Daily Archives

୭୫ତମ ସାଧାରଣତନ୍ତ୍ର ଦିବସରେ କଳିକେଶ ନାରାୟଣ ସିଂହଦେଓଙ୍କ ସେବା ମନୋବୃତ୍ତି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏକ ସ୍ୱତନ୍ତ୍ର ଚିନ୍ତନରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ କଲେ ବଲାଙ୍ଗିରର ପୂର୍ବତନ ସାଂସଦ ତଥା ବର୍ତ୍ତମାନର ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓ । ସାଧାରଣତନ୍ତ୍ର ଦିବସରେ ସେବା ମନୋବୃତ୍ତି କାର୍ଯ୍ୟକ୍ରମରେ ଯୋଗଦେଇ ସମାଜର
Read More...

ଓଡିଶା ଷ୍ଟେଟ ବିଗ୍ରେଡ ସ୍କୁଲର ବାର୍ଷିକ ଉତ୍ସବ ୨୦୨୪ ପାଳିତ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁରଠାରେ ଓଡିଶା ଷ୍ଟେଟ ବିଗ୍ରେଡ ସ୍କୁଲର ସଭାପତି ତଥା ଆଇନଜୀବୀ ବିଶ୍ୱମ୍ବର ରଣାଙ୍କ ଅଧ୍ୟକ୍ଷତାରେ ବାର୍ଷିକ ଉତ୍ସବ ୨୦୨୪ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୁପିନ୍ଦର ସିଂ, ମୁଖ୍ୟ
Read More...

ବିଚାର ବିଭାଗୀୟ ଅବସରପ୍ରାପ୍ତ କର୍ମଚାରୀ ସଂଘ ଗଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବିଚାର ବିଭାଗରୁ ଅବସର ଗ୍ରହଣ କରିଥିବା କର୍ମଚାରୀଙ୍କର ଏକ ସମାବେଶ ରଣ୍ଡା ସ୍ଥିତ ଫାର୍ମ ହାଉସରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସମବେଶରେ ୪୦ ଜଣରୁ ଅଧିକ ଅବସରପ୍ରାପ୍ତ ବିଚାର ବିଭାଗ କର୍ମଚାରୀ ଯୋଗ ଦେଇଥିଲେ ଏବଂ ସଂଘ ଗଠନ କରା୍‌ାଇଥିଲା । ସଂଘର
Read More...

ବାଲିଗୁଡ଼ା ଆଦର୍ଶ ପୋଖରୀରେ ବୋଟିଂ ବ୍ୟବସ୍ଥା ଓ କଲେଜ ନିକଟରେ ଆକର୍ଷଣୀୟ ସେଲ୍‌ଫି ପଏଣ୍ଟ ଉଦ୍‌ଘାଟିତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁଦାନ କ୍ରମେ ବିକାଶ ପଥରେ ଆଗଇ ଚାଲିଛି ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ । କନ୍ଧମାଳ ଜିଲ୍ଲାରେ ପ୍ରଥମ ଥର ପାଇଁଁ ବାଲିଗୁଡ଼ା ବସ୍‌ଷ୍ଟାଣ୍ଡ୍ ନିକଟସ୍ଥ ଆଦର୍ଶ ପୋଖରୀରେ ଆରମ୍ଭ ହୋଇଛି ବୋଟିଂ
Read More...

ଗାନ୍ଧିପାଠାଗାରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଟିକ୍ରାପଡା ସ୍ଥିତ ଗାନ୍ଧୀପାଠାଗାରରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ପ୍ରାତଃ ରାମଧୁନ ସହ ଜାତୀୟ ପତାକା ଉତ୍ତୋଳନ ପାଠାଗାରର ପୂର୍ବତନ ସଭାପତି ବିକ୍ରମାନନ୍ଦ ବହିଦାର କରିଥିଲେ ଏବଂ ପାଠାଗାର ସଭାପତି ପ୍ରକାଶ ନେପାକ, ସଂପାଦକ
Read More...

ଭାଲେର ଧନୁଯାତ୍ରା କଂସ ଦରବାରରେ ନରସିଂହ

ପଶ୍ଚିମାଂଚଳ ପ୍ରତି ଅବହେଳା କଂସର ରାଜ୍ୟ ହୋଇପାରେ ଦୁଇଫାଳ : ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭାଲେର ଧନୁଯାତ୍ରା କଂସ ଦରବାରରେ ଯୋଗ ଦେଇଛନ୍ତି ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର । ସେ କହିଛନ୍ତି ଯେ, ବର୍ତ୍ତମାନର ରାଜନୈତିକ ପରିସ୍ଥିତିରେ ଦେଖାଯାଉଛି ରାଜକୋଷ ସିଂହ ଭାଗ
Read More...

ବଙ୍ଗୋମୁଣ୍ଡା କପ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ

ଭୋଜପୁରକୁ ପରାସ୍ତ କରି ଘୁଷୁରାମୁଣ୍ଡା ଦଳ ଚାମ୍ପିଆନ ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଖେଳପଡିଆଠାରେ ସ୍ୱାମୀ ବିବେକାନନ୍ଦ ଏଥଲାଟିକ୍ସ ଏସୋସିଏସନ୍‌ ବଙ୍ଗୋମୁଣ୍ଡା ପକ୍ଷରୁ ଚାଲିଥିବା ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ
Read More...

ଗଞ୍ଜାମ ଜିଲ୍ଲାପ୍ରଶାସନ ଓ ଗଣମାଧ୍ୟମ ଟିମଙ୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ୍ ଅନୁଷ୍ଠିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ଗଞ୍ଜାମ ଜିଲ୍ଲା ସଦରମହକୁମା ଛତ୍ରପୁର ସ୍ଥିତ ମୁଖ୍ୟ ଷ୍ଟାଡିୟମ୍‌ଠାରେ ବିଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପୂର୍ବାହ୍ନ ୧୧ଟା ସମୟରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ଏକାଦଶ ଓ ଗଣମାଧ୍ୟମ ଏକାଦଶଙ୍କ ମଧ୍ୟରେ ଏକ
Read More...

୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମର ଅମୃତ ସରୋବରଠାରେ ୭୫ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମା' ସାହାଜୀ
Read More...

ଛତ୍ରପୁର ପୋଲିସ୍ ପ୍ୟାରେଡ଼ ପଡ଼ିଆଠାରେ ଜିଲ୍ଲାସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ସ୍ଥିତ ରିଜର୍ଭ ପୋଲିସ୍ ପ୍ୟାରେଡ଼ ପଡ଼ିଆଠାରେ ଆୟୋଜିତ ଜିଲ୍ଲାସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଜାତୀୟ ଦିବସରେ ଓଡ଼ିଶାର ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି
Read More...
error: Content is protected !!