Monthly Archives

January 2024

ରାଷ୍ଟ୍ରୀୟ ବାଳିକା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦେଓଳୀ ପରିସର ମଧ୍ୟରେ ରାଷ୍ଟ୍ରୀୟ ବାଳିକା ଦିବସ ପାଳିତ ହୋଇଯାଇଛି । ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାମ ସିଂ ଭୋଇ ଦୀପ ପ୍ରଜ୍ୱଳନ କରି ଏହି ଦିବସ ପାଳନର ଉଦ୍ଦେଶ୍ୟ ଓ ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ ।
Read More...

ଗୋଁଣ୍ଡ ଭବନରେ ବୀରସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ସ୍ଥିତ ଗୋଁଣ୍ଡ ସମାଜ ମଣ୍ଡପଠାରେ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳନ ହୋଇଯାଇଛି । ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ଜୟନ୍ତୀ ପାଳନ ହୋଇଥିଲା । ମଣ୍ଡପ ସଭାପତି ଦୁର୍ଯ୍ୟୋଧନ ପୁଟାଙ୍କ
Read More...

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଭାଷା ସାହିତ୍ୟ ଓ ସୃଜନଶୀଳତା ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଭାଷା ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଗୋପାଲଜୀ ପ୍ରସାଦ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଏସ୍‌ଏମ୍‌ସି ଚେୟାର ପର୍ସନ
Read More...

ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବୀର ସୁରେନ୍ଦ୍ର ସାଏ ଏବଂ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ ଓ ବ୍ଲକ ସ୍ତରୀୟ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ପାଇକମାଲଠାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳନ ସହିତ "ବ୍ଲକ ସ୍ତରୀୟ ଜାତୀୟ ବାଳିକା ଦିବସ" ପାଳନ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିଲେ
Read More...

ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପୁରେନା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପୁରେନା ପରିସରରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ସଭାରେ ସଭାପତିତ୍ୱ କରିଥିଲେ ପ୍ରଧାନ ଶିକ୍ଷକ ରେଣୁଧର ସାହୁ । ଏହି ଜାତୀୟବୀରଙ୍କ ସ୍ମୃତି
Read More...

ଖପ୍ରାଖୋଲରେ ଯୁଗ୍ମ ଜନ ଶୁଣାଣି ପାଲଟିଛି ଲୋକ ପ୍ରହସନ : ମାତ୍ର ୧୪ଟି ଅଭିଯୋଗ ପଞ୍ଜିକୃତ, ପ୍ରଚାର ପ୍ରସାରର ଅଭାବ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ସ୍ଥାନୀୟ ବ୍ଲକ ସଭାଗୃହଠାରେ ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ଜନ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଯାଇଛି । ଜନ ଶୁଣାଣିରେ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଜିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଯନ୍ତ୍ରୀ ସୁଶାନ୍ତ କୁମାର ସିଂ, ଏସ୍‌ପି ରିଷିକେଶ ଖିଲାରୀ ଯୋଗ
Read More...

ପଣ୍ଡରାନି ଗ୍ରାମରେ ସୁନ୍ଦରାକାଣ୍ଡ ପାରାୟଣ ଓ ସାମୁହିକ ହନୁମାନ ଚାଳିଶା ପଠନ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଦିବ୍ୟଭୂମି ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ ଲୋଇସିଂହା ବ୍ଲକ ପଣ୍ଡରାନି ଗ୍ରାମ ରାମଲୀଳା ଅନୁଷ୍ଠାନ ତଥା ଗ୍ରାମବାସୀଙ୍କ ମିଳିତ ସହଯୋଗ କ୍ରମେ ଗ୍ରାମରେ ସୁନ୍ଦରାକାଣ୍ଡ ପାରାୟଣ ତଥା ସାମୁହିକ ହନୁମାନ ଚାଳିଶା ପଠନ କାର୍ଯ୍ୟକ୍ରମ ଆୟୋଜିତ
Read More...

ଅଯୋଧ୍ୟାରେ ଶ୍ରୀରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ : କର ସେବକ ବଖାଣିଲେ ନିଜ ଅନୁଭୂତି

ମ.ରାମପୁର, (ହେମନ୍ତ ସାହୁ) : ଗତକାଲି ଅଯୋଧ୍ୟାରେ ଶ୍ରୀରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହୋଇଯାଇଛି । ଏହି ପ୍ରତିଷ୍ଠା ଅବସରରେ ପ୍ରତିଟି ଭାରତୀୟ ନିଜକୁ ସାମିଲ କରେଇ ଘରେ ଘରେ ମନେଇଛନ୍ତି ଉତ୍ସବ । ତେବେ କର ସେବକ ଭାବରେ ୧୯୯୧ ମସିହା ରେ ଅଯୋଧ୍ୟାରେ ବାବ୍ରୀ ମସ୍‌ଜିଦ୍‌ ଭଙ୍ଗା ଘଟଣାରେ
Read More...

ଆସନ୍ତା ୩ ଦିନ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୩ ଦିନ ଯାଏ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରଛି । ମୁଖ୍ୟତଃ ଉତ୍ତର ଓଡିଶା, ଦକ୍ଷିଣ ଉପକୂଳ ଓଡିଶାରେ ବର୍ଷା ହୋଇପାରେ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନୂଆପଡା, ବଲାଙ୍ଗିର, କନ୍ଧମାଳ, ରାୟଗଡାରେ ହାଲୁକା ବର୍ଷା
Read More...

ଆଜି ନେତାଜୀ ଜୟନ୍ତୀ

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା
Read More...