Monthly Archives

January 2024

ମାତୃ ନିକେତନରେ ପାର୍ବତୀ ଗିରିଙ୍କ ୯୮ତମ ଜନ୍ମ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ କସ୍ତୁରବା ଗାନ୍ଧୀ ମାତୃନିକେତନ ପରିସରରେ ଶୁକ୍ରବାର ଦିନ ସ୍ୱାଧାନୀତା ସଂଗ୍ରାମୀ, ସମାଜସେବୀ ତଥା ବହ୍ନି କନ୍ୟା ପାର୍ବତୀ ଗିରିଙ୍କ ୯୮ତମ ଜନ୍ମ ଜୟନ୍ତୀ ନିରାଡମ୍ବର ସହକାରେ ପାଳିତ ହୋଇଯାଇଛି । ସକାଳ ୫ଟାରେ
Read More...

ବିଦ୍ୟାଳୟସ୍ତରୀୟ ଓଡ଼ିଆ ଭାଷା ସାହିତ୍ୟ ସୃଜନଶୀଳତାର ଉତ୍ସବ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗର ନିଷ୍ପତି ଓ ନିର୍ଦ୍ଦେଶକ୍ରମେ ବିଦ୍ୟାଳୟସ୍ତରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଭାଷା ସାହିତ୍ୟର ସୃଜନଶୀଳତା ସୃଷ୍ଟି କରିବା ପାଇଁ ବିଦ୍ୟାଳୟସ୍ତରୀୟ ଉତ୍ସବ ଆୟୋଜନ କରଯାଇଛି । ଏହି ପରିପ୍ରେକ୍ଷୀରେ
Read More...

ଛତ୍ରପୁର ଡିଏଭି ପବ୍ଲିକ୍ ସ୍କୁଲ ୪ର୍ଥ ବାର୍ଷିକ ଉତ୍ସବ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ତୁଳସୀନଗରଠାରେ ଅବସ୍ଥାପିତ ଡିଏଭି ପବ୍ଲିକ୍ ସ୍କୁଲର ୪ର୍ଥ ବର୍ଷିକ ଉତ୍ସବ ସ୍ଥାନୀୟ ଶିବ କୁମାର ପଟ୍ଟନାୟକ ରିଡିଙ୍ଗରୁମ୍ ସମ୍ମିଳନୀ ଗୃହରେ ଶୁକ୍ରବାର ସନ୍ଧ୍ୟାରେ ସାଂସ୍କୃତିକ ସମ୍ଭାର ମଧ୍ୟରେ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି
Read More...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅବସରରେ ନାଟକ ମଞ୍ଚସ୍ଥ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଜିଲ୍ଲା ସଂସ୍କୃତି ପରିଷଦ ଗଞ୍ଜାମର ମିଳିତ ଆନୁକୂଲ୍ୟରେ ଓଡିଶା ସଙ୍ଗୀତ ଏକାଡେମୀ ଦ୍ଵାରା ଅୟୋଜିତ ଶ୍ରୀ ଜଗନ୍ନାଥ ପରିକ୍ରମା ପ୍ରକଳ୍ପ ଶୁଭ ଉଦ୍‌ଘାଟନ ଉତ୍ସବ ଅବସରରେ ଶ୍ରୀ ଜଗନ୍ନାଥ ସଂସ୍କୃତିକୁ
Read More...

ନୀଳାମ୍ୱରୀ ଦେବୀଙ୍କ ନୂତନ ପ୍ରାସାଦ ପ୍ରତିଷ୍ଠା ଉତ୍ସବ ଉ୍‌ଯାପିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ୍ ଅନ୍ତର୍ଗତ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ଅଧୀନସ୍ଥ ଏ.ତୋଟାପଲ୍ଲୀ ଗ୍ରାମର ଅଧିଷ୍ଠାତ୍ରୀଦେବୀ ମା'ନୀଳାମ୍ୱରୀ ଦେବୀଙ୍କ ମନ୍ଦିର ପରିସରରେ ନବନିର୍ମିତ ନୂତନ ପ୍ରାସାଦ ପ୍ରତିଷ୍ଠା ଉତ୍ସବ, ପ୍ରାଣ-ପ୍ରତିଷ୍ଠା ଗୁରୁବାର ଉଦ୍‌ଯାପିତ
Read More...

ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟରେ ଧର୍ମନିରପେକ୍ଷତା ଏବଂ ଏହା ପ୍ରତି ଆହ୍ଵାନ ଉପରେ ଏକ ବିଶିଷ୍ଟ ବକ୍ତୃତାର ଆୟୋଜନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସ୍ନାତୋକୋତ୍ତର ରାଜନୀତି ବିଜ୍ଞାନ ବିଭାଗ ଏବଂ ଲୋକ ପ୍ରଶାସନ ବିଭାଗର ମିଳିତ ଆନୁକୂଲ୍ୟରେ "ଧର୍ମନିରପେକ୍ଷତା ଏବଂ ଏହା ପ୍ରତି ଆହ୍ଵାନ" ସମ୍ବଳିତ ଏକ ବିଶଷ୍ଟ ବକ୍ତୃତାର ଆୟୋଜନ କରାଯାଇଥିଲା । ଏହାକୁ ଭାରତର ପୂର୍ବତନ ରାଷ୍ଟ୍ରପତି
Read More...

ପଞ୍ଚସଖା ହାଇସ୍କୁଲରେ ଭାଷା, ସାହିତ୍ୟ ଓ ସୃଜନଶୀଳତାର ଉତ୍ସବ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅଲାତରା ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ପ୍ରଧାନ ଶିକ୍ଷୟିତ୍ରୀ ଶକୁନ୍ତଳା ମିଶ୍ରଙ୍କ ତତ୍ତ୍ୱାବଧାନରେ ଶୁକ୍ରବାର ବିଦ୍ୟାଳୟ ସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳତାର ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ
Read More...

କେନ୍ଦ୍ରାପଡ଼ାରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ

● ବିଗତ ସାଢ଼େ ୯ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ପ୍ରତ୍ୟେକ ନାଗରିକଙ୍କ କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରିଛନ୍ତି : କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ● ଗତ ସାଢ଼େ ୯ ବର୍ଷ ମଧ୍ୟରେ ଦେଶର ୨୫ କୋଟି ଗରିବ ଲୋକ ଦାରିଦ୍ର୍ୟରୁ ମୁକୁଳି
Read More...

ପୁଇଁତଲା ବ୍ଲକ କଂଗ୍ରେସର ସାଙ୍ଗଠାନିକ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁତଲା ବ୍ଲକ କଂଗ୍ରେସ ପକ୍ଷରୁ ସଭାପତି ଉମାକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ସ୍ଥାନୀୟ ବେଲବାହାଲିର ପ୍ରେମାନନ୍ଦ ବିହାରଠାରେ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ କମିଟି ବୁଥ୍‌ କମିଟି ଜାନୁୟାରୀ ୩୧ ସୁଦ୍ଧା ଗଠନ କରିବା ପାଇଁ ବୈଠକରେ ନିଷ୍ପତ୍ତି
Read More...

ଆସନ୍ତାକାଲି ଭୁବନେଶ୍ୱରରେ ‘ଆୟୁଷ ଦୀକ୍ଷା’ ମାନବ ସମ୍ବଳ ବିକାଶ କେନ୍ଦ୍ର ପାଇଁ ଶିଳାନ୍ୟାସ କରିବେ କେନ୍ଦ୍ର ଆୟୁଷ…

ଭୁବନେଶ୍ୱର, (ପିଆଇବି) : ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଅଧୀନ ଆୟୁର୍ବେଦ ଅନୁସନ୍ଧାନ ପରିଷଦର ମାନବ ସମ୍ବଳ ବିକାଶ କେନ୍ଦ୍ର ‘ଆୟୁଷ ଦୀକ୍ଷା’ର ଶିଳାନ୍ୟାସ ସମାରୋହ ଆସନ୍ତାକାଲି, ଜାନୁଆରି ୨୦ ତାରିଖ ପୂର୍ବାହ୍ନ ସାଢ଼େ ୧୧ଟାରେ ଭୁବନେଶ୍ୱର ଭରତପୁର ସ୍ଥିତ କେନ୍ଦ୍ରୀୟ ଆୟୁର୍ବେଦ
Read More...