Monthly Archives

January 2024

ମାଆ ଡୋକରି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ଉମାଶଙ୍କର ଉଚ୍ଚ ବିଦ୍ୟାଳୟ ପଡିଆଠାରେ ଆୟୋଜିତ ମାଆ ଡୋକରି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଆୟୋଜକ ଜୟପାଟଣା ବେଷ୍ଟ ଇଲେଭେନ କ୍ରିକେଟ ଟିମ୍‌ର ତିରିଶ ବର୍ଷ ପୂର୍ତ୍ତି ଅବସରରେ ଏହି ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇଥିଲା । ଏଥିରେ
Read More...

ଡୁଙ୍ଗୁରିପାଲି ହାଇସ୍କୁଲର ୧୯୯୨ ମେଟ୍ରିକ ବ୍ୟାଚର ବନ୍ଧୁ ମିଳନ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଡୁଙ୍ଗୁରିପାଲି ଉଚ୍ଚ ବିଦ୍ୟାଳୟର ୧୯୯୨ ମେଟ୍ରିକ ବ୍ୟାଚର ଛାତ୍ରଛାତ୍ରୀମାନଙ୍କର ୧୭ତମ ପାରିବାରିକ ମିଳନ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଭାପତି ଦୟାମୟ ଭୁକ୍ତା, ସଂଯୋଜକ ବଳରାମ ଅଗ୍ରୱାଲ, ମୁଖ୍ୟ ଆବାହକ ପ୍ରଫୁଲ୍ଲ ସ୍ୱାଇଁ,
Read More...

ନୂଆ ପରଭାରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ଵରୀ

ସମ୍ୱଲପୁର : ନୂଆ ପରଭାରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ଵରୀ । ନୂଆ ବର୍ଷରେ ନୂଆ ରୂପା ପରଭା ଓ ଛତରରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା ସମଲେଶ୍ଵରୀ । ସକାଳ ୫ଟାରେ ମଙ୍ଗଳ ଆଳତି ଓ ନୀତିକାନ୍ତି ସରିଲା ପରେ ସକାଳ ୬ଟାରୁ ଭକ୍ତଙ୍କ ଦର୍ଶନ ଆରମ୍ଭ ହୋଇଛି । ତେବେ ନୂଆ ବର୍ଷରେ ମାଆ
Read More...

ନଡ଼ିଆରାଣୀଙ୍କ ପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼, ସୁନାବେଶରେ ଦର୍ଶନ ଦେଉଛନ୍ତି ମାଆ ତାରିଣୀ

କେନ୍ଦୁଝର : କେନ୍ଦୁଝର ଅଧିଷ୍ଠାତ୍ରୀ ଦେବୀ ନଡ଼ିଆରାଣୀ ମା’ ତାରିଣୀଙ୍କ ପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼ । ନବବର୍ଷ ଅବସରରେ ମା’ଙ୍କୁ ମୁଣ୍ଡିଆ ମାରି ଦିନ ଆରମ୍ଭ କରୁଛନ୍ତି ଭକ୍ତ ଆଜି ଇଂରାଜୀ ନବ ବର୍ଷ । ୨୦୨୩କୁ ବିଦାୟ ଦେଇ ୨୦୨୪କୁ ସ୍ବାଗତ କରିଛନ୍ତି ବିଶ୍ବବାସୀ ।
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଜଣେ ମୃତ, ୩

ବାଲୁଗାଁ : ୧୬ ନମ୍ବର ଜାତୀୟ ରାଜପଥ ବାଲୁଗାଁ ବାଇପାସ ରାସ୍ତାର ଚିଲିକା ଢ଼ାବା ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସୂଚନା ଅନୁସାରେ ଆଜି ଭୋରରୁ ଛିଡ଼ା ହୋଇଥିବା ଏକ ଟ୍ରକର ପଛପଟେ ଆଉ ଏକ ଟ୍ରକ ଧକ୍କା ଦେଇଥିଲା । ଏହାଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା
Read More...

ସିଂହାସନ ଛାଡ଼ିବେ ୫୨ ବର୍ଷ ରାଜୁତି କରିଥିବା ଡେନ୍‌ମାର୍କର ରାଣୀ ଦ୍ୱିତୀୟ ମାର୍‌ଗ୍ରେଥେ

କୋପେନ୍‌ହେଗନ୍‌ : ୫୨ ବର୍ଷ ରାଜୁତି କରିଥିବା ଡେନ୍‌ମାର୍କର ରାଣୀ ଦ୍ବିତୀୟ ମାର୍‌ଗ୍ରେଥେ ଜାନୁଆରୀ ୧୪ ତାରିଖରେ ସିଂହାସନ ଛାଡ଼ିବେ ବୋଲି ରବିବାର ଦିନ ଘୋଷଣା କରିଛନ୍ତି । ତାଙ୍କ ଉତ୍ତରାଧିକାରୀ ଭାବେ ବଡ଼ପୁଅ ତଥା ଯୁବରାଜ ଫ୍ରେଡେରିକ୍‌ ରାଜା ହେବେ ବୋଲି ମଧ୍ୟ ସେ କହିଛନ୍ତି ।
Read More...

ଇଂରାଜୀ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇଂରାଜୀ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଏକ୍ସ ଯୋଗେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି, ୨୦୨୪ ଆପଣ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ । ଏହି ବର୍ଷ ଆପଣ ସମସ୍ତଙ୍କର ଜୀବନରେ ନୂତନ ଉତ୍ସାହ,
Read More...

ଇଂରାଜୀ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଇଂରାଜୀ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏକ୍ସ ଯୋଗେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ୨୦୨୪ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ନବବର୍ଷ ସମସ୍ତଙ୍କ
Read More...

ନବବର୍ଷ ଉପଲକ୍ଷେ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ : ଇଂରାଜୀ ନବବର୍ଷ ୨୦୨୪ ଉପଲକ୍ଷେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ନବବର୍ଷ ବାର୍ତ୍ତାରେ ରାଷ୍ଟ୍ରପତି ମୁର୍ମୁ କହିଛନ୍ତି, ନବବର୍ଷର ଆନନ୍ଦମୟ ଅବସରରେ ମୁଁ ଭାରତ ଓ ବିଦେଶରେ ଥିବା ସମସ୍ତ ଭାରତୀୟଙ୍କୁ ଆନ୍ତରିକ ଅଭିନନ୍ଦନ ଓ
Read More...

ନବବର୍ଷ ଉପଲକ୍ଷେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ : ଇଂରାଜୀ ନବବର୍ଷ ୨୦୨୪ ଉପଲକ୍ଷେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ସମସ୍ତଙ୍କ ପାଇଁ ‘ଚମତ୍କାର ୨୦୨୪’ କାମନା କରିଛନ୍ତି । ‘ଏକ୍ସ’ ‌କରି ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ସମସ୍ତଙ୍କ
Read More...