷ୍ଠରେ "ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ", ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, "ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଉପଲକ୍ଷେ ତିନୋଟି ଭିତ୍ତିପ୍ରବନ୍ଧ ପାଠ କରାଯାଇଛି । ପ୍ରବନ୍ଧ ଗୁଡ଼ିକ…
Read More...

ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଦ୍ୱାଦଶ ବାର୍ଷିକୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମହୁଲପାଲି ବୁକୁରାମୁଣ୍ତା ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଶ୍ରୀ ଅରବିନ୍ଦଙ୍କ ୧୫୦ତମ ଜନ୍ମ ଶତ ବାର୍ଷିକ ଅମୃତ ମହୋତ୍ସବ ସ୍କୁଲ ପରିସର ମଧ୍ୟରେ ଉଦ୍‌ଯାପିତ ହୋଇଯାଇଛି । ଏହି ସମାରୋହ ଶ୍ରୀ ଅରବିନ୍ଦ ପାଠଚକ୍ର ଓ ଶିକ୍ଷାକେନ୍ଦ୍ର ଉଦ୍ୟୋକ୍ତା…
Read More...

ଏସ୍ଇସିଏଲ୍‌ ଏବଂ ଏମ୍‌ସିଏଲ୍‌ ଦ୍ୱାରା ତାପଜ ବିଦ୍ୟୁତ ପ୍ଲାଣ୍ଟ ସ୍ଥାପନ ପାଇଁ ଇକ୍ୟୁଟି ନିବେଶକୁ ମଞ୍ଜୁର କଲା…

● ସୁନ୍ଦରଗଡ଼ ଜିଲ୍ଲାରେ ଏମ୍‌ବିପିଏଲ୍‌ ଜରିଆରେ ୨x୮୦୦ ମେଗାୱାଟ୍‌ କ୍ଷମତା ବିଶିଷ୍ଟ ତାପଜ ବିଦ୍ୟୁତ ପ୍ଲାଣ୍ଟ ପ୍ରତିଷ୍ଠା କରିବ ଏମ୍‌ସିଏଲ୍● ଏମ୍‌ପିପିଜିସିଏଲ୍‌ ସହ ଯୌଥ ଉଦ୍ୟୋଗ ଜରିଆରେ ୧x୬୬୦ ମେଗାୱାଟ୍‌ କ୍ଷମତା ସମ୍ପନ୍ନ ତାପଜ ବିଦ୍ୟୁତ କେନ୍ଦ୍ର ପ୍ରତିଷ୍ଠା କରିବ ସାଉଥ୍‌ ଇଷ୍ଟର୍ଣ୍ଣ…
Read More...

ବେଷ୍ଟ ରିପୋର୍ଟର ଆୱାର୍ଡରେ ସମ୍ବର୍ଦ୍ଧିତ ହେଲେ ସାମ୍ବାଦିକ ହୁଲେଶ୍ୱର ହଂସ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବଳଧା ପଞ୍ଚାୟତ ସିନ୍ଧିଭାଡ଼ି ଗ୍ରାମରେ ଚାଲିଥିବା ମା' ବସ୍ତ୍ରାଣୀ ଫୁଟବଲ ଟୁର୍ଣ୍ଣାମେଣ୍ଟରେ ବେଷ୍ଟ ରିପୋର୍ଟର ଆୱାର୍ଡରେ ସମ୍ବର୍ଦ୍ଧିତ ହୋଇଛନ୍ତି କଣ୍ଟାବାଞ୍ଜି ଅଞ୍ଚଳର ଯୁବ ସାମ୍ବାଦିକ ହୁଲେଶ୍ୱର ହଂସ ।…
Read More...

ନକଲି ସାର୍ଟିଫିକେଟ୍‌ ପରେ ଏବେ ନକଲି ନିଯୁକ୍ତି ପତ୍ର ମାମଲା ବଲାଙ୍ଗିରରେ ସୃଷ୍ଟି କରିଛି ହଇଚଇ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନକଲି ସାର୍ଟିଫିକେଟ୍‌ ପରେ ଏବେ ନକଲି ନିଯୁକ୍ତି ପତ୍ର ମାମଲା ବଲାଙ୍ଗିରରେ ହଇଚଇ ସୃଷ୍ଟି କରିଛି । ସୂଚନା ଅନୁସାରେ ଗତ ୧୬ ତାରିଖ ଦିନ ଜଣେ ଯୁବତୀ ତୁଷୁରା ୱେଲ୍‌ଫେୟାର ଏକ୍ସଟେନ୍‌ସନ୍‌ ଅଫିସର୍‌ ନିଯୁକ୍ତି ପତ୍ର ନେଇ ବଲାଙ୍ଗିର ଜିଲ୍ଲା ମଙ୍ଗଳ…
Read More...