Monthly Archives

January 2024

ବଲାଙ୍ଗିର ପବ୍ଲିକ ସ୍କୁଲରେ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପବ୍ଲିକ ସ୍କୁଲ ପରିସରରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବିରେନ୍ଦ୍ର କୁମାର ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ । ବିଦ୍ୟାଳୟର
Read More...

ବଲାଙ୍ଗିର ମନୋହରପୁର ରିଜର୍ଭ ପୋଲିସ ପଡିଆରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସାରା ଦେଶ ପାଳୁଛି ୭୫ତମ ସାଧାରଣତନ୍ତ୍ର ଦିବସ । ଏହି ପରିପ୍ରେକ୍ଷୀରେ ବଲାଙ୍ଗିର ସହର ମନୋହରପୁର ରିଜର୍ଭ ପୋଲିସ ପଡିଆ ପରିସରରେ ୭୫ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ହର୍ଷ ଉଲ୍ଲାସର ସହ ପାଳିତ ହୋଇଯାଇଛି । ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ
Read More...

ଭାରତର ୭୫ତମ ସାଧାରଣତନ୍ତ୍ର ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ସାଧାରଣତନ୍ତ୍ର ଦିବସ ହେଉଛି ଭାରତର ଏକ ଗୁରୁତ୍ୱପୂର୍ଣ୍ଣ ଜାତୀୟ କାର୍ଯ୍ୟକ୍ରମ । ଏହା ପ୍ରତିବର୍ଷ ଜାନୁୟାରୀ ୨୬ରେ ପାଳନ କରାଯାଏ ଏବଂ ଭାରତର ସମ୍ବିଧାନ ଗ୍ରହଣକୁ ସ୍ମରଣ କରେ । ଯାହା ୧୯୫୦ ମସିହାରେ ଏହି ଦିନ ଲାଗୁ ହୋଇଥିଲା । ଏହି ଦିନଟି କେବଳ
Read More...

ସେବା ଓ ଶୃଙ୍ଖଳା ହିଁ ମାନବିକ ମୂଲ୍ୟବୋଧର ଶ୍ରେଷ୍ଠ ଆୟୁଧ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ସେବା ଓ ଶୃଙ୍ଖଳା ହିଁ ମନୁଷ୍ୟ ଜୀବନର ଶ୍ରେଷ୍ଠ ଶାନ୍ତି ଓ ମାନବିକ ମୂଲ୍ୟବୋଧର ଶ୍ରେଷ୍ଠ ଆୟୁଧ ଏବଂ ଏହାକୁ ପ୍ରତ୍ୟେକ ଛାତ୍ରଛାତ୍ରୀ ଆପଣେଇ ନେଲେ ରେଡ୍‌କ୍ରସ୍‌ ଶିବିରର ମହତ ଲକ୍ଷ୍ୟ ଚରିତାର୍ଥ ହୋଇ ପାରିବ ବୋଲି ଡେ଼ଲାଙ୍ଗ ବ୍ଲକ କପିଳେଶ୍ୱର
Read More...

ବଣାଇରେ ସାଧାରଣତନ୍ତ୍ର ଦିବସ ପାଳିତ

ବଣାଇ, (ହବିବ ମହମ୍ମଦ ଖାନ) : ସମସ୍ତ ଭାରତ ଆଜି ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ବଣାଇ ଉପଖଣ୍ଡ ମଧ୍ୟ ଏଥିରୁ ବାଦ ପଡିନି । ଏ ପବିତ୍ର ଉତ୍ସବରେ ମୁଖ୍ୟ ଅତିଥି ବଣାଇ ଉପଜିଲ୍ଲାପାଳ ସୁରଞ୍ଜନ ସାହୁ ଅନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ନିଜ ଅଭିଭାଷଣରେ
Read More...

ସାଧାରଣତନ୍ତ୍ର ଦିବସ

୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ
Read More...

ଛତ୍ରପୁର ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ମତଦାତା ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୧୪ତମ ଜାତୀୟ ମତଦାତା ଦିବସ ଅନୁଷ୍ଠାନର ଅଧ୍ୟକ୍ଷା ଶ୍ରୀମତୀ ସସ୍ମିତା ସାମନ୍ତରାୟଙ୍କ ପୌରୋହିତ୍ୟରେ ପାଳନ ହୋଇଯାଇଛି । ଏହି ସଭାରେ ସମସ୍ତ ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରୀମାନେ ଯୋଗଦେଇ
Read More...

ଛତ୍ରପୁର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଠଦିନ ଧରି ଆତ୍ମ ସୁରକ୍ଷା କୌଶଳ ତାଲିମ ଶିବିର ଉଦ୍‌ଯାପିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଠଦିନ ଧରି ଚାଲିଥିବା ଆତ୍ମ ସୁରକ୍ଷା କୌଶଳ ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଅନୁଷ୍ଠାନର ଅଧ୍ୟକ୍ଷା ଶ୍ରୀମତୀ ସସ୍ମିତା ସାମନ୍ତରାୟଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇ ।
Read More...

ମୁରିବାହାଲ ମହିମା ମଠରେ ପୌଷ ପୂର୍ଣ୍ଣିମା ଉପଲକ୍ଷେ ବିଶ୍ୱଶାନ୍ତି ବ୍ରହ୍ମଯଜ୍ଞ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ସଦର ମହକୁମାରେ ଥିବା ସରସ୍ୱତୀ ଶିଶୁ ମନ୍ଦିର, ଯୋଗେଶ୍ୱର ବିହାରରେ ପୌଷ ପୂର୍ଣ୍ଣିମା ଉପଲକ୍ଷେ ମହିମା ଅଲେଖ ବିଶ୍ୱଶାନ୍ତି ବ୍ରହ୍ମଯଜ୍ଞ ତଥା ମହିମା ବ୍ରହ୍ମ ଧ୍ଵନି ମହାଯଜ୍ଞ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ।
Read More...

ପଦ୍ମପୁର ଓ ପାଇକମାଲରେ ନମୋ ନବ ମତଦାତା ସମ୍ମିଳନୀ ଆୟୋଜିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ଜନତା ଯୁବ ମୋର୍ଚ୍ଚା ଦ୍ୱାରା ନୂତନ ଭୋଟରଙ୍କୁ ନେଇ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ଆହ୍ୱାନ କ୍ରମେ ସାରା ଦେଶରେ ଆଜି ଯୁବମୋର୍ଚ୍ଚା ତରଫରୁ ନୂତନ ମତଦାତାମାନଙ୍କୁ ସଙ୍ଗଠିତ ଏବଂ ସଚେତନ
Read More...