Daily Archives

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଯୋଗୀମୁଣ୍ଡାଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ପାଟଣାଗଡ଼, (ଅଶୋକ କୁମାର ବାଗ) : ପାଟଣାଗଡ଼ ବ୍ଲକ ଯୋଗୀମୁଣ୍ଡା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ଶିଶୁ ମନ୍ଦିର ପରିଚାଳନା କମିଟି ସଭାପତି ଜତୀ ପଧାନ,
Read More...

ଖପ୍ରାଖୋଲରେ ୟୁଥ୍ ବ୍ଲଡ ଡୋନର ଗୃପ ତରଫରୁ ରକ୍ତଦାନ ଶିବିର, ୪୨ ୟୁନିଟ ରକ୍ତ ସଂଗ୍ରହ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ବ୍ଲକ୍ ସଭାଗୃହଠାରେ ୟୁଥ୍ ବ୍ଲଡ ଡୋନର ଗୃପ୍ ତରଫରୁ ରକ୍ତଦାନ ଶିବିର ଗଣତନ୍ତ୍ର ଦିବସ ଅବସରରେ ଶୁକ୍ରବାର ଆୟୋଜିତ ହୋଇଯାଇଛି । ଶିବିରରେ ମୁଖ୍ୟ ଅତିଥି ରୂପେ ବ୍ଲକ୍ ଅଧକ୍ଷା ନିରୁପମା ପଟେଲ, ସମ୍ମାନିତ ଅତିଥି ରୂପେ ବିଡ଼ିଓ ଆକାଶ ରଞ୍ଜନ ସାହୁ,
Read More...

ଦେବଦୂତ ସାଜିଲେ ଡବ୍ଳୁଓଡିସି ବିଶେଷଜ୍ଞ ସଦସ୍ୟ ଅବିନାଶ ଠାକୁର

କଳାହାଣ୍ଡି, (ହେମନ୍ତ ସାହୁ) : ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ ବ୍ୟକ୍ତିଙ୍କ ପାଇଁ ଦେବଦୂତ ସାଜି ରକ୍ଷା କରିବା ସହ ବିପଦ ସମୟରେ ମାନବିକତା ଦେଖାଇଛନ୍ତି ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ବିଶେଷଜ୍ଞ ସଦସ୍ୟ ଅବିନାଶ ଠାକୁର । ଆଜି ଦିନ ୨ଟା ସମୟରେ ସେରଗଡ ତାରିଣୀ ମନ୍ଦିର ପୂର୍ବରୁ ଏକ
Read More...

ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକର ଏକମାତ୍ର ବାଳିକା ଉଚ୍ଚ ବିଦ୍ୟାଳୟ ପାଇକମାଲଠାରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି । ଏହି ଦିବସରେ ବିଦ୍ୟାଳୟର ପ୍ରତିଷ୍ଠାତା ସଦସ୍ୟ ତଥା ପୂର୍ବତନ ବିଧାୟକ ପ୍ରଦୀପ କୁମାର ପୁରୋହିତ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ
Read More...

ଚଲକି ପଞ୍ଚାୟତରେ ବିଜେଡ଼ି ଦଳ ପକ୍ଷରୁ ଶଙ୍ଖ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ବ୍ଲକ ଚଲକି ପଂଚାୟତରେ ଶୁକ୍ରବାର ତୃତୀୟ ଦିବସରେ ଶଙ୍ଖ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଜନହିତକର ଯୋଜନା ବିଷୟରେ ଲୋକଙ୍କୁ ସଚେତନତା ପାଇଁ ଚଳକି ସଦର
Read More...

ଭବାନୀପାଟଣାରେ ୭୫ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଭବାନୀପାଟଣା, (ଶୁଭେନ୍ଦୁ କୁମାର ପଣ୍ଡା) : ୭୫ତମ ସାଧାରଣତନ୍ତ୍ର ଦିବସ ପାଇଁ ପୁରଠୁ ପଲ୍ଲୀ ଉତ୍ସବ ମୁଖର ହୋଇ ଉଠିଛି । ଏହାକୁ ନେଇ ସବୁଠି ଉତ୍ସାହର ମାହୋଲ । ତ୍ରିରଙ୍ଗା ରଙ୍ଗରେ ରଙ୍ଗୀନ ହୋଇଛି ଗାଁଠୁ ସହର । ସାରା ଦେଶରେ ଉଡୁଛି ତ୍ରିରଙ୍ଗା ପତାକା । ସବୁଠି ଗୁଞ୍ଜରିତ ହେଉଛି ଜାତୀୟ
Read More...

ଚନ୍ଦନଭାଟି ଶିଶୁ ମନ୍ଦିରରେ ସାଧାରଣତନ୍ତ୍ର ଦିବସ ପାଳିତ

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଚନ୍ଦନଭାଟିଠାରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଘୋଷ ବାଦ୍ୟ ଓ ନାରା ସହିତ ବିଦ୍ୟାଳୟରୁ ସମସ୍ତ ଶିଶୁ ଭାଇଭଉଣୀ ଓ ଆଚାର୍ଯ୍ୟ, ଆଚାର୍ଯ୍ୟା ସକାଳ ଘ୭.୩୦ମି.ରେ ଚନ୍ଦନଭାଟି ଗ୍ରାମ ପରିକ୍ରମା କରିଥିଲେ ଓ
Read More...

‘ଶବ୍ଦ ସୁରଭି’ର ଭଞ୍ଜ ବିଶେଷାଙ୍କ ଉନ୍ମୋଚନ ଓ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ସାହିତ୍ୟାନୁଷ୍ଠାନ ଭଜକୃଷ୍ଣ ସାରସ୍ଵତ ସ୍ମୃତି ସଂସଦ ଓ ରାଉରକେଲା କଲେଜ, ରାଉରକେଲା ଓଡ଼ିଆ ବିଭାଗର ମିଳିତ ଆନୁକୂଲ୍ୟରେ ସାହିତ୍ୟ ପତ୍ରିକା 'ଶବ୍ଦ ସୁରଭି'ର ଭଞ୍ଜ ବିଶେଷାଙ୍କ ଉନ୍ମୋଚନ ଓ ଆଲୋଚନାଚକ୍ର କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଂସଦର
Read More...

ମୁରିବାହାଲରେ ୭୫ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅଞ୍ଚଳର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ବ୍ୟବସାୟିକ ପ୍ରତିଷ୍ଠାନ ସବୁଠାରେ ୭୫ତମ ସାଧାରଣତନ୍ତ୍ର ଦିବସ ଧୁମ୍‌ଧାମ୍‌ର ସହ ପାଳିତ ହୋଇଯାଇଛି । ନିଜ ନିଜ କାର୍ଯ୍ୟାଲୟରେ ଦିବସକୁ ପାଳନ କରିବା ପରେ
Read More...

ପଲ୍ଲୀ ଆଲୋକ ପାଠାଗାର ପକ୍ଷରୁ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପଲ୍ଲୀ ଆଲୋକ ପାଠାଗାର ନଅଗାଁ (ଖ) ତରଫରୁ ୭୫ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ସମ୍ପାଦକ ପ୍ରଶାନ୍ତ ନାୟକଙ୍କ ପରିଚାଳନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ
Read More...
error: Content is protected !!