Daily Archives

ଭରସୂଜା ଜଳନ୍ଧର ମହାବିଦ୍ୟାଳୟରେ ‘ନୂଆ-ଓ’ ଓଡିଆ ସାହିତ୍ୟ ପ୍ରତିଯୋଗିତା ଉଦ୍‌ଯାପିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ଭରସୂଜା ଜଳନ୍ଧର ମହାବିଦ୍ୟାଳୟରେ ନୂଆ-ଓ ଓଡିଆ ସାହିତ୍ୟ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ରୂପେ କୁଶଙ୍ଗ ଡିଗ୍ରୀ ମହାବିଦ୍ୟାଳୟର ଓଡିଆ ଅଧ୍ୟାପକ ଡ. ଲକ୍ଷ୍ମଣ ମେହେର ଯୋଗ
Read More...

ଶାନ୍ତି ମୈତ୍ରୀ ଉଚ୍ଚ ବିଦ୍ୟାପୀଠଠାରେ ମହାଆଡମ୍ବର ସହିତ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ସମାରୋହ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକର ଶାନ୍ତି ମୈତ୍ରୀ ଉଚ୍ଚ ବିଦ୍ୟାପୀଠ (ଭାଙ୍ଗମୁଣ୍ଡା-ବେହେରାମୁଣ୍ଡା ଛକ) ବିଦ୍ୟାଳୟରେ ଭାଷା, ସାହିତ୍ୟ ସୃଜନଶୀଳତା ଉତ୍ସବ ୨୦୨୪ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରୁକ୍ମଣ ଦିଶ୍ରୀଙ୍କ ସଭାପତିତ୍ୱରେ
Read More...

ଏକ ଦିବସୀୟ ନିଶୁଳ୍କ ଯୋଗ ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ କୋଶଳ କଳା ମଣ୍ଡଳଠାରେ ପତଞ୍ଜଳି ପରିବାର ବଲାଙ୍ଗିର ଆନୁକୁଲ୍ୟରେ ଏକ ଦିବସୀୟ ନିଶୁଳ୍କ ଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି । ଯୋଗ ଋଷି ସ୍ୱାମୀ ରାମଦେବଜୀ ମହାରାଜଙ୍କ ପରମ ଶିଷ୍ୟ ତଥା ପତଞ୍ଜଳି ଯୋଗ ପୀଠ, ହରିଦ୍ୱାରର ମୁଖ୍ୟ କେନ୍ଦ୍ରୀୟ ପ୍ରଭାରୀ
Read More...

ପୋଲିସ ହାଇସ୍କୁଲ ବଲାଙ୍ଗିରରେ ସୃଜନଶୀଳତା ବିକାଶ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ପୋଲିସ ହାଇସ୍କୁଲ ମନୋହରପୁରଠାରେ ଓଡିଶା ସରକାରଙ୍କ ନିର୍ଦ୍ଦେଶରେ ଭାଷା, ସାହିତ୍ୟ ଓ ସୃଜନଶୀଳତା ବିକାଶ ପାଇଁ ବିଭିନ୍ନ ପ୍ରତିଯୋଗିତା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ କୃତି ପ୍ରତିଯୋଗୀମାନଙ୍କୁ ଅପରାହ୍ନ ସମୟରେ
Read More...

ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ନୂଆ-ଓ’ ଓଡିଆ ଭାଷା ସାହିତ୍ୟ ପ୍ରତିଯୋଗିତା ଓ ଜଗନ୍ନାଥ ସଂସ୍କୃତି ଉତ୍ସବ…

ଜରାସିଂହା, (କେପିଏନ୍‌ଏସ୍‌) : ନୂଆ-ଓ କାର୍ଯ୍ୟକ୍ରମ ଅନ୍ତର୍ଗତ ଓଡିଆ ଭାଷା ଓ ଜଗନ୍ନାଥ ପ୍ରଚାର ପ୍ରସାର ପାଇଁ ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ବସନ୍ତ କୁମାର ମନହୀରାଙ୍କ କର କମଳରେ ପ୍ରଭୁ ଜଗନ୍ନାଥଙ୍କ ବିଗ୍ରହ ସମ୍ମୁଖରେ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ଉଦ୍‌ଘାଟିତ ହୋଇଯାଇଛି
Read More...

ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଜଗନ୍ନାଥ ସଂସ୍କୃତି ଉପରେ ଆଲୋଚନାଚକ୍ର

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜି ସ୍ଥିତ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ନୂଆ ଓଡିଶା ଓ ଓଡିଆ ଭାଷା ସାହିତ୍ୟ ସଂସ୍କୃତି ତଥା ଶ୍ରୀ ଜଗନ୍ନାଥ ସଂସ୍କୃତିକୁ ନେଇ ଏକ ସାହିତ୍ୟ ଆଲୋଚନାଚକ୍ର ମହାବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନାଚକ୍ରରେ
Read More...

ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉପଲକ୍ଷେ ଆୟୋଜିତ ପ୍ରତିଯୋଗିତା ଉଦ୍‌ଯାପିତ

ଶ୍ରୀ ଜଗନ୍ନାଥ ସଂସ୍କୃତି ଉପରେ ଆଲୋଚନା ଚକ୍ର କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ସଦର ମହକୁମାସ୍ଥିତ ରାଜୀବ ଗାନ୍ଧୀ ପଂଚାୟତ ସମିତି ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟରେ ଗତ ୧୬.୧.୨୦୨୪ ତାରିଖରୁ ୫ଦିନ ଧରି ଚାଲିଥିବା ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଓ
Read More...

ବିନୋଦ ବିଶ୍ୱାଳଙ୍କ ମାତା ଋକ୍ମଣି ଦେବୀଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ଅଞ୍ଚଳର ଜଣାଶୁଣା ବ୍ୟକ୍ତି ବିନୋଦ ବିଶ୍ୱାଳଙ୍କ ମାତା ଋକ୍ମଣୀ ବିଶ୍ୱାଳ(୯୬)ଙ୍କ ପଲସଦା ପଞ୍ଚାୟତ ରସମୁଣ୍ତା ବାସଭବନରେ ପରଲୋକ ହୋଇଯାଇଛି । ତାଙ୍କର ଗୋଟିଏ ମାତ୍ର ପୁଅ ବିନୋଦ ବିଶ୍ୱାଳ, ବୋହୁ, ଗୋଟିଏ ମାତ୍ର ଝିଅ ଓ ନାତି ନାତୁଣୀଙ୍କୁ ଛାଡି
Read More...

୨୮ତମ ସର୍ବଭାରତୀୟ ବୋରାସମ୍ବର କ୍ରିକେଟ୍‌ କପ୍‌ ଟୁର୍ଣ୍ଣାମେଣ୍ଟ : ବିଲାସପୁର ରେଲବାଇକୁ ହରାଇ ବାପୁଜୀ କ୍ରିକେଟ୍ କ୍ଲବ…

ରବିବାର ଫାଇନାଲ ଖେଳିବେ ଏମ୍‌ଏମ୍‌ସିସି ସମ୍ବଲପୁର ବନାମ ବାପୁଜୀ କ୍ରିକେଟ୍ କ୍ଲବ ଭୁବନେଶ୍ଵର ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ରାଜ ବୋଡାସମ୍ବର ଖେଳପଡିଆଠାରେ ବୋରାସମ୍ବର ସ୍ପୋଟିଙ୍ଗ ଦ୍ୱାରା ଆୟୋଜିତ ୨୮ତମ ସର୍ବଭାରତୀୟ ବୋରାସମ୍ବର କ୍ରିକେଟ କପର ଆଜି
Read More...

ଅଞ୍ଚଳ ମହାବିଦ୍ୟାଳୟରେ ‘ନୂଆ-ଓ’ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ମଞ୍ଚରେ ଗୀତ, ନୃତ୍ୟ ଏବଂ ନାଟକ ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଯାଇଛି । କକ୍ଷ ନମ୍ବର ୧ ଓ କକ୍ଷ ନମ୍ୱର ୨ରେ ହସ୍ତାକ୍ଷର ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ
Read More...
error: Content is protected !!