Monthly Archives

January 2024

ସ୍କୁଲରୁ ଫେରିବା ବେଳେ ଧକ୍କା ଦେଲା ଟ୍ରାକ୍ଟର

ଭଦ୍ରକ : ସ୍କୁଲରୁ ଫେରିବା ବେଳେ ଧକ୍କା ଦେଲା ଟ୍ରାକ୍ଟର । ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଅଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ଆଗରପଡା ଥାନା ଅଧିନ ନୂଆପୋଖରୀ ଧାନଘର ନିକଟରେ ଏହି ଦୁର୍ଘଟଣା ଘଟିଛି । ଧାନଘର
Read More...

ନିଶ୍ଚିନ୍ତକୋଇଲି ସଡ଼କ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ, ୨୦ ଜଣ ଆହତ ଘଟଣା : ମୁଖ୍ୟମନ୍ତ୍ରୀଙ୍କ ଶୋକ

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନିଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଆଜି କଟକ ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲିଠାରେ ଏକ ସଡ଼କ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ
Read More...

ସାମ୍ବାଦିକଙ୍କ ପିତୃ ବିୟୋଗ

ପଦ୍ମପୁର : (କେପିଏନ୍‌ଏସ୍‌) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ପୁରେନା ଗ୍ରାମର ଯୁବ ସାମ୍ବାଦିକ ନିରୋଜ କୁମାର ପାଣୀଙ୍କ ପିତା ଲଲିତ ମୋହନ ପାଣୀଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହେଉଥିଲା । ସେ ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଅନୁଭବ କରିବା ଯୋଗୁଁ
Read More...

ପ୍ରଗତି ଉତ୍କଳ ସଂଘର ମୋ ପ୍ରିୟ କବି ଓ କବିତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୁରାତନ ସାହିତ୍ୟାନୁଷ୍ଠାନ ପ୍ରଗତି ଉତ୍କଳ ସଂଘର ମୋ ପ୍ରିୟ କବି ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ସଂଘ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ନବବର୍ଷ ଦିନ ଭଳି ଚଳିତ ବର୍ଷ ଏହି କାର୍ଯ୍ୟକ୍ରମରେ ସଂଘର ସଭାପତି ପ୍ରତାପ କୁମାର ସ୍ୱାଇଁଙ୍କ
Read More...

ବିଶ୍ୱ ଅନ୍ତର୍ମୁଖୀ ବ୍ୟକ୍ତି ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଜାନୁଆରୀ ୨ରେ "ବିଶ୍ୱ ଅନ୍ତର୍ମୁଖୀ ବ୍ୟକ୍ତି ଦିବସ" ପାଳନ କର ଏବଂ ତୁମର ଭିତରର ଅନ୍ତଃ କରଣକୁ ଆଲିଙ୍ଗନ କର । ଏହି ବାର୍ଷିକ ଛୁଟି ଅନ୍ତର୍ମୁଖୀ ବ୍ୟକ୍ତିଙ୍କ ଅନନ୍ୟ ଶକ୍ତିକୁ ସମ୍ମାନ ଦେବା ପାଇଁ ସୃଷ୍ଟି କରାଯାଇଥିଲା ଯେଉଁଥିରେ ଚିନ୍ତାଧାରା,
Read More...

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଥାନା ୨୬ ନଂ ଜାତୀୟ ରାଜପଥ ବୁର୍ଡାଛକ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜନୈକ ଯୁବକଙ୍କ ମୃତ୍ୟୁ ହୋଇଯାଇଥିବା ଜଣାଯାଇଛି । ମୃତକ ଜଣକ ନିକଟସ୍ଥ ଚୌହାନପାଲି ଗ୍ରାମର ବିନୋଦ ବାରିକ ବୋଲି ଜଣାଯାଇଛି । ସେ ଯୋଗ ପ୍ରଶିକ୍ଷକ
Read More...

ଟିଟିଲାଗଡ଼ ପୌର ପରିଷଦ ପକ୍ଷରୁ ନୂଆ-ଓ ଯୁବ ଓଡ଼ିଶା କ୍ରୀଡା କାର୍ଯ୍ୟକ୍ରମର ପୁରସ୍କାର ବିତରଣୀ ଉତ୍ସବ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଟିଟିଲାଗଡ଼ ପୌର ପରିଷଦ ଦ୍ୱାରା ନୂଆ-ଓ କାର୍ଯ୍ୟକ୍ରମ ମାଧ୍ୟମରେ ୧୩ରୁ ୧୫ ବର୍ଷ ଯୁବ କ୍ରୀଡା ପ୍ରେମୀଙ୍କୁ ନେଇ କ୍ରିକେଟ, ଫୁଟବଲ, ହକି, ଖୋ-ଖୋ, କବାଡି, ଭଲିବଲ ପ୍ରତିଯୋଗିତାମାନ ଆୟୋଜନ କରାଯାଇଥିଲା । ସେହି
Read More...

ରେଡକ୍ରସ ତରଫରୁ ନୂତନ ବର୍ଷରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ନୂତନ ବର୍ଷକୁ ବିଭିନ୍ନ ବ୍ୟକ୍ତି, ଗୋଷ୍ଠୀ ତଥା ସାମାଜିକ ଅନୁଷ୍ଠାନ ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମାଧ୍ୟମରେ ସୁସ୍ୱାଗତ କରୁଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଲା ଜୁନିୟର ରେଡକ୍ରସ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜିରୋ ନାଇଟରେ ସ୍ୱେଚ୍ଛାକୃତ
Read More...

କାର ଦୁର୍ଘଟଣାରେ ଡେଲାଙ୍ଗ କଲେଜ ଅଧ୍ୟାପିକା ଗୁରୁତର ଆହତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ କଲେଜ ଅଧ୍ୟାପିକା ଡଃ ସ୍ନେହାଞ୍ଜଳି ମହାନ୍ତି ଘରୁ କାର ଯୋଗେ କଲେଜ ଆସୁଥିବା ବେଳେ ଡେଲାଙ୍ଗ ଥାନା ସଂନିକଟ ରେଞ୍ଚଠାରେ କାରର ଷ୍ଟେରିଙ୍ଗ ଯାମ ହେତୁ ଗାଡିଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଥିଲା । ଏହି ଦୁର୍ଘଟଣାରେ କାର ସମ୍ମୁଖ ଭାଗ
Read More...

ଆର୍‌ସିଡ଼ିସି କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ବିୟୋଗରେ ଶୋକସଭା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜଙ୍ଗଲ ସୁରକ୍ଷାକୁ ଏକ ଜନ ଆନ୍ଦୋଳନରେ ପରିଣତ କରିଥିବା ଅଗ୍ରଣୀ ସ୍ଵେଚ୍ଛାସେବୀ ସଂଗଠନ ଆର୍‌ସିଡ଼ିସି(RCDC) ଭୁବନେଶ୍ୱରସ୍ଥିତ କାର୍ଯ୍ୟାଳୟର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ କୈଳାଶ ଚନ୍ଦ୍ର ଦାସଙ୍କ ଅକାଳ ବିୟୋଗରେ ବଲାଙ୍ଗିରସ୍ଥିତ କାର୍ଯ୍ୟାଳୟଠାରେ ଏକ
Read More...