Monthly Archives

January 2024

୭୫ତମ ଗଣନ୍ତ୍ରତ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଜମରତଲା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟଠାରେ ୭୫ତମ ଗଣନ୍ତ୍ରତ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରଧାନ ଶିକ୍ଷକ ରାଜେଶ କୁମାର ଖମାରୀ ଜାତୀୟ ପତାକା ଉତ୍ତୋଳନ କରି ଛାତ୍ରଛାତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ । ନିଜ ଭିତରେ
Read More...

ବରଗଡ଼ ଗୋଷ୍ଠୀ କାର୍ଯ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳିତ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ ଆଜି ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବଶ୍ରୀ ଭୋଇ ପତାକା ଉତ୍ତୋଳନ କରି ସମସ୍ତଙ୍କୁ ସମ୍ବିଧାନ ଅନୁଯାୟୀ ନିଜର ଦାୟିତ୍ୱ ନିର୍ବାହ କରିବାକୁ
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ପତାକା ଉତ୍ତୋଳନ କରି ନିଜ ଅଧିକାର ସାବ୍ୟସ୍ତ କରିବା
Read More...

ଟିଟିଲାଗଡରେ ୭୫ତମ ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ସହରସ୍ଥିତ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ କ୍ରୀଡା ପ୍ରାଙ୍ଗଣରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଟିଟିଲାଗଡର ଉପଜିଲ୍ଲାପାଳ ଦୟାମୟ ପାଢୀ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ ।
Read More...

‘ନବୀନ’ କାର୍ଯ୍ୟାଳୟରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ସ୍ଥାନୀୟ 'ନବୀନ' କାର୍ଯ୍ୟାଳୟରେ ୭୫ତମ ସାଧାରଣତନ୍ତ୍ର ଦିବସ ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି । ବର୍ଷିୟାନ କବି କୃଷ୍ଣଚନ୍ଦ୍ର ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ନବୀନର ସମ୍ପାଦକ ରବି ରଥଙ୍କ ସଭାପତିତ୍ୱରେ
Read More...

ସୁଶ୍ରୀ ଶିକ୍ଷା ଅନୁଷ୍ଠାନ ସମୂହର ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଦାଇପାଲି ସ୍ଥିତ ସୁଶ୍ରୀ ଶିକ୍ଷା ଅନୁଷ୍ଠାନ ସମୂହ ଦ୍ୱାରା ୭୫ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ସମାରୋହରେ ମୁଖ୍ୟ ଅତିଥି ଭାବରେ ସହକାରୀ ଜିଲ୍ଲାପାଳ ସୋମକେଶ ନାୟକ ଓ ଅନୁଷ୍ଠାନ ସମୂହର ପ୍ରତିଷ୍ଠାତା ତଥା ବିଶିଷ୍ଟ ସମାଜସେବୀ
Read More...

ଜେଏସ୍‌ଏମ୍‌ ବାଣିଜ୍ୟ ଏବଂ କଳା ମହାବିଦ୍ୟାଳୟରେ ୭୫ତମ ଗଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜେଏସ୍‌ଏମ୍‌ ବାଣିଜ୍ୟ ଏବଂ କଳା ମହାବିଦ୍ୟାଳୟ ପରିଷର ମଧ୍ୟରେ ଆଜି ୭୫ତମ ଗଣତନ୍ତ୍ର ଦିବସ ଗର୍ବ ଏବଂ ସମ୍ମାନର ସହିତ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ସିଏ ଶ୍ରୀକାନ୍ତ ଶର୍ମା, ଉପଦେଷ୍ଟା ମନରଞ୍ଜନ ସହୁ, ପ୍ରଧାନ ଶିକ୍ଷକ ପିତବାସ ପଣ୍ଡା ଓ ଆଜିର
Read More...

ବଲାଙ୍ଗିର ପୌରାଞ୍ଚଳ ଯାଦବ ମହାସଭା ପକ୍ଷରୁ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଯାଦବ ଭବନଠାରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏଥିରେ ଜିଲ୍ଲା କ୍ରୀଡା ଅଧିକାରୀ ପରାସର ବାଗ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ ଏବଂ ନିଜର ମତ ପୋଷଣ କରିଥିଲେ । ପୌରାଞ୍ଚଳ ସଭାପତି ସନ୍ଦିପ ବାଗ, ସଂପାଦକ ବସନ୍ତ ଷାଣ୍ଢ,
Read More...

କଣ୍ଟାବାଞ୍ଜି ବିଜେଡ଼ି କାର୍ଯ୍ୟାଳୟରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜି ବିଜେଡ଼ି କାର୍ଯ୍ୟାଳୟରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ କଣ୍ଟାବାଞ୍ଜିର ଅନେକ କର୍ମକର୍ତ୍ତା ଉପସ୍ଥିତ ରହି ଦିବସଟିକୁ ହର୍ଷ ଉଲ୍ଲାସର ସହ ପାଳନ କରିଛନ୍ତି ।
Read More...

ବଲାଙ୍ଗିର ପୌରପରିଷଦ କାର୍ଯ୍ୟାଳୟଠାରେ ୭୫ତମ ସାଧାରଣତନ୍ତ୍ର ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୌରପରିଷଦ କାର୍ଯ୍ୟାଳୟଠାରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଯୋଗଦାନ କରି ପତାକା ଉତ୍ତୋଳନ କରିଥିଲେ । ଏହି ଦିବସରେ ପୌରପରିଷଦର କାର୍ଯ୍ୟ ନିର୍ବାହୀ
Read More...