Monthly Archives

January 2024

ଜାତୀୟ କାର୍ଟୁନ ପ୍ରତିଯୋଗିତାରେ ଅଶ୍ୱିନୀ-ଅବନୀଙ୍କ କୃତିତ୍ୱ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାୟପୁର(ଛତିଶଗଡ)ରୁ ପ୍ରକାଶିତ ମାସିକ କାର୍ଟୁନ୍‌ ପତ୍ରିକା ‘କାର୍ଟୁନ୍‌ ୱାଚ୍‌’ର ଆବାହକତ୍ୱରେ ଆୟୋଜିତ ଏକ ସର୍ବଭାରତୀୟ କାର୍ଟୁନ୍‌ ପ୍ରତିଯୋଗିତାରେ ଓଡିଶାର ବହୁ ପରିଚିତ ତଥା ବରିଷ୍ଠ କାର୍ଟୁନିଷ୍ଟ ଭ୍ରାତୃଦ୍ୱୟ ଅଶ୍ୱିନୀ-ଅବନୀଙ୍କ ଏକ କାର୍ଟୁନ୍‌
Read More...

ନିର୍ଝରିଣୀ ତରଫରୁ ପିଲାଙ୍କ ମୁହଁରେ ହସ କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ରବିବାର କଣ୍ଟାବାଞ୍ଜିର ଅଗ୍ରଣୀ ଅନୁଷ୍ଠାନ ନିର୍ଝରିଣୀ ତରଫରୁ ନୂଆପଡା ଜିଲ୍ଲାର ତିଖାଲି ଡେମ୍‌ଠାରେ ପିଲାଙ୍କ ମୁହଁରେ ହସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସମ୍ପାଦକ ବିରଂଚି ନାରାୟଣ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ
Read More...

ଆଇଆର୍‌ଇଏଲ୍ କର୍ମଚାରୀ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭାରତୀୟ ବିରଳ ମୃତ୍ତିକା (ଆଇଆର୍‌ଇଏଲ୍) କର୍ମଚାରୀ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଗତ ଜାନୁୟାରୀ ୧୯ ତାରିଖରେ ଆଇଆର୍‌ଇଏଲ୍ ପ୍ଲାଣ୍ଟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଭାପତି ଭାବେ ସୁଶାନ୍ତ ପାତ୍ର, ସାଧାରଣ ସମ୍ପାଦକ ଭାବେ
Read More...

ବଙ୍ଗୋମୁଣ୍ଡାରେ ବିଜେପି ଯୁବ ମୋର୍ଚ୍ଚା ଯୁବ ସମାବେଶ ଓ ମିଶ୍ରଣ ପର୍ବ

କଣ୍ଟାବାଞ୍ଜି, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଟାକ୍ସି ଷ୍ଟାଣ୍ଡଠାରେ ବିଜେପି ଯୁବ ମୋର୍ଚ୍ଚା ଯୁବ ସମାବେଶ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ବଙ୍ଗୋମୁଣ୍ଡା ପେଟ୍ରୋଲ ପମ୍ପଠାରୁ ବିରାଟ ବାଇକ ରାଲିରେ ବାହାରି ବଙ୍ଗୋମୁଣ୍ଡା ନଗର
Read More...

ରାଜ୍ୟସ୍ତରୀୟ କ୍ରିକେଟ୍ ମ୍ୟାଚ୍ ଉଦ୍‌ଘାଟିତ

ମ.ରାମପୁର, (ହେମନ୍ତ ସାହୁ) : ଧବଳେଶ୍ୱର କ୍ରୀଡା ଓ ସାଂସ୍କୃତିକ ଅନୁଷ୍ଠାନ ମୋହନଗିରି ୧୯ତମ ରାଜ୍ୟସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଆଜି ଉଦ୍‌ଘାଟିତ ହୋଇଯାଇଛି । ସର୍ବପ୍ରଥମେ ଶିବ ମନ୍ଦିରରୁ ମଶାଲ ଯାତ୍ରା ବାହାରି ଖେଳପଡିଆରେ ସ୍ଥାପନ କରି ଆଜିର ମୁଖ୍ୟ ଅତିଥି ଅଧକ୍ଷ ଜିଲ୍ଲା ପରିଷଦ
Read More...

ଆତ୍ମସୁରକ୍ଷା କୌଶଳ ତାଲିମ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ତରୀୟ କେବଳ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମସୁରକ୍ଷା କୌଶଳ ତାଲିମ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସରକାରଙ୍କ ଦ୍ୱାରା ପ୍ରାୟୋଜିତ ଏହି କାର୍ଯ୍ୟକ୍ରମରେ ଯୁକ୍ତଦୁଇ ପ୍ରଥମ
Read More...

‘କୋଶଳ ପ୍ରବାହ’ର ସମ୍ପାଦକ ଆନନ୍ଦ ଚନ୍ଦ୍ର ସାହୁଙ୍କ ପିତୃ ବିୟୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ‘କୋଶଳ ପ୍ରବାହ’ର ସମ୍ପାଦକ ତଥା କବି ଆନନ୍ଦ ଚନ୍ଦ୍ର ସାହୁଙ୍କ ପିତା ମାସା ସାହୁଙ୍କ(୮୦) ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ଦୀର୍ଘ ଦିନରୁ ବାର୍ଦ୍ଧକ୍ୟଜନିତ ରୋଗରେ ଆକ୍ରାନ୍ତ ଥିଲେ । ଶୁକ୍ରବାର ଦିନ ତାଙ୍କୁ ଗୁରୁତର ଅବସ୍ଥାରେ ଭୀମଭୋଇ ମେଡିକାଲରେ
Read More...

ଦୀନପଦ୍ମ ଉଚ୍ଚ ବିଦ୍ୟାଳୟରେ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଅନୁଷ୍ଠିତ

ଖପ୍ରାଖୋଲ, (କେପିଏନ୍‌ଏସ୍‌) : ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ବାଘମୁଣ୍ଡ ଗ୍ରାମର ଦୀନପଦ୍ମ ଉଚ୍ଚ ବିଦ୍ୟାଳୟଠାରେ ଉଚ୍ଚ ବିଦ୍ୟାଳୟ ସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଗୌରାଙ୍ଗ ଚରଣ ଦାଶଙ୍କ ସଭାପତିତ୍ୱ ଓ ବରିଷ୍ଠ ଶିକ୍ଷକ
Read More...

ମୁରିବାହାଲ ମାଳିଶିରା ଓ ଗୁରୁଣ୍ଡା ଉଚ୍ଚ ବିଦ୍ୟାଳୟରେ ଆମ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ କାର୍ଯ୍ୟକ୍ରମ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବହାଲ ବ୍ଲକ ସଦର ମହକୁମାରେ ଥିବା ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟଠାରେ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନ ପକ୍ଷରୁ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ୨୦୨୪ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା
Read More...

ହଳଦୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତବାର୍ଷିକ ମହୋତ୍ସବ ଉଦ୍‌ଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ସଦର ମହକୁମାରେ ଥିବା ହଳଦୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତବାର୍ଷିକ ମହୋତ୍ସବ ଶନିବାର ରାତ୍ରିରେ ଉଦ୍‌ଯାପିତ ହୋଇଯାଇଛି । ଆୟୋଜକ ମହୋତ୍ସବ କମିଟି ସଭାପତି ଚୈତନ୍ୟ ମହାନନ୍ଦଙ୍କ
Read More...