Monthly Archives

January 2024

ସହଯୋଗ ଫାଉଣ୍ଡେସନ୍ ଦ୍ଵାରା ୭୫ ଜଣଙ୍କ ନିଃଶୁଳ୍କ ଅସ୍ଥି ବିସର୍ଜନ ସମାପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବାଲାଙ୍ଗିରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ସହଯୋଗ ଫାଉଣ୍ଡେସନ୍ ଦ୍ୱାରା ନିଃଶୁଳ୍କ ଅସ୍ଥି ବିସର୍ଜନ ସେବା ଅନୁଷ୍ଠିତ ହୋଇଯାଇଛି । ପ୍ରୟାଗରାଜର ପବିତ୍ର ସଙ୍ଗମରେ ୭୫ ଜଣଙ୍କର ଅସ୍ଥି ବିସର୍ଜନ କରାଯାଇଥିଲା । ହିନ୍ଦୁ ଶାସ୍ତ୍ରରେ ଉଲ୍ଲେଖ କରାଯାଇଛି
Read More...

ଦନ୍ତା ହାତୀର ଗଳିତ ମୃତଦେହ ଠାବ

ନୟାଗଡ : ଦଶପଲ୍ଲା ରେଞ୍ଜ ବିଲୁଆପଡା ଘାଟିରୁ ଦନ୍ତା ହାତୀର ଗଳିତ ମୃତଦେହ ଠାବ କରାଯାଇଛି । ହାତୀକୁ ମାରି ଦାନ୍ତ କାଟି ନେଇଯାଇଛନ୍ତି ଦୁର୍ବୃତ୍ତ । କରେଣ୍ଟ ଲଗାଇ ହାତୀକୁ ମରାଯାଇଥିବା ଅନୁମାନ କରାଯାଇଛି । ଘଟଣାସ୍ଥଳରେ ଡିଏଫ୍‌ଓଙ୍କ ସମେତ ବନ ବିଭାଗର ଅନ୍ୟ କର୍ମଚାରୀ, ବିଦ୍ୟୁତ ବିଭାଗ
Read More...

ଜାତୀୟ ପର୍ଯ୍ୟଟନ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରତିବର୍ଷ ଜାନୁୟାରୀ ୨୫ରେ ଭାରତରେ ପାଳନ କରାଯାଉଥିବା "ଜାତୀୟ ପର୍ଯ୍ୟଟନ ଦିବସ" ଆମ ଦେଶର ସଂସ୍କୃତି, ଇତିହାସ ଏବଂ ସ୍ୱାଦିଷ୍ଟ ଖାଦ୍ୟର ଅନୁସନ୍ଧାନ ତଥା ଉପଭୋଗ କରିବାକୁ ଆସୁଥିବା ବହୁ ପରିଦର୍ଶକଙ୍କୁ ସମ୍ମାନିତ କରିବା ପାଇଁ ଏକ ବିଶେଷ ଦିନ ।
Read More...

ଜାତୀୟ ମତଦାତା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଜାତୀୟ ମତଦାତା ଦିବସ ପାଳନ ହୋଇଯାଇଛି । ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରାଣୀ ନାଥ ଏହି କାର୍ଯ୍ୟକ୍ରମରେ ସଭାପତିତ୍ଵ କରିଥିଲେ । ରାଜନୀତି ବିଜ୍ଞାନ ବିଭାଗର ଅଧ୍ୟାପିକା ଶ୍ରୀମତୀ ମଧୁମିତା ପଧାନ ଓ ଅଧ୍ୟାପକ
Read More...

ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟ ପ୍ରତିଯୋଗିତା ଉଦ୍‌ଯାପିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟ ପ୍ରତିଯୋଗିତା ବୁଧବାର ଉଦ୍‌ଯାପିତ ହୋଇଯାଇଛି । 'ନୂଆ-ଓ' ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ସମ୍ପର୍କିତ ସାଂସ୍କୃତିକ ସମ୍ଭାର ମଧ୍ୟରେ ଆୟୋଜିତ ବର୍ଣ୍ଣାଢ଼୍ୟ ଉଦ୍‌ଯାପନୀ ସମାରୋହରେ
Read More...

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଫେବୃୟାରୀ ୩ ତାରିଖରେ ପ୍ରଧାନମନ୍ତ୍ରୀ ମୋଦୀ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ରହିଛି । ଯାହାକୁ ନେଇ ରାଜ୍ୟ ବିଜେପି ମଧ୍ୟ ଉତ୍ସାହିତ ଅଛି । କୁହାଯାଉଛି ପ୍ରଧାନମନ୍ତ୍ରୀ ସମ୍ୱଲପୁର ଆଇଆଇଏମ୍‌ର ସ୍ଥାୟୀ କ୍ୟାମ୍ପସ୍ ଉଦ୍‌ଘାଟନ କରିବେ ।
Read More...

ଛତ୍ରପୁର ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟ ଆଲୋଚନାଚକ୍ର ଉଦ୍‌ଯାପିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟ ଆଲୋଚନାଚକ୍ର ଉଦ୍‌ଯାପିତ ହୋଇଯାଇଛି । ଛତ୍ରପୁରସ୍ଥ ଜିଲ୍ଲା ସଂସ୍କୃତି ଭବନରେ ଆୟୋଜିତ "ନୂଆ-ଓ" ଓଡ଼ିଆ ସାହିତ୍ୟ ଓ ଶ୍ରୀ ଜଗନ୍ନାଥ ସଂସ୍କୃତି ସମ୍ପର୍କିତ ଆଲୋଚନାଚକ୍ରରେ ଗଞ୍ଜାମ
Read More...

ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ “ବିଶ୍ୱ ଓଡିଆ ଭାଷା ସମ୍ମିଳନୀ” “ନୂଆ-ଓ” ଓଡିଆ ସାହିତ୍ୟ…

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦରଠାରେ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ଓଡିଶା ସରକାରଙ୍କର କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ “ବିଶ୍ୱ ଓଡିଆ ଭାଷା ସମ୍ମିଳନୀ” “ନୁଆ-ଓ” ଓଡିଆ ସାହିତ୍ୟ ପ୍ରତିଯୋଗିତା ଉଦ୍‌ଯାପିତ
Read More...

‘ନୂଆ-ଓ’ ଯୁବ ଓଡ଼ିଶା ଓ ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଅନ୍ତର୍ଗତ ‘ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉଦ୍‌ଯାପିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଂଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଓଡ଼ିଶା ସରକାରଙ୍କର କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ତରଫରୁ ‘ନୂଆ-ଓ’, ଯୁବ ଓଡ଼ିଶା ଓ ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଅନ୍ତର୍ଗତ ‘ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ’ ଓ
Read More...

ସାହିତ୍ୟ ସୃଜନୀ, ଜିଜ୍ଞାସା, କୁଶଳୀ ତଥା କ୍ରୀଡାଙ୍ଗନ ସୃଜନଶୀଳତା ଉତ୍ସବ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ସ୍ଥିତ ଚମାର ମେହେର ଉଚ୍ଚ ବିଦ୍ୟାଳୟରେ ସାହିତ୍ୟ ସୃଜନୀ, ଜିଜ୍ଞାସା, କୁଶଳୀ ତଥା କ୍ରୀଡାଙ୍ଗନ ସୃଜନଶୀଳତା ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ପ୍ରଥମେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ
Read More...