Monthly Archives

January 2024

ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦୋଉଳି ଗ୍ରାମରେ ଅବସ୍ତିତ ସହିଦ ଭଗତସିଂ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀ ଆତ୍ମ ସୁରକ୍ଷା କୌଶଳ ତାଲିମ ଶିବିର ଗୁରୁବାର ଦିନ ବିଦ୍ୟାଳୟର ଭାରପ୍ରାପ୍ତ ଅଧକ୍ଷ ପ୍ରାଧ୍ୟାପକ ଅଭିମନ୍ୟୁ ସାହୁଙ୍କ ସଭାପତିତ୍ୱରେ ହୋଇଥିଲା ।…
Read More...

ଭଗବାନ ଶ୍ରୀରାମଙ୍କ ଓଡ଼ିଆ ଭକ୍ତି ଭଜନ ‘‘ଅଯୋଧ୍ୟା ନଗରୀ ନାଚେ ରାମଙ୍କୁ ପାଇ’’ ଶେୟାର କଲେ ପ୍ରଧାନମନ୍ତ୍ରୀ

ସରୋଜ ରଥଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ପ୍ରସ୍ତୁତ ଏ ଭଜନକୁ ଗାଇଛନ୍ତି ବିଶିଷ୍ଟ କଣ୍ଠଶିଳ୍ପୀ ନମିତା ଅଗ୍ରୱାଲ ନୂଆଦିଲ୍ଲୀ, (ପିଆଇବି) : ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ପ୍ରତିଷ୍ଠା ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଦେଶର…
Read More...

ସମସ୍ୟା ଶୁଣିବ ଲଳିତ ଦରବାର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗରିବ, ଅସହାୟ, ଖଟିଖିଆ, ଶ୍ରମିକଙ୍କ ସୁଖ ଦୁଃଖରେ ସାମିଲ ହେଉଥିଲେ । ଅଭିଯୋଗ ଓ ସମାଧାନ ଭିତରେ ଏକ ସେତୁ ଭଳି ତାଙ୍କ ଭୂମିକା ରହୁଥିଲା । ସାମାଜିକ ଜୀବନର ସେ ଥିଲେ ଅଜାତଶତ୍ରୁ । ତାଙ୍କ ବିୟୋଗ କେବଳ ବଲାଙ୍ଗିର ନୁହେଁ ସମଗ୍ର ଓଡ଼ିଶା ପାଇଁ ଏକ ଅପୂରଣୀୟ…
Read More...

ଚୁଡାପାଲି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଶିକ୍ଷା ବ୍ୟବସ୍ଥା ସୁଦୃଢ ନହେଲେ ସମାଜ ଅନ୍ଧକାର ଭିତରକୁ ଠେଲି ହୋଇଯିବ : ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଚୁଡାପାଲି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବରେ ଯୋଗଦେଲେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର । ଏହି ଅବସରରେ ସେ କହିଛନ୍ତି ଯେ, କଥାରେ ଅଛି ଯଦି…
Read More...

ପଶ୍ଚିମ ଓଡିଶା କଳାକାର ସଂଘ ଦ୍ୱାରା ନୂଆ ଭେଟି କଳାକାର ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଲକି ବିବାହ ମଣ୍ଡପଠାରେ ପଶ୍ଚିମ ଓଡିଶା କଳାକାର ସଂଘ ଦ୍ୱାରା ନୂଆ ଭେଟି ଓ କଳାକାର ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଶିଷ୍ଟ କଣ୍ଠଶିଳ୍ପୀ ରୁକୁ ସୁନା, ଦିଲିପ ଦୀପ, ଲଖନ୍‌ ନନ୍ଦ, ପ୍ରଯୋଜକ ଦେବେନ୍ଦ୍ର ସାହୁ, ଯୁବ ସଂଗଠନର ସଭାପତି ବିନୋଦ…
Read More...

କ୍ରୀଷ୍ଣା ବିକାଶ ଏନ୍‌ସିସି ଛାତ୍ର ଅଂଶୁମାନ ମହାପାତ୍ରଙ୍କ ସଫଳତା

ବରଗଡ଼, (ନିରୋଜ କୁମାର ପାଣୀ) : କ୍ରୀଷ୍ଣା ବିକାଶ ଆବାସିକ ବିଦ୍ୟାଳୟର ନବମ ଶ୍ରେଣୀ ଏନ୍‌ସିସି ଛାତ୍ର ଅଂଶୁମାନ ମହାପାତ୍ର ଆର୍‌ଡିସି କ୍ୟାମ୍ପ୍ ପାଇଁ ମନୋନୀତ ହୋଇ ମାନପତ୍ର ସହିତ ୫୦୦୦ ଟଙ୍କାର ପୁରସ୍କାର ରାଶି ପାଇ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି । ବିଦ୍ୟାଳୟର କାର୍ଯ୍ୟକାରୀ ଅଧ୍ୟକ୍ଷ…
Read More...

ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ଓ ଜଗନ୍ନାଥ ସଂସ୍କୃତିର ମହୋତ୍ସବ ଉଦ୍‌ଘାଟିତ

କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ବିଭାଗ ଦ୍ୱାରା ପରିଚାଳିତ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ଓ ଜଗନ୍ନାଥ ସଂସ୍କୃତିର ଉଦ୍‌ଘାଟନ ଉତ୍ସବ ଆଜି ମହିଳା ସ୍ନାତକ ମହାବିଦ୍ୟାଳୟ କଣ୍ଟାବାଞ୍ଜିରେ ମହାବିଦ୍ୟାଳୟର ଅଧକ୍ଷ ରାଜେନ୍ଦ୍ର ପୁରୋହିତଙ୍କ…
Read More...

ଗିରଫ ହେଲା ଲକ୍ଷ ଲକ୍ଷ ଟଙ୍କା ନେଇ ଜାଲ ନିଯୁକ୍ତି ପତ୍ର ଦେଇଥିବା ଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗିରଫ ହେଲା ଲକ୍ଷ ଲକ୍ଷ ଟଙ୍କା ନେଇ ଜାଲ ନିଯୁକ୍ତି ପତ୍ର ଦେଇଥିବା ଠକ । ଆଜି ଅପରାହ୍ଣରେ ବଲାଙ୍ଗିର ଟାଉନ୍‌ ପୋଲିସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯାଇ ସୂଚନା ଦିଆଯାଇଛି । ବଲାଙ୍ଗିର ଟାଉନ୍‌ ଥାନା ଆଇଆଇସି ବିଶ୍ୱଜିତ୍‌ ମନବୋଧଙ୍କ…
Read More...

ପିପିପି ହାଇସ୍କୁଲ ବରିହାପୁଖାପାଣିର ବାର୍ଷିକ କ୍ରୀଡା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକର ପିପିପି ହାଇସ୍କୁଲ ବରିହାପୁଖାପାଣିର ବାର୍ଷିକ କ୍ରୀଡା ଆଜି ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଗଙ୍ଗାଧର ଭୋଇ କ୍ରୀଡା ପତାକା ଉତ୍ତୋଳନ ପୂର୍ବକ ଏହି କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ କରିଥିଲେ…
Read More...

ଦୁର୍ଘଟଣା ଘଟାଇଥିବା ହାଇୱା ଡ୍ରାଇଭରଙ୍କୁ ଗିରଫ୍‌ କଲା ବଲାଙ୍ଗିର ଟାଉନ୍‌ ପୋଲିସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୁର୍ଘଟଣା ଘଟାଇଥିବା ହାଇୱା ଡ୍ରାଇଭରଙ୍କୁ ଗିରଫ୍‌ କଲା ବଲାଙ୍ଗିର ଟାଉନ୍‌ ପୋଲିସ । ଗତକାଲି ପୂର୍ବାହ୍ଣରେ ବଲାଙ୍ଗିର ଟିଟିଲାଗଡ଼ ରୋଡ଼ ଶାସ୍ତ୍ରୀନଗର ଛକରେ ହାଇୱା ଧକ୍କାରେ ଦେଓଗାଁ ବ୍ଲକ ଛତାପିପଲର ବିଭୁତି ଭୂଷଣ କଲତାଙ୍କ ମୃତ୍ୟୁ ଘଟିଥିବା ବେଳେ…
Read More...