Monthly Archives

January 2024

ମେଣ୍ଡା ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚଙ୍କ ପରଲୋକ

ବଲାଙ୍ଗିର/ତରଭା, (କେପିଏନ୍‌ଏସ୍‌) : ତରଭା ବ୍ଲକ ମେଣ୍ଡା ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ଲକ୍ଷ୍ମୀନ୍ଦ୍ର ପର୍ଡିଆ(୮୦)ଙ୍କ ପରଲୋକ ହୋଇଯାଇଛି । ଗତ କିଛିଦିନ ହେଲା ସେ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ । ଶୁକ୍ରବାର ଦିନ ୧୦ଟା ସମୟରେ ତାଙ୍କ ମେଣ୍ଡା ପର୍ଡିଆପଡା ସ୍ଥିତ ବାସଭବନରେ…
Read More...

ଝଲପଠାରେ କ୍ରୀଡ଼ା ଓ ସାଂସ୍କୃତିକ ପର୍ବ ୨୦୨୪ ଉଦ୍‌ଯାପିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଝଲପ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟଠାରେ ଚାଲିଥିବା କ୍ରୀଡ଼ା ଓ ସାଂସ୍କୃତିକ ପର୍ବ ୨୦୨୪ ଆଜି ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଝଲପ ପଞ୍ଚାୟତର ସରପଞ୍ଚ ଗୀତାଫୁଲ ପୁଟେଲଙ୍କ…
Read More...

ଭାଲୁମୁଣ୍ଡା ଗ୍ରାମଠାରେ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବିଜେଡି ତରଫରୁ ଭାଲୁମୁଣ୍ଡା ଗ୍ରାମଠାରେ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପାଟଣାଗଡ଼ ବିଧାୟକ ସରୋଜ ମେହେର, ବିଜେଡି ଜିଲ୍ଲା ସାଧାରଣ ସମ୍ପାଦକ ଫିରୋଜ ଖାଁ, କୃଷକ…
Read More...

କ୍ଷେତ୍ର ପରିଦର୍ଶନ ଓ ପିଲାଙ୍କ ମୁହଁରେ ହସ କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ତୁରେକେଲା ବ୍ଲକ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ତରଫରୁ ୮୦ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ, ୮୦ଜଣ ଅଭିଭାବକ, ପିତାମାତା ଓ ସଂଯୋଜକମାନଙ୍କୁ ନେଇ ନୂଆପଡ଼ା ଜିଲ୍ଲା ଅନ୍ତର୍ଗତ ତିଖାଲି ଡ୍ୟାମ କ୍ଷେତ୍ର ପରିଦର୍ଶନରେ ଯାଇଥିଲେ । ଏହି ଅବସରରେ ନିର୍ଝରିଣୀ,…
Read More...

ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ଉପଖଣ୍ତସ୍ତରୀୟ “ନୂଆ-ଓ” ସାଂସ୍କୃତିକ ପ୍ରତିଯୋଗିତା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଅଗ୍ରଣୀ ମହାବିଦ୍ୟାଳୟ ତଥା ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ଆନୁକୂଲ୍ୟରେ ଛତ୍ରପୁରରେ ଉପଖଣ୍ତସ୍ତରୀୟ "ନୂଆ-ଓ" ଅନ୍ତର୍ଗତ ଗତ ୨୫ ଓ ୨୬ ତାରିଖରେ ଦୁଇଦିନିଆ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି…
Read More...

କଣ୍ଟାବାଞ୍ଜି ବିଜ୍ଞାପିତ ପରିଷଦ ତରଫରୁ ରେଲୱେ ଖେଳପଡିଆଠାରେ ୭୫ତମ ଗଣତନ୍ତ୍ର ଦିବସ ପାଳନ ସମାରୋହ

କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଜ୍ଞାପିତ ପରିଷଦ ତରଫରୁ ରେଲୱେ ଖେଳପଡିଆଠାରେ ୭୫ତମ ଗଣତନ୍ତ୍ର ଦିବସ ଶୁକ୍ରବାର ଦିନ ପାଳିତ ହୋଇଯାଇଛି । ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବିଧାୟକ ସନ୍ତୋଷ ସିଂହ ସାଲୁଜା ଯୋଗ ଦେଇ…
Read More...

ବ୍ରହ୍ମପୁରଠାରେ ଉପଖଣ୍ଡସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁରଠାରେ ୭୫ତମ ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଖଲ୍ଲିକୋଟ ବିଶ୍ଵ ବିଦ୍ୟାଳୟ ଷ୍ଟାଡିୟମଠାରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଟି. ଆଓ(ଭା.ପ୍ର.ସେ), ଦକ୍ଷିଣାଞ୍ଚଳ…
Read More...

ପଦ୍ମପୁର ଶିଶୁ ବିଦ୍ୟା ମନ୍ଦିରରେ ସାଧାରଣତନ୍ତ୍ର ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଶିଶୁ ମନ୍ଦିର ପରିସରରେ ସମ୍ପାଦକ ଜନକଲାଲ ମେହେର ଦୀପ ପ୍ରଜ୍ୱଳନ ପୂର୍ବକ ପତାକା ଉତ୍ତୋଳନ କରି ମିଳିତ ପ୍ୟାରେଡ଼ରେ ଅଭିଭାଦନ ଗ୍ରହଣ କରିଥିଲେ ।…
Read More...

ଛିନ୍ଦେଇକେଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଳକ ଛିନ୍ଦେଇକେଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୫ତମ ସାଧାରଣତନ୍ତ୍ର ଦିବସ ମହାଡ଼ଆଡମ୍ବର ସହକାରେ ପାଳିତ ହୋଇଯାଇଛି । ଖେଳ ଶିକ୍ଷକ ଶ୍ରବଣ ମେହେର ଏବଂ ହେମସାଗର ସାହୁଙ୍କ ନେତୃତ୍ୱରେ ପ୍ରାତଃରେ ପ୍ରଭାତ ଫେରି କରି ଛାତ୍ରଛାତ୍ରୀମାନେ ନଗର…
Read More...

ବେହେରନସିଲାଟ ଗାଁ ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଚଟୁଅନକା ଗ୍ରାମପଞ୍ଚାୟତ ଅନ୍ତର୍ଗତ ବେହେରନସିଲାଟ ଗାଁ ରାସ୍ତା ଅବସ୍ଥା ଶୋଚନୀୟ ହୋଇଥିଲା । ଏନେଇ ଦୀର୍ଘଦିନ ଧରି ଗାଁଲୋକେ ଦାବି କରି କଣ୍ଟାବାଞ୍ଜି ତହସିଲ୍ କାର୍ୟ୍ୟାଳୟ ସମ୍ମୁଖରେ ଧାରଣା େଇଦଥିାଲ । ଏନେଇ ମୁଖ୍ୟ…
Read More...