କୁସ୍ତୁନା ଜଙ୍ଗଲରୁ ନିଖୋଜ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସୁନ୍ଦରଗଡ଼ : ସୁନ୍ଦରଗଡ ଜିଲ୍ଲା ବଡଗାଁ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । କୁସ୍ତୁନା ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏହି ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିବା ସୂଚନା ମିଳିଛି । ମଙ୍ଗଲବାର ଦିନଠାରୁ ନାବାଳିକା ଜଣକ!-->…
Read More...
Read More...