Monthly Archives

January 2024

ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ ମହାବିଦ୍ୟାଳୟରେ ଜାତୀୟ ମତଦାତା ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଗୁରୁବାର ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି । ଡ଼ିଗ୍ରୀ କଲେଜର ଅଧ୍ୟକ୍ଷ ସରୋଜ କୁମାର ନାୟକଙ୍କ ସଭାପତିତ୍ୱରେ ଓଡ଼ିଆ ଅଧ୍ୟାପକ ଦିଲ୍ଲୀପ କୁମାର ପଶାୟତ ସଭା ପରିଚାଳନା
Read More...

ପୌଷ ପୂର୍ଣ୍ଣିମା ଅବସରରେ ଶ୍ରୀରାମ ମନ୍ଦିରଠାରେ ପୁଷ୍ୟାଭିଷେକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୌଷ ପୂର୍ଣ୍ଣିମା ଅବସରରେ ଶ୍ରୀରାମ ମନ୍ଦିର ବାନ୍ଧନଘୋରଠାରେ ପୁଷ୍ୟାଭିଷେକ ଉତ୍ସବ ଶ୍ରୀରାମ ମନ୍ଦିର ପରିଚାଳନା କମିଟି, ଶ୍ରୀରାମ ସେବା ସମିତି ଓ ଓଡିଶା ସରକାରଙ୍କ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ
Read More...

ଟିଟିଲାଗଡ଼ରେ ଦୁଇଟି ପୃଥକ ପୃଥକ ସଡକ ଦୁର୍ଘଟଣା : ଗୋଟିଏ ସ୍ଥାନରେ ଜଣେ ମୃତ, ଅନ୍ୟ ଜଣଙ୍କ ଭାଙ୍ଗିଲା ଗୋଡ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଆଜି ଲୋକେ ପୁଷ୍‌ପୁନି ମାନାଉଥିବା ବେଳେ କିଛି ଲୋକଙ୍କ ପାଇଁ ଆଜିର ଦିନ ଏକ ଅଘଟଣର ଦିନ ପାଲଟିଛି । ଗୁଞ୍ଚିତରା ଗ୍ରାମର ନରିନ ଘିଭେଲା ଏକ ପଲ୍‌ସର୍‌ ବାଇକରେ ଯାଉଥିବା ବେଳେ ସ୍ଥାନୀୟ ମହିଳା ମହାବିଦ୍ୟାଳୟ ସାମ୍ନାରେ ଦୁର୍ଘଟଣା ଘଟିଥିଲା । ସେଠାରୁ
Read More...

ଜଳ ସେଚନ ବିଭାଜନ ପକ୍ଷରୁ ଟିଟିଲାଗଡ଼ଠାରେ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଟିଟିଲାଗଡ଼ କ୍ଷୁଦ୍ର ଜଳ ସେଚନ ଉପ ବିଭାଜନ କାର୍ଯ୍ୟାଳୟ ପ୍ରାଙ୍ଗଣରେ ବୁଧବାର ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ମୁଖ୍ୟ ଅତିଥି, ଡ. ଦଳ ଗୋବିନ୍ଦ ବିଶି ମୁଖ୍ୟ ବକ୍ତା, ଜିଲ୍ଲା
Read More...

ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳିତ ହେଲା ଚତୁର୍ଦ୍ଦଶ ଜାତୀୟ ମତଦାତା ଦିବସ

ନୂତନ ପଞ୍ଜିକୃତ ଭୋଟରଙ୍କୁ ପରିଚୟ ପତ୍ର ପ୍ରଦାନ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଆଜି ଚତୁର୍ଦ୍ଦଶ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ସକାଳ ୮ଟା ସମୟରେ କୋଶଳ କଳା ମଣ୍ଡଳ ପରିସରରୁ ଏକ ସଚେତନତା ରାଲିର ଆୟୋଜନ
Read More...

ବିଶ୍ୱାତ୍ମ ବିଦ୍ୟାମନ୍ଦିରର ୨୪ତମ ବାର୍ଷିକୋତ୍ସବ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ନିର୍ବିକଳ୍ପ ନିକେତନ ପରିସରରେ ସ୍ଥାନୀୟ ବିଶ୍ଵାତ୍ମ ବିଦ୍ୟାମନ୍ଦିରର ୨୪ତମ ବାର୍ଷିକ ଉତ୍ସବ ପ୍ରତିଷ୍ଠାତା ପୂଜ୍ୟପାଦ ପରମହଂସ ସ୍ୱାମୀ ଶ୍ରୀ ସତ୍ୟ ପ୍ରଜ୍ଞା ନନ୍ଦ ସରସ୍ଵତୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ
Read More...

ମା’ ମାଉଳି କ୍ରିକେଟ ଟୁର୍ଣ୍ଣାମେଣ୍ଟ : ବରକାନୀ ଚମ୍ପିୟାନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭୁସଲାଡ଼ ଗ୍ରାମରେ ଚାଲିଥିବା ମା' ମାଉଳି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ୧୬ ଗୋଟି ଦଳ ଭାଗ ନେଇଥିଲେ । ଅନୁଷ୍ଠିତ ହୋଇଥିବା ଫାଇନାଲ ମ୍ୟାଚରେ ବରକାନୀ ଦଳ
Read More...

ସଂକୁଳ ସ୍ତରୀୟ ଶିଶୁ ଶିବିର

ମ.ରାମପୁର, (ହେମନ୍ତ ସାହୁ) : ମ.ରାମପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଦୁଇ ଦିନ ଧରି କେସିଙ୍ଗା ସଂକୁଳର ଶିଶୁ ଶିବିର ଅନୁଷ୍ଠିତ ହୋଇଯାଇଛି । ପରିଚାଳନା କମିଟି ସଭାପତି ଅଶ୍ୱିନୀ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ହୋଇଥିବା ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଦିବାକର ସାହୁ
Read More...

ବ୍ରିଜ୍‌ରୁ ଡେଇଁଲେ ଛାତ୍ରୀ

ବୌଦ୍ଧ : ବୌଦ୍ଧ ଜିଲ୍ଲା ଆଦର୍ଶ ଥାନା ଅଞ୍ଚଳର ମହାନଦୀ ବ୍ରିଜ୍‌ରେ ସାଇକେଲ ରଖି ନଦୀକୁ ଡେଇଁଲେ କଲେଜ ଛାତ୍ରୀ । ମଡେଲ ଡିଗ୍ରୀ କଲେଜର ଜଣେ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ମିଳିଛି । ପ୍ରାୟ ୧ କି.ମି. ପରେ ଜୀବନ୍ତ ଅବସ୍ଥାରେ ଛାତ୍ରୀଙ୍କୁ ଉଦ୍ଧାର କରିଛନ୍ତି ସ୍ଥାନୀୟ
Read More...

ସାମ୍ବାଦିକଙ୍କୁ ସୁରକ୍ଷା ଏବଂ ପେନ୍‌ସନ୍‌ ପ୍ରଦାନ କରିବା ଦାବୀ ନେଇ ଓୟୁଜେର ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାମ୍ବାଦିକଙ୍କୁ ସୁରକ୍ଷା ଏବଂ ପେନ୍‌ସନ୍‌ ପ୍ରଦାନ କରିବା ଦାବୀ ନେଇ ଆଜି ବଲାଙ୍ଗିର ଓୟୁଜେ ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ନିର୍ବାଚନ ଆଗରୁ ରାଜ୍ୟ ସରକାର ଦାବୀ ଗୁଡିକ ପୂରଣ ନକଲେ ଆଗାମୀ
Read More...