Daily Archives

ଅନ୍ତରୀଣ କେନ୍ଦ୍ର ବଜେଟ୍ ୨୦୨୪-୨୫ର ମୁଖ୍ୟାଂଶ

ନୂଆଦିଲ୍ଲୀ, (ପିଆଇବି) : 'ସବକା ସାଥ, ସବକା ବିକାଶ ଓ ସବକା ବିଶ୍ୱାସ' ମନ୍ତ୍ର ଏବଂ 'ସବକା ପ୍ରୟାସ'ର ସାମଗ୍ରିକ ରାଷ୍ଟ୍ର ଆଭିମୁଖ୍ୟ ସହିତ କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୪-୨୫ ର ଅନ୍ତରୀଣ କେନ୍ଦ୍ର ବଜେଟ୍ ଉପସ୍ଥାପନ
Read More...

ମୁଥୁଟ୍‌ ଫାଇନାନ୍ସର ୯୧ତମ ଶାଖା ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୩୧ ଜାନୁାୟାରୀ ୨୦୨୪ରେ ମୁଥୁଟ୍‌ ଫାଇନାନ୍ସ ଓଡ଼ିଶାରେ ୯୧ତମ ଶାଖା ଏବଂ ବଲାଙ୍ଗିର ସହରର ଦ୍ୱିତୀୟ ଶାଖା ଗାନ୍ଧୀନଗରପଡ଼ା ଠାରେ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ଏବଂ ସୁଭାଷ ଚନ୍ଦ୍ର
Read More...

ଦ୍ୱାଦଶ ପଧାନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପୁରସ୍କୃତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବୁଧବାର ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ପାଇକମାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦ୍ୱାଦଶ କୁମାର ପଧାନ ରାଜ୍ୟର ଶ୍ରେଷ୍ଠ ପ୍ରଧାନ ଶିକ୍ଷକ ରୂପେ ମୁଖମନ୍ତ୍ରୀ ଶିକ୍ଷା ପୁରସ୍କାରରେ ପୁରସ୍କୃତ
Read More...

ଡୁମ୍ବେରବାହାଲ ସ୍କୁଲକୁ ଏକକାଳୀନ ତିନୋଟି ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ବରଗଡ଼ ଜିଲ୍ଲା ପାଇକମାଳ ବ୍ଲକ ଅନ୍ତର୍ଗତ ଡୁମ୍ବେରବାହାଲ ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ଏକକାଳୀନ ତିନୋଟି ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ
Read More...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଲେ ବଙ୍ଗୋମୁଣ୍ଡା ଗ୍ରାମ ପଞ୍ଚାୟତ ସରପଞ୍ଚ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଗ୍ରାମ ପଞ୍ଚାୟତକୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ସମ୍ବର୍ଦ୍ଧିତ କରାଯାଇଛି । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା ସରପଞ୍ଚ ଅଜିତ କୁମାର ଯୋଶୀଙ୍କୁ ଟ୍ରଫି ସହ ମାନପତ୍ର
Read More...

ଓଡିଶା ବଲାଙ୍ଗିର ଜିଲ୍ଲାରୁ ଚୋରି ଟ୍ରାକ୍ଟର ଛତିଶଗଡ ରାଜ୍ୟରୁ ଉଦ୍ଧାର : ୫ ଅଭିଯୁକ୍ତ ଗିରଫ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ବୈଜଲସାଗର ଗ୍ରାମରୁ ଚୋରି ହୋଇଥିବା ଟ୍ରାକ୍ଟର ସୁଦୂର ଛତିଶଗଡ ରାଜ୍ୟରୁ ଜବତ କରିଛି ଖପ୍ରାଖୋଲ ପୋଲିସ । ବୈଜଲସାଗର ଗ୍ରାମରୁ ଗତ ଜାନୁଆରୀ ୨୮ ତାରିଖ ରବିବାର ଦିନ ଚୋରି ହୋଇଥିଲା ଟ୍ରାକ୍ଟର । ଏହି ଘଟଣାରେ ୫
Read More...

କୁଟାସିଂହା ଶିଶୁ ବିଦ୍ୟାମନ୍ଦିରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର (ଡୁଡୁକା) ବ୍ଲକ କୁଟାସିଂହା ଶିଶୁ ବିଦ୍ୟାମନ୍ଦିରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପରିଚାଳନା ସମିତିର ସଭାପତି ଦୟାନିଧି ପୁରୋହିତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଧାୟକ ଡ. ମୁକେଶ ମହାଳିଙ୍ଗ ଓ ସମ୍ମାନିତ
Read More...

ପ୍ରିନ୍‌ସିପାଲ୍‌ ଡକ୍ଟର ଶରତ ଚନ୍ଦ୍ର ବିଶ୍ୱାଳଙ୍କୁ ସେବା ନିବୃତ୍ତ ସମ୍ଵର୍ଦ୍ଧନା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଶିକ୍ଷକ ଯିଏ କି ବି‌ଶ୍ୱରେ ଦ୍ୱିତୀୟ ଗୁରୁ ରୂପେ ସ୍ଥାନ ପାଇଛନ୍ତି । ଯିଏ ସ୍ଥାନରେ ନୁହେଁ କାମରେ ମଧ୍ୟ କରି କି ଦେଖାନ୍ତି । ଆପଣମାନେ ତ ବହୁତ ସ୍ଥାନରୁ ଶୁଣିଥିବେ ଦେଖିଥିବେ ଆଉ ବହୁତ ଗୁଡ଼ାଏ ଶିକ୍ଷକଙ୍କ ମଧ୍ୟ ନିଃସ୍ଵାର୍ଥପର କାର୍ଯ୍ୟ ବିଷୟରେ
Read More...

ବଣରୁ ନରକଙ୍କାଳ ଜବତ

ଭଦ୍ରକ : ରାସ୍ତା କଡ ବଣରୁ ନରକଙ୍କାଳ ଜବତ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ରାସ୍ତାର ଆର୍‌ଏମ୍‌ସି ମାର୍କେଟ୍ କମ୍ପ୍ଲେକ୍ସ ନିକଟସ୍ଥ ବଣରୁ ନରକଙ୍କାଳ ଜବତ ହୋଇଛି । ସୂଚନାଯୋଗ୍ୟ ଯେ, ଗୁରୁବାର ସକାଳୁ କିଛି ଲୋକ ଆର୍‌ଏମ୍‌ସି ମାର୍କେଟ୍ କମ୍ପ୍ଲେକ୍ସ ନିକଟସ୍ଥ ବଣକୁ ସଫା କରୁଥିବା ବେଳେ ସେଠାରେ
Read More...

ଅଜଣା ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

ଭୁବନ : ଅଜଣା ଗାଡି ଧକ୍କାରେ ଚାଲିଗଲା ଜୀବନ । ମୃତକ ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ବାଉଁଶକଣ ଗ୍ରାମର ସଞ୍ଜୟ ପାଣିଗ୍ରାହୀ ବୋଲି ଜଣାପଡିଛି । ସୂଚନାଯୋଗ୍ୟ ଯେ, ସଞ୍ଜୟ ଯାଜପୁର ଜିଲ୍ଲା କଳିଙ୍ଗ ନଗର ସ୍ଥିତ ଟାଟା ପ୍ଲାଣ୍ଟର ଜଣେ ଅସ୍ଥାୟୀ କର୍ମଚାରୀ ଭାବେ କାମ କରନ୍ତି । ତେବେ
Read More...