Daily Archives

ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉପଲକ୍ଷେ କୁନି କୁନି ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ଶୋଭାଯାତ୍ରା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମଙ୍ଗଳବାର ଦିନ ମହାମାୟା ପବ୍ଲିକ ସ୍କୁଲ ପାଇକମାଳର କୁନି କୁନି ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଅବସରରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଯେଉଁଥିରେ ଛାତ୍ରଛାତ୍ରୀମାନେ ରାମ, ଲକ୍ଷ୍ମଣ,ସୀତା, ହନୁମାନ, ଶବରୀ
Read More...

ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୭ମ ଦିନରେ ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ

ମହାପ୍ରଭୁଙ୍କ ଦର୍ଶନ କଲେ, ପରିକ୍ରମା ପ୍ରକଳ୍ପର ଅନୁଭୂତି ପୁଣି ଥରେ ନେଲେ ମୁଖ୍ୟମନ୍ତ୍ରୀମହାପ୍ରଭୁଙ୍କ ନିକଟରେ ଓଡ଼ିଶାବାସୀଙ୍କ ମଙ୍ଗଳ କାମନା କଲେ ମୁଖ୍ୟମନ୍ତ୍ରୀପ୍ରକଳ୍ପର ଭବ୍ୟତା ଓ ଆଧ୍ୟାତ୍ମିକତା ପୂର୍ଣ୍ଣ ପରିବେଶକୁ ଦେଖି ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କଲେ ଭୁବନେଶ୍ଵର :
Read More...

ଶିକ୍ଷକ ବାସୁଦେବ ଭୋଇଙ୍କ ଦେହାନ୍ତରେ ଶୋକସଭା

ଡୁଙ୍ଗୁରିପାଲି, (ସୁଶିଳ କୁମାର ମିଶ୍ର) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବାଙ୍କୀପାଲି କ୍ଲଷ୍ଟରର ବୈରାଗୀମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବାସୁଦେବ ଭୋଇଙ୍କ ଗତ ୧୨ ତାରିଖ ସନ୍ଧ୍ୟା ବେଳେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୪୯ ବର୍ଷ
Read More...

ନୋଡାଲ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ସ୍ଥାନୀୟ ଶାସନ ପଦର ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶିକ୍ଷାନୁଷ୍ଠାନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିମା ନାୟକଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ବତନ ଗୋଷ୍ଟୀ ଶିକ୍ଷାଧିକାରୀ ଆରତୀବାଳା
Read More...

ରେଙ୍ଗାଲପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ରେଙ୍ଗାଲପାଲି କ୍ଲଷ୍ଟର ଅନ୍ତର୍ଗତ ରେଙ୍ଗାଲପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬୬ତମ ବାର୍ଷିକ ଉତ୍ସବର ପ୍ରଥମ ଅଧିବେଶନରେ ପଞ୍ଚାୟତ ସମିତି ଉପାଧ୍ୟକ୍ଷା ଶ୍ରୀମତୀ ଜାନକୀ ବାଣୁଆ ମୁଖ୍ୟ ଅଥିତି ଭାବରେ ଯୋଗଦାନ କରିଥିବା ବେଳେ କେନ୍ଦ୍ର ସାହିତ୍ୟ
Read More...

ଜୟପାଟଣା ସତସଙ୍ଗ ବିହାରଠାରେ ଶ୍ରୀ ଶ୍ରୀ ଅନୁକୂଳ ଚନ୍ଦ୍ର ଠାକୁରଙ୍କ ୧୩୬ତମ ଜନ୍ମୋତ୍ସବ

ଜୟପାଟଣା, (ଶେଷ ଦେବ ବେହେରା) : ଜୟପାଟଣା ସତସଙ୍ଗ କେନ୍ଦ୍ରଠାରେ ଆୟୋଜିତ ସତସଙ୍ଗରେ ଶତାଧିକ ଶ୍ରଦ୍ଧାଳୁଙ୍କ ଭାବ ପୂର୍ଣ୍ଣ ଉପସ୍ଥିତିରେ ଶ୍ରୀ ଶ୍ରୀ ଅନୁକୂଳ ଚନ୍ଦ୍ର ଠାକୁରଙ୍କ ୧୩୬ତମ ଜନ୍ମୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ସମାରୋହରେ ସତ୍ୟ ନାରାୟଣ ପଣ୍ଡା ଅଧ୍ୟକ୍ଷତା କରିଥିବା
Read More...

ବାଲିଗୁଡାରେ ନେତାଜୀ ଓ ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଦେଶଭକ୍ତ, ମୁକ୍ତି ସଂଗ୍ରାମର ଅବିସ୍ମରଣୀୟ ଯୋଦ୍ଧା ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଉତ୍ସବ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ମହାସମାରୋହରେ ପାଳିତ
Read More...

ବାଲୁକା ଶିଳ୍ପୀ ଓମ୍ ପ୍ରକାଶ ସାହୁଙ୍କ ବାଲୁକା ଭାସ୍କର୍ଯ୍ୟ କଳାର ଉଦ୍‌ଯାପନୀ ସମାରୋହ

ତୁଷୁରା, (କେପିଏନ୍‌ଏସ୍‌) : ଗତ ଜାନୁୟାରୀ ୧୪ ତାରିଖ ଅପରାହ୍ନରୁ ପେନ୍ଦିମୁଣ୍ଡା ଘାଟ ତେଲନଦୀଠାରେ ପ୍ରଦର୍ଶିତ ହେଉଥିବା ବାଲୁକା ଶିଳ୍ପୀ ଓମ୍ ପ୍ରକାଶ ସାହୁଙ୍କ ୪୦ ଫୁଟ ଉଚ୍ଚତା ବିଶିଷ୍ଟ ବାଲୁକା ଭାସ୍କର୍ଯ୍ୟ କଳାର ଉଦ୍‌ଯାପନୀ ସମାରୋହ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ନେତାଜୀ ଓ ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ନେତାଜୀଙ୍କ ୧୨୭ତମ ଓ ସୁରେନ୍ଦ୍ର ସାଏଙ୍କ ୨୧୫ତମ ଜୟନ୍ତୀ ପାଳିତ ହୋଇଯାଇଛି । ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅଭୟ ଚରଣ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଶିକ୍ଷକ ସୋମନାଥ ବେହେରା,
Read More...

ବ୍ଲକସ୍ତରୀୟ ଜାତୀୟ ବାଳିକା ଦିବସ ଉଦ୍‌ଯାପିତ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ପରିସରଠାରେ ବ୍ଲକସ୍ତରୀୟ ଜାତୀୟ ବାଳିକା ଦିବସ ସମାରୋହ ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ ସିନିୟର ଓ ଜୁନିୟର ଛାତ୍ରୀମାନଙ୍କୁ ନେଇ ବକୃତା, ଚିତ୍ରାଙ୍କନ ଓ ସ୍ଲୋଗାନ ଲିଖନ ପ୍ରଭୃତି
Read More...
error: Content is protected !!