Monthly Archives

January 2024

ଆନ୍ତର୍ଜାତୀୟ ଶିକ୍ଷା ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରତିବର୍ଷ ଜାନୁଆରୀ ୨୪ରେ ପାଳନ କରାଯାଉଥିବା "ଆନ୍ତର୍ଜାତୀୟ ଶିକ୍ଷା ଦିବସ" ସମସ୍ତଙ୍କ ପାଇଁ ଶିକ୍ଷାର ମହତ୍ତ୍ଵକୁ ଦର୍ଶାଇବା ନିମନ୍ତେ ଏକ ମହତପୂର୍ଣ୍ଣ ଉତ୍ସବ ଅଟେ । ୨୦୨୪ ପାଇଁ ବିଷୟବସ୍ତୁ ହେଉଛି “ସ୍ଥାୟୀ ଶାନ୍ତି ପାଇଁ ଶିକ୍ଷା” । ଏହି ଥିମ୍
Read More...

ରାଜମିସ୍ତ୍ରୀଙ୍କୁ ନିର୍ମମ ହତ୍ୟା ଘଟଣା : ତିନିଦିନ ପରେ ମଧ୍ୟ ପୁଲିସର ହାତ ଖାଲି

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପଣସପଡ଼ି ସାହିର ପ୍ରଶାନ୍ତ ପୂଜାରୀ ନାମକ ଜଣେ ରାଜମିସ୍ତ୍ରୀଙ୍କୁ ଏକ ନିର୍ମାଣାଧୀନ କୋଠା ମଧ୍ୟରେ ନିର୍ମମ ଭାବେ ହତ୍ୟା କରାଯିବା ଘଟଣାକୁ ମଙ୍ଗଳବାର ତିନିଦିନ ବିତିଥିବା ବେଳେ ପୁଲିସର ହାତ ଖାଲି ରହିଛି
Read More...

ଦୁଇ ଫେରାର ଆସାମୀ ୱାରେଣ୍ଟ ବଳରେ ଗିରଫ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ପୁଲିସ ମଙ୍ଗଳବାର ଦୁଇଜଣ ଫେରାର ଆସାମୀକୁ ୱାରେଣ୍ଟ ବଳରେ ଗିରଫ କରି କୋର୍ଟ ଚାଲାଣ କରିଛି । ପ୍ରକାଶ ଯେ, ୨୦୦୮ କନ୍ଧମାଳ ଦଙ୍ଗା ମାମଲାରେ ସମ୍ପୃକ୍ତ ରହିଥିବା ଅଭିଯୋଗରେ
Read More...

କୁଶଙ୍ଗ ଯୁକ୍ତ୨ କଲେଜରେ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଅନ୍ତର୍ଗତ କୁଶଙ୍ଗ ସ୍ଥିତ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ସାହିତ୍ୟ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଉଦ୍‌ଯାପନୀ ଉତ୍ସବରେ ଅଧ୍ୟକ୍ଷ ପରମେଶ୍ୱର ସିଂହ ସଭାପତିତ୍ୱ କରିଥିଲେ
Read More...

ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉପଲକ୍ଷେ କୁନି କୁନି ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ଶୋଭାଯାତ୍ରା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମଙ୍ଗଳବାର ଦିନ ମହାମାୟା ପବ୍ଲିକ ସ୍କୁଲ ପାଇକମାଳର କୁନି କୁନି ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଅବସରରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଯେଉଁଥିରେ ଛାତ୍ରଛାତ୍ରୀମାନେ ରାମ, ଲକ୍ଷ୍ମଣ,ସୀତା, ହନୁମାନ, ଶବରୀ
Read More...

ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୭ମ ଦିନରେ ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ

ମହାପ୍ରଭୁଙ୍କ ଦର୍ଶନ କଲେ, ପରିକ୍ରମା ପ୍ରକଳ୍ପର ଅନୁଭୂତି ପୁଣି ଥରେ ନେଲେ ମୁଖ୍ୟମନ୍ତ୍ରୀମହାପ୍ରଭୁଙ୍କ ନିକଟରେ ଓଡ଼ିଶାବାସୀଙ୍କ ମଙ୍ଗଳ କାମନା କଲେ ମୁଖ୍ୟମନ୍ତ୍ରୀପ୍ରକଳ୍ପର ଭବ୍ୟତା ଓ ଆଧ୍ୟାତ୍ମିକତା ପୂର୍ଣ୍ଣ ପରିବେଶକୁ ଦେଖି ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କଲେ ଭୁବନେଶ୍ଵର :
Read More...

ଶିକ୍ଷକ ବାସୁଦେବ ଭୋଇଙ୍କ ଦେହାନ୍ତରେ ଶୋକସଭା

ଡୁଙ୍ଗୁରିପାଲି, (ସୁଶିଳ କୁମାର ମିଶ୍ର) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବାଙ୍କୀପାଲି କ୍ଲଷ୍ଟରର ବୈରାଗୀମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବାସୁଦେବ ଭୋଇଙ୍କ ଗତ ୧୨ ତାରିଖ ସନ୍ଧ୍ୟା ବେଳେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୪୯ ବର୍ଷ
Read More...

ନୋଡାଲ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ସ୍ଥାନୀୟ ଶାସନ ପଦର ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶିକ୍ଷାନୁଷ୍ଠାନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିମା ନାୟକଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ବତନ ଗୋଷ୍ଟୀ ଶିକ୍ଷାଧିକାରୀ ଆରତୀବାଳା
Read More...

ରେଙ୍ଗାଲପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ରେଙ୍ଗାଲପାଲି କ୍ଲଷ୍ଟର ଅନ୍ତର୍ଗତ ରେଙ୍ଗାଲପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬୬ତମ ବାର୍ଷିକ ଉତ୍ସବର ପ୍ରଥମ ଅଧିବେଶନରେ ପଞ୍ଚାୟତ ସମିତି ଉପାଧ୍ୟକ୍ଷା ଶ୍ରୀମତୀ ଜାନକୀ ବାଣୁଆ ମୁଖ୍ୟ ଅଥିତି ଭାବରେ ଯୋଗଦାନ କରିଥିବା ବେଳେ କେନ୍ଦ୍ର ସାହିତ୍ୟ
Read More...

ଜୟପାଟଣା ସତସଙ୍ଗ ବିହାରଠାରେ ଶ୍ରୀ ଶ୍ରୀ ଅନୁକୂଳ ଚନ୍ଦ୍ର ଠାକୁରଙ୍କ ୧୩୬ତମ ଜନ୍ମୋତ୍ସବ

ଜୟପାଟଣା, (ଶେଷ ଦେବ ବେହେରା) : ଜୟପାଟଣା ସତସଙ୍ଗ କେନ୍ଦ୍ରଠାରେ ଆୟୋଜିତ ସତସଙ୍ଗରେ ଶତାଧିକ ଶ୍ରଦ୍ଧାଳୁଙ୍କ ଭାବ ପୂର୍ଣ୍ଣ ଉପସ୍ଥିତିରେ ଶ୍ରୀ ଶ୍ରୀ ଅନୁକୂଳ ଚନ୍ଦ୍ର ଠାକୁରଙ୍କ ୧୩୬ତମ ଜନ୍ମୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ସମାରୋହରେ ସତ୍ୟ ନାରାୟଣ ପଣ୍ଡା ଅଧ୍ୟକ୍ଷତା କରିଥିବା
Read More...