Daily Archives

ସତିଗୁଡା ମୁଖ୍ୟ କେନାଲରେ ଭାସୁଛି ଜଣେ ବୃଦ୍ଧଙ୍କ ମୃତଦେହ

ମାଲକାନଗିରି : ମାଲକାନଗିରି ସହର ଦେଇ ଯାଇଥିବା ସତିଗୁଡା ମୁଖ୍ୟ କେନାଲରେ ଜଣେ ବୃଦ୍ଧଙ୍କ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଛି । ସୂଚନା ଅନୁଯାୟୀ, କିଛି ଲୋକେ ସକାଳେ ଶୌଚ କରିବାକୁ ଯାଇଥିଲେ । ଏହି ସମୟରେ କେନାଲ ଭିତରେ ଏକ ଶବ ଭାସୁଥିବାର ଦେଖି ପୋଲିସକୁ ଖବର ଦେଇଥିଲେ । ଏହାପରେ
Read More...

କବି ଦିଲ୍ଲୀପ କୁମାର ମିଶ୍ର ପାଇଲେ ଅଙ୍ଗରା ସମ୍ମାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରୁମ୍‌କୁଝୁମାନା ଏବଂ ଅଙ୍ଗରା ସାହିତ୍ୟ ଅନୁଷ୍ଠାନର ମିଳିତ ଉଦ୍ୟମରେ ସେଲେଡି ଗାଁଠାରେ ନେତାଜୀ ଜୟନ୍ତୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ଉପଲକ୍ଷେ ଏକ ସାହିତ୍ୟ ସମ୍ବିଳନୀ ଆୟୋଜିତ ହୋଇଯାଇଛି । ସୋନପୁର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ମଞ୍ଚରେ ମଞ୍ଚାସିନ
Read More...

ସହିଦ ସମ୍ମାନ ସମାରୋହ ୨୦୨୪ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ସାମାଜିକ ତଥା ସହିଦଙ୍କ ପ୍ରତି ସମର୍ପିତ ଅନୁଷ୍ଠାନ ଉଦାହରଣ ଟ୍ରଷ୍ଟ ତରଫରୁ ଦ୍ୱିତୀୟ ସହିଦ ସମ୍ମାନ ସମାରୋହ ୨୦୨୪ ସ୍ଥାନୀୟ ସିଭିକ୍‌ ସେଣ୍ଟରଠାରେ ଅନୁଷ୍ଠିତ ହୋଇଯାଇଛି । ଟ୍ରଷ୍ଟର ଅଧ୍ୟକ୍ଷ ପ୍ରାକ୍ତନ ସିଆର୍‌ପିଏଫ୍‌ ଡିଆଇଜି ଦୟାନିଧି ତନ୍ତୀଙ୍କ
Read More...

ଶ୍ରୀ ଶ୍ରୀ ତାରାତାରିଣୀ ମନ୍ଦିରରେ ପୂଜାର୍ଚ୍ଚନା

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୬ ହିଲ୍‌ଟପ୍‌ ସ୍ଥିତ ରାଜ୍ୟର ଦ୍ଵିତୀୟ ଶ୍ରୀ ଶ୍ରୀ ତାରାତାରିଣୀ ମନ୍ଦିର ପରିସରରେ ବିଶ୍ଵର ଶାନ୍ତି ନିମନ୍ତେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଇଥିଲା । ମନ୍ଦିରର ନୂତନ ପରିଚାଳନା ଟ୍ରଷ୍ଟର ଉପସଭାପତି ସଞ୍ଜୁକ୍ତା ରାଜଗୁରୁ ମହାପାତ୍ରଙ୍କ
Read More...

ଓଡିଆ ଭାଷା ବିକାଶ ମଞ୍ଚ ପକ୍ଷରୁ ନେତାଜୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡ଼ିଆ ଭାଷା ବିକାଶ ମଞ୍ଚ ତରଫରୁ ଶକ୍ତି ନଗର ସ୍ଥିତ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ଉଭୟ ମନିଷୀଙ୍କ
Read More...

କୋଏଲ ନଗର ଗ୍ରୀନ୍ ପାର୍କଠାରେ ବାର୍ଷିକ ବନ୍ଧୁ ମିଳନ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲ ନଗର ସ୍ଥିତ ଗ୍ରୀନ୍ ପାର୍କଠାରେ ବାର୍ଷିକ ବନ୍ଧୁ ମିଳନ ଅନୁଷ୍ଠିତ ହୋଇଯାଇଛି । କୋଏଲ ନଗର ବାସିନ୍ଦାଙ୍କୁ ନେଇ ଗଠିତ ହୋଇଥିବା ଅନୁଷ୍ଠାନର ସଭାପତି ବିଶିକେଶନ ସୂତାରଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ଦିଲ୍ଲୀପ ପୁହାଣଙ୍କ ଆବାହକତ୍ଵ ତଥା
Read More...

ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ଵର ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର କଣ୍ଟ୍ରାକ୍ଟର କଲୋନୀ ସ୍ଥିତ ହନୁମାନ ମନ୍ଦିର ପ୍ରାଙ୍ଗଣରେ ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ଵର ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଚତୁର୍ଦ୍ଦିବସୀୟ କାର୍ଯ୍ୟକ୍ରମରେ ଗତ ୧୯ ତାରିଖ ଦିନ କଳସ ଯାତ୍ରା, ମଣ୍ଡଳୀ
Read More...

ଆନ୍ତର୍ଜାତୀୟ ଶିକ୍ଷା ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରତିବର୍ଷ ଜାନୁଆରୀ ୨୪ରେ ପାଳନ କରାଯାଉଥିବା "ଆନ୍ତର୍ଜାତୀୟ ଶିକ୍ଷା ଦିବସ" ସମସ୍ତଙ୍କ ପାଇଁ ଶିକ୍ଷାର ମହତ୍ତ୍ଵକୁ ଦର୍ଶାଇବା ନିମନ୍ତେ ଏକ ମହତପୂର୍ଣ୍ଣ ଉତ୍ସବ ଅଟେ । ୨୦୨୪ ପାଇଁ ବିଷୟବସ୍ତୁ ହେଉଛି “ସ୍ଥାୟୀ ଶାନ୍ତି ପାଇଁ ଶିକ୍ଷା” । ଏହି ଥିମ୍
Read More...

ରାଜମିସ୍ତ୍ରୀଙ୍କୁ ନିର୍ମମ ହତ୍ୟା ଘଟଣା : ତିନିଦିନ ପରେ ମଧ୍ୟ ପୁଲିସର ହାତ ଖାଲି

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପଣସପଡ଼ି ସାହିର ପ୍ରଶାନ୍ତ ପୂଜାରୀ ନାମକ ଜଣେ ରାଜମିସ୍ତ୍ରୀଙ୍କୁ ଏକ ନିର୍ମାଣାଧୀନ କୋଠା ମଧ୍ୟରେ ନିର୍ମମ ଭାବେ ହତ୍ୟା କରାଯିବା ଘଟଣାକୁ ମଙ୍ଗଳବାର ତିନିଦିନ ବିତିଥିବା ବେଳେ ପୁଲିସର ହାତ ଖାଲି ରହିଛି
Read More...

ଦୁଇ ଫେରାର ଆସାମୀ ୱାରେଣ୍ଟ ବଳରେ ଗିରଫ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ପୁଲିସ ମଙ୍ଗଳବାର ଦୁଇଜଣ ଫେରାର ଆସାମୀକୁ ୱାରେଣ୍ଟ ବଳରେ ଗିରଫ କରି କୋର୍ଟ ଚାଲାଣ କରିଛି । ପ୍ରକାଶ ଯେ, ୨୦୦୮ କନ୍ଧମାଳ ଦଙ୍ଗା ମାମଲାରେ ସମ୍ପୃକ୍ତ ରହିଥିବା ଅଭିଯୋଗରେ
Read More...