ମା’ ବସ୍ତ୍ରାଣୀ ଫୁଟବଲ ଟୁର୍ଣ୍ଣାମେଣ୍ଟ : କଣ୍ଟାବାଞ୍ଜିକୁ ୨-୧ ଗୋଲ୍ରେ ପରାସ୍ତ କରି ବଡ଼ଗମଡ଼ା ବିଜୟୀ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବଳଧା ପଞ୍ଚାୟତ ସିନ୍ଧିଭାଡ଼ି ଗାଁର ପଟୁଆ ଡୁଙ୍ଗରି ଖେଳପଡିଆରେ ଚାଲିଥିବା ମା' ବସ୍ତ୍ରାଣୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଦ୍ଵିତୀୟ ଦିବସରେ ପହଞ୍ଚିଛି । ଦ୍ଵିତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ବିରିପାଲି ସରପଞ୍ଚ!-->…
Read More...
Read More...