Monthly Archives

January 2024

ବିଦ୍ୟାଳୟ ସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘୋରଡ଼ିଆ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଭାଷା, ସାହିତ୍ୟ ଓ ସୃଜନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ତଥା ବରିଷ୍ଠ ଶିକ୍ଷାବିତ୍‌ ଗୋବିନ୍ଦ ଚନ୍ଦ୍ର ସାମନ୍ତରାୟ ଆନୁଷ୍ଠାନିକ ଭାବେ
Read More...

ଯୌତୁକ ପାଇଁ ନବବଧୂକୁ ହତ୍ୟା ଅଭିଯୋଗ

ନବରଙ୍ଗପୁର : ଯୌତୁକ ପାଇଁ ନବବଧୂକୁ ତଣ୍ଟିଚିପି ହତ୍ୟା କରିଛନ୍ତି ଶଶୁର ଘରଲୋକେ । ଏଭଳି ଏକ ଦୁଃଖଦ ଘଟଣା ଘଟିଛି ପାପଡାହାଣ୍ଡି ଥାନା ଅଞ୍ଚଳରେ । ସୂଚନା ଅନୁଯାୟୀ, ମାଲକାନଗିରି ଜିଲ୍ଲା ସଦର ରାମ ସେଠି ଓ ସୁଷମା ସେଠୀଙ୍କ ଝିଅ ଗୀତା ସେଠି ଗତ ବର୍ଷ ଜୁଲାଇରେ ପାପଡାହାଣ୍ଡି ଗ୍ରାମର
Read More...

ଆଜି ଯାଜପୁର ଜିଲ୍ଲା ଗସ୍ତରେ ଆସିବେ ରାଜ୍ୟପାଳ

ଯାଜପୁର : ଆଜି ଯାଜପୁର ଜିଲ୍ଲା ଗସ୍ତରେ ଆସିବେ ମହାମହିମ ରାଜ୍ୟପାଳ । ଦିନ ୧୧ଟା ସମୟରେ ପହଞ୍ଚି ପ୍ରଥମେ ମା' ବିରଜାଙ୍କ ଦର୍ଶନ କରିବେ ପରେ ମିଶନ ଶକ୍ତି ଭବନ ପରିଦର୍ଶନ କରିବା ସହ ୧୫୦ ଜଣ ଏସ୍‌ଏସ୍‌ଜି ସଦସ୍ୟଙ୍କ ସହ ଆଲୋଚନା କରିବେ । ସେହିପରି ଏହି ଗସ୍ତ ଅବସରରେ ଖଣ୍ଡରା ଗ୍ରାମ
Read More...

୫-ଟି ଯୋଜନା ଚତୁର୍ଥ ପର୍ଯ୍ୟାୟରେ କପିଲାଭଟା ହାଇସ୍କୁଲ ରୂପାନ୍ତରିକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମପଞ୍ଚାୟତ ଉଚ୍ଚ ବିଦ୍ୟାଳୟକୁ ୫-ଟି ଯୋଜନାର ଚତୁର୍ଥ ପର୍ଯ୍ୟାୟରେ ସ୍କୁଲ ରୂପାନ୍ତରିକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ବର୍ଣ୍ଣାଢ଼୍ୟ ସମାରୋହ ସଭାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ
Read More...

ଛତାପିପଲ ଉଚ୍ଚ ବିଦ୍ୟାଳୟରେ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁତଲା ବ୍ଲକ ଅନ୍ତର୍ଗତ ଛତାପିପଲ ଗ୍ରାମପଂଚାୟତ ଉଚ୍ଚ ବିଦ୍ୟାଳୟରେ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଭାଗିରଥି ବାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ବୁବେଲ ଉଚ୍ଚ ବିଦ୍ୟାଳୟର ପୂର୍ବତନ ଶିକ୍ଷକ ତଥା ପ୍ରବଚକ
Read More...

ଆସନ୍ତା ୨୩ ତାରିଖ ଯାଏଁ ରାଜ୍ୟରେ ରହିବ ଘନ କୁହୁଡ଼ି

ଭୁବନେଶ୍ୱର : ଆସନ୍ତା ୨୩ ତାରିଖ ଯାଏଁ ରାଜ୍ୟରେ ଘନ କୁହୁଡ଼ି ରହିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳର କିଛି ସ୍ଥାନରେ ଘନ କୁହୁଡ଼ି ଯୋଗୁଁ ଯାତାୟତ ପ୍ରଭାବିତ ହୋଇପାରେ ବୋଲି ଆଶଙ୍କା ସୃଷ୍ଟି ହୋଇଛି । ତେବେ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ, ୨୧ ଓ ୨୨
Read More...

ଫୁଲନଖରାରେ ‘ସମ୍’ ହସ୍ପିଟାଲର ନୂଆ କ୍ୟାମ୍ପସ୍‌କୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଭୁବନେଶ୍ୱର ଓ କଟକ ମଧ୍ୟବର୍ତ୍ତୀ ଜାତୀୟ ରାଜପଥ-୧୬ ନିକଟରେ ଆଇଏମ୍‌ଏସ୍‌ ଓ ସମ୍‌ ହସ୍ପିଟାଲର ଫୁଲନଖରା କ୍ୟାମ୍ପସ୍‌ ଶୁଭାରମ୍ଭ ହେବାକୁ ଯାଉଛି । ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏହି ନୂତନ ହସ୍ପିଟାଲ୍‌କୁ ଲୋକାର୍ପିତ କରିବେ ।
Read More...

ଭଗବାନ ବିଦ୍ୟା ମନ୍ଦିର ଖୁଜେନପାଲିରେ ଭାଷା, ସାହିତ୍ୟ ଓ ସୃଜନଶୀଳତାର ଉତ୍ସବ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭଗବାନ ବିଦ୍ୟା ମନ୍ଦିର ଖୁଜେନପାଲିରେ ପ୍ରଧାନ ଶିକ୍ଷକ ସୁନିଲ କୁମାର ଯୋଷୀଙ୍କ ସଭାପତିତ୍ୱରେ ଭାଷା, ସାହିତ୍ୟ ଓ ସୃଜନଶୀଳତାର ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ ବଲାଙ୍ଗିର ସହରର ବିଶିଷ୍ଟ
Read More...

ଦୁର୍ଘଟଣାର ଶିକାର ହେଲେ ସିନେ ନିର୍ଦ୍ଦେଶକ ସୁଧାକର ବସନ୍ତ

ଚୌଦ୍ୱାର : ଦୁର୍ଘଟଣାର ଶିକାର ହେଲେ ସିନେ ନିର୍ଦ୍ଦେଶକ ସୁଧାକର ବସନ୍ତ । କଟକ ମଙ୍ଗୁଳି ସ୍ଥିତ ବଜରଙ୍ଗୀ ଓ୍ୱେ ବ୍ରିଜ୍‌ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି ସୁଧାରକର ବସନ୍ତଙ୍କ ଗାଡି । ତେବେ ଗୁରୁତର ଅବସ୍ଥାରେ ସୁଧାକର ବସନ୍ତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର
Read More...

ଭାଷା,ସାହିତ୍ୟ ଓ ସୃଜନଶୀଳତା ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ପଲସଦା ଉଚ୍ଚ ବିଦ୍ୟାଳୟ ପଲସଦାଠାରେ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ପାଳିତ ହୋଇଯାଇଛି । ପଲସଦା ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ଶିକ୍ଷକ ଯତୀନ୍ଦ୍ର ଦୀପଙ୍କ ସଭାପତିତତ୍ଵରେ ସଭା ଆରମ୍ଭ ହୋଇଥିଲା । ଏଥିରେ
Read More...