Monthly Archives

January 2024

ମଦନପୁରରେ ପଞ୍ଚାୟତସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୪

କଳାହାଣ୍ଡି, (ପି.କେ ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଳକ ମଦନପୁରଠାରେ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୪ ପାଳିତ ହୋଇଯାଇଛି । ସରପଞ୍ଚ କେତକୀ ଦଣ୍ଡିଆଙ୍କ ନେତୃତ୍ୱରେ ମଶାଲ ଯାତ୍ରା ଗ୍ରାମ ପରିକ୍ରମା କରିଥିଲେ । ମୁଖ୍ୟଅତିଥି ଭାବେ ନର୍ଲା ବିଧାୟକ ଭୁପିନ୍ଦର ସିଂ, ସମ୍ମାନିତ
Read More...

ଗଞ୍ଜାମ ଜିଲ୍ଲାରେ ଅର୍ପଣ ରଥ ତ୍ରୟ ଭ୍ରମଣ ଆରମ୍ଭ ହୋଇଛି

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରଥମ ଦିବସରେ ଅର୍ପଣ ରଥ ତ୍ରୟ ନନ୍ଦିକ ଗ୍ରାମ, କଞ୍ଚୁରୁ ଗ୍ରାମ, ଦୟାପଲ୍ଲୀ ଗ୍ରାମ ଓ ଗୋଦରାପଲ୍ଲୀ ଗ୍ରାମରେ ଭ୍ରମଣ କରି ଶ୍ରଦ୍ଧାଳୁଙ୍କଠାରୁ ଭକ୍ତିପୂର୍ଣ୍ଣ ପରିବେଶରେ ସମବେତ ଜନତାଙ୍କ ଉପସ୍ଥିତିରେ ଅର୍ପଣ ସଂଗ୍ରହ କରିଛନ୍ତି । ନନ୍ଦିକ
Read More...

ଜାନୁଆରୀ ୭ ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଆୟୋଜିତ ହେବ ସାଗର ପରିକ୍ରମା ପର୍ଯ୍ୟାୟ- XI

କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ର ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରୀ ପରଷୋତ୍ତମ ରୂପାଲା ଭୁବନେଶ୍ୱର, (ପିଆଇବି) : ଆସନ୍ତା ଜାନୁଆରି ୭ ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ଆୟୋଜିତ ହେବାକୁ ଥିବା ସାଗର ପରିକ୍ରମା ପର୍ଯ୍ୟାୟ - XI କାର୍ଯ୍ୟକ୍ରମରେ
Read More...

ପୁରାତନ ବା ପ୍ରାଚୀନ ପଥର‌ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : "ଓଲ୍ଡ ରକ୍ ଡେ" ବା "ପୁରାତନ ପଥର‌ ଦିବସ" ପ୍ରତିବର୍ଷ ଜାନୁଆରୀ ୭ ତାରିଖରେ ପାଳନ କରାଯାଉଥିବା ଏକ ବାର୍ଷିକ ଉତ୍ସବ । ଯେଉଁମାନେ ପ୍ରକୃତିର ସୌନ୍ଦର୍ଯ୍ୟକୁ ଭଲ ପାଆନ୍ତି ଏବଂ ଉପଭୋଗ କରନ୍ତି ସେମାନଙ୍କ ପାଇଁ ଏହି ଦିବସଟି ଅତ୍ୟନ୍ତ ଖୁସିର ଦିନ ।
Read More...

ଓଜନ ଉତ୍ସବ କାର୍ଯ୍ୟକ୍ରମ ଅଙ୍ଗନବାଡି କେନ୍ଦ୍ରରେ ଆରମ୍ଭ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ବିଭିନ୍ନ ଅଙ୍ଗନୱାଡି କେନ୍ଦ୍ରମାନଙ୍କରେ ଓଜନ ଉତ୍ସବ କାର୍ଯ୍ୟକ୍ରମ ଆରମ୍ଭ ହେଇଯାଇଛି । ୩ ନମ୍ବର ୱାର୍ଡ ସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନୱାଡି କେନ୍ଦ୍ରରେ ଓଜନ ଉତ୍ସବକୁ ସିଡିପିଓ ସଲୀଳା ପ୍ରଧାନ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ । ୦ରୁ ୬
Read More...

ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତାଙ୍କ ୯୦ତମ ଜନ୍ମଦିନ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଶିଷ୍ଟ ସାରସ୍ୱତ ସାଧକ, କବି ଓ କଥାକାର ପଦ୍ମଶ୍ରୀ ବିଦ୍ୟାବାଚସ୍ପତି ଡ. ଶ୍ରୀନିବାସ ଉଦ୍‌ଗାତାଙ୍କ ଶନିବାର ୯୦ତମ ଜୟନ୍ତୀ ରାଧାରାଣୀପଡା ସ୍ଥିତ କବି କୁଟୀରଠାରେ ପାଳନ କରାଯାଇଥିଲା । ବହୁ ବିଶିଷ୍ଟ ବ୍ୟକ୍ତି, କବି ଓ ଲେଖକ, ସାହିତ୍ୟପ୍ରେମୀ ତାଙ୍କ
Read More...

ମୁରିବାହାଲରେ ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : କେନ୍ଦ୍ର ସରକାରଙ୍କ ଡ୍ରାଇଭର ମାରଣ କଳା ଆଇନକୁ ବିରୋଧ କରି ଓଡ଼ିଶା ଡ୍ରାଇଭର ମହାସଂଘ ଡାକରାରେ ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଡ୍ରାଇଭର ମହାସଂଘ ବ୍ଲକ ଶାଖା ପକ୍ଷରୁ ବ୍ଲକ ସଦର ମହକୁମା(ଟୁନଟୁନି ମୁଣ୍ଡା ଛକ), ଗୁଡିଘାଟ ଛକ, ଚଳକୀ ଛକ, ଗଅଁରେଇ
Read More...

ଜିଲ୍ଲାସ୍ତରୀୟ ଯୁବ ରେଡ୍‌କ୍ରସ୍‌ ତାଲିମ ଶିବିର ଉଦ୍‌ଯାପିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଭାରତୀୟ ରେଡ୍‌କ୍ରସ୍‌ ସୋସାଇଟି, ଓଡିଶା ରାଜ୍ୟ ଶାଖା ତରଫରୁ ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀ ନିକେତନ, ରୋତ୍‌ରେ ତିନିଦିନ ଧରି ଚାଲୁଥିବା ବଲାଙ୍ଗିର ଜିଲ୍ଲାସ୍ତରୀୟ ଯୁବ ରେଡ୍‌କ୍ରସ୍‌ ତାଲିମ ଶିବିର ଆଜି ଉଦ୍‌ଯାପିତ ହେଇଯାଇଛି ।
Read More...

ମୁରିବାହାଲ ପଞ୍ଚାୟତି ଉଚ୍ଚ ବିଦ୍ୟାଳୟ ପକ୍ଷରୁ ସଡ଼କ ସୁରକ୍ଷା ସପ୍ତାହ ପାଇଁ ସଚେତନତା ଶୋଭାଯାତ୍ରା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ସରକାରୀ ପଞ୍ଚାୟତି ଉଚ୍ଚ ବିଦ୍ୟାଳୟ ପକ୍ଷରୁ ପ୍ରଧାନ ଶିକ୍ଷକ ସୁନୀଲ କୁମାର ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ସଡ଼କ ସୁରକ୍ଷା ସପ୍ତାହ ପାଇଁ ଏକ ସଚେତନତା ଅଭିଯାନ ଶନିବାର ଅନୁଷ୍ଠିତ ହୋଇଯାଇଛି ।
Read More...

ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଗୁଡଭେଲା ବ୍ଲକ୍‌ର ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାର ପ୍ରଥମ ବାର୍ଷିକ ଉତ୍ସବ ଶନିବାର ଅପରାହ୍ନରେ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ
Read More...