Daily Archives

ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକ ଶିକ୍ଷାଧିକାରୀ ଲୋକନାଥ ଭୋଇଙ୍କ ସଭାପତିତ୍ୱରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରପ୍ରାପ୍ତ ଶିକ୍ଷକ ଓ ଛାତ୍ରମାନଙ୍କୁ ନେଇ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଗୋପାଳଜୀ ପ୍ରସାଦ
Read More...

ଖାସବାହାଲରେ ୯ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ଉଦ୍‌ଯାପିତ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଖାସବାହାଲ ଗାୟତ୍ରୀ ପରିବାର ଦ୍ୱାରା ଗତ ୨ ଦିନ ଧରି ନଅ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ରବିବାର ମହାଆଡମ୍ବରରେ ଉଦ୍‌ଯାପିତ ହୋଇଯାଇଛି । ଏଥିରେ ଭଦ୍ରା ପଞ୍ଚାୟତ ଖାସବାହାଲ ଗ୍ରାମ ଯାନୀ ପଡିଆଠାରେ ଆୟୋଜକ ପରମାନନ୍ଦ ରଣା ତାଙ୍କ
Read More...

ଆମ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା : ଜଗନ୍ନାଥ ସଂସ୍କୃତି ସମ୍ପର୍କରେ ଆଲୋଚନାଚକ୍ର

କଳାହାଣ୍ଡି, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ୍ ସାନଚେର ଗାଆଁ ବସ୍ତରାଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ତ୍ରିଲୋଚନ ସାହୁଙ୍କ ସଭାପତିତ୍ୱରେ
Read More...

ହାପି ମୋମେଣ୍ଟସ୍‌ର ୧୦ମ ପ୍ରତିଷ୍ଠା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ହାପି ମୋମେଣ୍ଟସ୍‌ର ୧୦ମ ପ୍ରତିଷ୍ଠା ଦିବସ ଭଞ୍ଜ ଭବନ ପ୍ରେକ୍ଷାଳୟଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ଆବାହକତ୍ଵ ସୁଶ୍ରୀ ମୋନାଲିସା ସାହୁ ଓ ଅନିଲ ମଲ୍ଲିକଙ୍କ ସଂଯୋଜନାରେ
Read More...

ସାଧାରଣତନ୍ତ୍ର ଦିବସରେ ୨ ଜଣ ଆଦର୍ଶ ଶିକ୍ଷକଙ୍କୁ ସମ୍ମାନିତ କଲେ ବିଡ଼ିଓ : ଶିକ୍ଷକ ମହଲରେ ବେଶ ଉତ୍ସାହ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ରମେଶ ସିଂ ଭୋଇ ଷ୍ଟାଡିୟମ ପରିସରରେ ବ୍ଲକ ପ୍ରଶାସନ ଆନୁକୂଲ୍ୟରେ ୭୫ତମ ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ବ୍ଲକର ୨ ଜଣ ର୍ଦୁର୍ଯ୍ୟାଧନ ସେନାପତି ଓ ଘନଶ୍ୟାମ ଦଣ୍ଡସେନାଙ୍କୁ ଆଦର୍ଶ ଶିକ୍ଷକ
Read More...

ନଗର ଉନ୍ନୟନ ଗୃହ କମିଟି ବୈଠକରେ ନିର୍ଦ୍ଦେଶ ଦେଲେ ଅଧ୍ୟକ୍ଷ ନରସିଂହ

ମହାରାଣୀ ସାଗର, ଇନ୍ଦିରାନଗର ଓ ଲକ୍ଷ୍ମୀଯୋର କଡରେ ରହୁଥିବା ଲୋକଙ୍କୁ ଜମିପଟ୍ଟା ପ୍ରଦାନର ହେବ ବ୍ୟବସ୍ଥା : ନରସିଂହଉପସ୍ଥିତ ବିଭାଗୀୟ ଅଧିକାରୀଙ୍କ ସହମତି, ଜମି ଜବରଦଖଲକାରୀ ପାଇବେ ଜମି ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭୁବନେଶ୍ୱର ବିଧାନସଭା ପରିସର ସଭାଗୃହ ନଗର ଉନ୍ନୟନ ବିଭାଗ ଗୃହ
Read More...

ଅନୁସୂଚିତ ବର୍ଗ ସମ୍ମିଳନୀରେ ଯୋଗ ଦେଲେ ସମରେନ୍ଦ୍ର

ଅନୁସୂଚିତ ବର୍ଗର ସାମଗ୍ରିକ ବିକାଶ ପାଇଁ ଆମକୁ ଏକତାବଦ୍ଧ ହେବାକୁ ପଡିବ : ସମରେନ୍ଦ୍ର ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅନୁସୂଚିତ ବର୍ଗ ସମ୍ମିଳନୀରେ ଯୋଗ ଦେଲେ ସମରେନ୍ଦ୍ର । ଏହି ଅବସରରେ ସେ କହିଛନ୍ତି ଯେ, ଦେଶରେ ଏକ ସନ୍ତୁଳିତ ବିକାଶ କରିବା ପାଇଁ କଂଗ୍ରେସ ସବୁବେଳେ ଚେଷ୍ଟା
Read More...

ମୁରିବହାଲ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ’,…

୪୦ ଜଣ ଉତ୍ତୀର୍ଣ୍ଣ ପ୍ରତିଯୋଗୀଙ୍କୁ ପୁରସ୍କୃତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଂଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡ଼ିଶା ସରକାରଙ୍କ ନୂଆ-ଓ ଯୁବ ଓଡିଶା ନବୀନ ଓଡ଼ିଶା ପକ୍ଷରୁ ଚାଲିଥିବା ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ, ଶ୍ରୀମନ୍ଦିର
Read More...

୫-ଟି ସ୍କୁଲରେ ବିଦ୍ୟୁତ ସେବା ବନ୍ଦ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ଲକ ଖୁଜେନପାଲି ହାଇସ୍କୁଲକୁ ବିଦ୍ୟୁତ ବିଭାଗ ତରଫରୁ ବିଦ୍ୟୁତ କାଟ କରାଯାଇ ଥିବା ଅଭିଯୋଗ ହେଉଛି । ବିଶେଷ ସୁତ୍ରରୁ ପ୍ରାପ୍ତ ଖବର ଅନୁଯାୟୀ, ଭଗବାନ ବିଦ୍ୟା ମନ୍ଦିର, ଖୁଜେନପାଲି ତୃତୀୟ ପର୍ଯ୍ୟାୟରେ ୫-ଟିରେ ସାମିଲ ହୋଇଛି । ସ୍କୁଲ
Read More...

ଆତ୍ମସୁରକ୍ଷା ତାଲିମ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପୁଇଁତଲା ବ୍ଲକ ଅଧିନସ୍ଥ ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମସୁରକ୍ଷା ତାଲିମ ପ୍ରଶିକ୍ଷଣ ଶିବିର ଅଧ୍ୟକ୍ଷ ସୁଦାମ ଚରଣ ଖମାରୀଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି । ଅଧ୍ୟାପିକା ପଦ୍ମାଳୟା ତ୍ରିପାଠୀ ଆତ୍ମସୁରକ୍ଷା ତାଲିମ
Read More...
error: Content is protected !!